-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଚନ୍ଦ୍ରଶେଖର ପାଠାଗାର ର ସ୍ୱେଚ୍ଛାକୃତ ରକ୍ତଦାନ ଶିବିର କୁ ଉଦଘାଟନ କଲେ ସୁବର୍ଣ୍ଣପୁର ଏସପିଓ ନୁଆଁ ରକ୍ତ ଦାତା ଆଗେଇଆସିବାକୁ ଆହ୍ୱାନ କଲେ

29-Jan-2023



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ସଦର ମହକୁମା ର ଚନ୍ଦ୍ରଶେଖର ପାଠାଗାର ଦ୍ୱାରା ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l କ୍ଲବ ସଭାପତି ରାମଶଙ୍କର ସାହୁ ଙ୍କ ଅଧ୍ୟକ୍ଷତା ରେ ହୋଇ ଥିବା ଏହି ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ରେ ଜିଲ୍ଲା ଅରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗ ଦେଇ ଜିଲ୍ଲା  ରେ କିପରି ରକ୍ତ ର ଅଭାବ ଦୂର ହେବ  ଏବଂ ଏଥିରେ ନୁଆଁ ଯୁବ ରକ୍ତ ଦାତା ଙ୍କୁ କିଭଳି ଅଧିକ ସାମିଲ କରାଯାଇ ପାରିବ, ସେ ଦିଗ ରେ ଗୁରୁତ୍ୱ ଦେବାକୁ ଓ ନୁଆଁ ଯୁବପିଢ଼ି ଆଗେଇ ଆସିବାକୁ ଆହ୍ୱାନ କରିଥିଲେ l ଏବଂ ସାରା ରାଜ୍ୟ ରେ ଆମ ଉଲୁଣ୍ଡା ଥାନା ଦିନିକିଆ ରକ୍ତ ଦାନ ଶିବିର ରେ 509 ୟୁନିଟ ରକ୍ତ ସଂଗ୍ରହ କରି  ନୁଆଁ ରେକର୍ଡ ସୃଷ୍ଟି କରି ଆମ ଜ଼ିଲ୍ଲା ର ଗୌରବ ବଢ଼ାଇଛି ବୋଲି କହିଥିଲେ l ସେହିପରି ଆଇନଜୀବୀ ସୁରେଶ ଷାଣ୍ଢ ସମ୍ମାନିତ ଅଥିତି ଭାବେ ଯୋଗ ରକ୍ତଦାନ ଏକ ମହତ ଦାନ ବୋଲି କହି ଥିଲେ l ତେବେ ଆଗାମୀ ଦିନ ରେ ପାଠଗାର ତରଫରୁ ଏହିପରି ପ୍ରୟାସ ଜାରି ରହିବ ବୋଲି ସଭାପତି ଶ୍ରୀ ସାହୁ ମତ ପ୍ରକାଶ କରିଥିଲେ l ଏହି ଶିବିର ରେ ୱାର୍ଡ ସଭ୍ୟ ଶ୍ରୀକାନ୍ତ ସାହୁ ଙ୍କ ସହ ପାଠାଗାର ର ସମସ୍ତ ସଭ୍ୟ ସାମିଲ ରହି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like