-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ରାଜ୍ୟ

ଋଷିକୁଲ୍ୟା ମୁହାଣରେ ଅଲିଭ୍‍ ରିଡ୍‌ଲେଙ୍କ ମିଳନ ପ୍ରକ୍ରିୟା ଆରମ୍ଭ

05-Dec-2020



(ପ୍ରେରଣା ଖବର)  ଗଞ୍ଜାମ: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅଲିଭ ରିଡଲେ କଇଁଚ୍ଛଙ୍କ ମିଳନ ପ୍ରକ୍ରିୟା ଆରମ୍ଭ ହୋଇଛି। ଗଞ୍ଜାମ ଜିଲା ପାଳିବନ୍ଧ ପଞ୍ଚାୟତର ପୁରୁଣାବନ୍ଧ ନିକଟ ଋଷିକୁଲ୍ୟା ମୁହାଣ ଅଞ୍ଚଳରେ ବର୍ତ୍ତମାନ ବିରଳ ସାମୁଦ୍ରିକ କଇଁଚ୍ଛ ଅଲିଭ ରିଡ୍‌ଲେଙ୍କ ମିଳନ ପ୍ରକ୍ରିୟା ଦୃଷ୍ଟିଗୋଚର ହୋଇଛି। ପ୍ରତିବର୍ଷ ନଭେମ୍ବର ମାସରେ ଏହି ବିରଳ ପ୍ରକ୍ରିୟା ଦେଖିବାକୁ ମିଳୁଥିବା ବେଳେ ଚଳିତ ବର୍ଷ ଡ଼ିସେମ୍ବର ମାସ ପ୍ରଥମ ସପ୍ତାହରେ ଋଷିକୁଲ୍ୟା ମୁହାଣର ଦକ୍ଷିଣପାର୍ଶ୍ବ ଅଞ୍ଚଳରେ ଦେଖିବାକୁ ମିଳଛି। ଉପକୂଳଠାରୁ ୫ କି.ମି. ପରିଧି ମଧ୍ୟରେ ସମୁଦ୍ରରେ ଯୋଡ଼ାଯୋଡ଼ା ହୋଇ ଭାସମାନ ଅବସ୍ଥାରେ କଇଁଚ୍ଛଙ୍କୁ ଦେଖିବାକୁ ମିଳିଥିବା ବନବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ପ୍ରକ୍ରିୟା ଆସନ୍ତା ଜାନୁଆରୀ ମାସ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏହି ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବାରୁ ନଭେମ୍ବର ମାସ ପହିଲାଠାରୁ ବନବିଭାଗ ପକ୍ଷରୁ କଇଁଚ୍ଛଙ୍କ ସୁରକ୍ଷା ପାଇଁ ପାଟ୍ରୋଲିଂ ବ୍ୟବସ୍ଥା କଡାକଡି କରାଯାଇଥିଲା। ଏପରିକି ଗଣଅଣ୍ଡାଦାନ ପ୍ରକ୍ରିୟା ବେଳେ ଯେପରି କିଛି ଅସୁବିଧା ନ ହୁଏ ସେଥିପାଇଁ ମଧ୍ୟ ବେଳାଭୂମି ସଫେଇ କାର୍ଯ୍ୟ ହୋଇଛି। ଏଥିପାଇଁ ୧୦ଜଣିଆ ଟିମ୍‍ ପ୍ରତ୍ୟେକ ଦିନ ପାଟ୍ରୋଲିଂ କରୁଛନ୍ତି। ପ୍ରୟାଗିଠାରୁ ଗୋଖରକୁଦା ମଧ୍ୟରେ ୬ଟି ପ୍ରୋଟେକ୍‍ସନ୍‍ କ୍ୟାମ୍ପ ହୋଇଛି। ପ୍ରତି କ୍ୟାମ୍ପରେ ୩ଜଣ କର୍ମଚାରୀ ରହି କାର୍ଯ୍ୟ ତଦାରଖ କରୁଛନ୍ତି।କଇଁଚ୍ଛଙ୍କ ମିଳନ ପ୍ରକ୍ରିୟା ଆସନ୍ତା ଜାନୁଆରୀ ମାସରେ ସରିବା ପରେ ପାଗର ଅନୁକୂଳ ଅବସ୍ଥା ଓ ଦକ୍ଷିଣା ପବନର ଆଗମନ ହେଲେ ଅଣ୍ଡା ଦେବା ପାଇଁ କଇଁଚ୍ଛ ବେଳାଭୂମିକୁ ଆସିଥାନ୍ତି। ତାପରେ ଗଣ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଥାଏ। ଗଣ ଅଣ୍ଡାଦାନ ପ୍ରକ୍ରିୟାର ୪୫ ଦିନ ପରେ ସେଥିରୁ ଛୁଆ ଫୁଟିଥାନ୍ତି। ଛୁଆ ଗୁଡ଼ିକ ସ୍ୱତଃପ୍ରବୃତ୍ତ ଭାବେ ସମୁଦ୍ର ଅଭିମୁଖେ ଚାଲି ଯାଇଥାନ୍ତି ବୋଲି ବିଶେଷଜ୍ଞମାନେ କହିଛନ୍ତି। ଗତବର୍ଷ ଏହି ଋଷିକୂଲ୍ୟା ମୁହାଣ ବେଳାଭୂମିରେ ୩ଲକ୍ଷ ୨୩ହଜାର ୬୩ଟି କଇଁଚ୍ଛ ଅଣ୍ଡା ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like