-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର,ପଦ୍ମପୁର ର ୩୮ ତମ ବାର୍ଷିକ କ୍ରୀଡ଼ା ସମାରୋହ ଉଦଯାପିତ

29-Jan-2023



ପଦ୍ମପୁର (ପ୍ରେରଣା ଖବର)

 ସ୍ଥାନୀୟ ଆର୍ ବି ହାଇସ୍କୁଲ ପଡିଆରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ପଦ୍ମପୁର ର ୩୮ ତମ ବାର୍ଷିକ କ୍ରୀଡ଼ା ସମାରୋହ ଉଦଯାପିତ  ହୋଇ ଯାଇଛି । ଆଜି ସକାଳ ଆରମ୍ଭ ରେ ସତ୍ୟନାରାୟଣ ସାହା ଗୁରୁଜୀ ଦୀପ ପ୍ରଜ୍ୱଳନ କରି ୩୦୦୦ ମିଟର ଦୌଡ଼ ପ୍ରତିଯୋଗିତାକୁ ଆରମ୍ଭ କରିଥିଲେ ।ଉଦଯାପନୀ ଉତ୍ସବ ରେ ମାନନୀୟ ଡ଼ଃ ଲଳିତେନ୍ଦୁ ନାୟକ ( ଅଧ୍ୟକ୍ଷ ଅଞ୍ଚଳ ମହାବିଦ୍ୟାଳୟ, ପଦ୍ମପୁର )ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ପୁଷ୍ପାର୍ଚ୍ଚନା କରି ସମାପନ ମନ୍ତ୍ର କରି ଧ୍ୱଜା ଅବତରଣ କରି ଉଦଯାପନ ଘୋଷଣା କରିଥିଲେ ।ଶରୀର କୁ ସୁସ୍ଥ ଓ ନୀରୋଗ ରଖିବା ପାଇଁ ଶାରୀରିକ ଓ ବ୍ୟାୟାମ ର ଉପଯୋଗିତା ବିଷୟରେ ମାର୍ଗ ଦର୍ଶନ କରି ଏହି କ୍ରୀଡ଼ା ସମାରୋହରେ ଭାଗ ନେଇଥିବା ସମସ୍ତ  ଶିଶୁ ଭାଇ ଭଉଣୀ ,ଅଭିଭାବକ ଅଭିଭାବିକା ମାନଙ୍କୁ ଭୂୟସି ପ୍ରଶଂସା କରିଥିଲେ । ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ କରିଥିଲେ। ସମ୍ପାଦକ ଙ୍କ ଦ୍ୱାରା ଚୈତନ୍ୟ ଭୋଇ ଗୁରୁଜୀ କାର୍ଯ୍ୟକ୍ରମ ର ସଂଯୋଜନା  କରିଥିଲେ ।  ଶ୍ରୀଯୁକ୍ତ ଜନକଲାଲ ମେହେର ସମ୍ପାଦକ, ଘନଶ୍ୟାମ ପୁଞ୍ଜି କୋଷାଧ୍ୟକ୍ଷ ,ଦ୍ୱାଦଶ କୁମାର ପଧାନ ସଂକୁଳ ପ୍ରମୁଖ ,ରୋହିତ କୁମାର ମେହେର ,ଆଶିଷ କୁମାର ମିଶ୍ର ,ଝରଣା ପଧାନ, ମୋନାଲିସା ସ୍ୱାଇଁ ,ନିରୋଜ ଦୋରା ସମାଜସେବୀ  ପ୍ରମୁଖ ଅତିଥି ଗଣ  ମଞ୍ଚାସୀନ  ଥିଲେ । ପ୍ରଦୀପ ରାଜହଂସ ଶାରୀରିକ ପ୍ରମୁଖ କାର୍ଯ୍ୟକ୍ରମ ର ବୃତ୍ତ କଥନ କରିଥିଲେ ।

କିଶୋର ବର୍ଗ ରୁ ଭେଙ୍କଟେଶ୍ୱର ଡନସନା,ପ୍ରାଚୀପ୍ରଜ୍ଞା ସାହୁ ,ବାଳବର୍ଗ ରୁ ସମୀର କୁମାର ସାହୁ, ଇପସିତା ସାହୁ ଓ ଶିଶୁ ବର୍ଗ ରୁ ଅଙ୍କିତା ସେନ୍ଦିରିଆ   ପ୍ରମୁଖ ସର୍ବଶ୍ରେଷ୍ଠ ଖେଳାଳୀ ଭାବରେ ମୁଖ୍ୟ ଅତିଥି ଙ୍କ ଠାରୁ ପୁରସ୍କୃତ ହୋଇଥିଲେ ।ଏହି ସମାରୋହ ର ଅଭିଭାବିକା ମାନଙ୍କ ଭାରସାମ୍ୟ ଦୌଡ଼, ଶିଶୁ ବାଟିକା ବିଭାଗର ସ୍ୱତନ୍ତ୍ର ୬ଟି କାର୍ଯ୍ୟକ୍ରମ ରୁ ବେଲୁନ୍ ଫଟା ଅନ୍ୟତମ ଥିଲା ।ସାଇକେଲ ଧୀର ଚାଳନା ,ମ୍ୟୁଜିକ ଚେୟାର ,କୌତୁକ ପୋଷାକ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ବିଶେଷ ଆକର୍ଷଣ ଥିଲା ।ସୁରେନ୍ଦ୍ର ସାହୁ, ରମେଶ ଗୁର୍ଲା, ଜଗବନ୍ଧୁ ବଡଗୁଛ୍ଛିଆ ବିଚାରକ ଭାବରେ ଯୋଗ ଦେଇଥିଲେ ଶେଷରେ ସମସ୍ତ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।ଶେଷରେ ସମ୍ପାଦକ ଜନକଲାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like