-+91-9937148622 |
prerana_bgr@rediffmail.com |
Tuesday 5th May 2026 |
R.N.I. Regd No. ODIODI/2010/46693
Breaking News
30-Jan-2023
ବଲାଙ୍ଗିର(ପ୍ରେରଣା ଖବର) ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ମହାପ୍ରୟାଣ ଦିବସ (ଶହିଦ ଦିବସ ) ଉପଲକ୍ଷେ ଆଜି ଜିଲ୍ଲାପାଳଙ୍କ କାର୍ୟାଳୟ ସମ୍ମିଳନୀ ପ୍ରକୋଷ୍ଠରେ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ, ଡେପୁଟି କଲେକ୍ଟର ସୋନିଆଶ୍ରୀ ମଲ୍ଲିକ ,ଶୁଭସ୍ମିତା ମିଶ୍ର ,ସହକାରୀ ଜିଲ୍ଲାପାଳ ଦିଲୀପ କୁମାର ମାଝିଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟର କର୍ମଚାରୀ ମାନେ ଉପସ୍ଥତ ରହି ୨ ମିନିଟ ନୀରବ ପ୍ରାର୍ଥନା କରିଥିଲେ ।