-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ଜିଲ୍ଲା

ସୋନପୁର କୋଶଳ ହାଇସ୍କୁଲ ର ଅଷ୍ଟମ ବାର୍ଷିକ ଉତ୍ସବ: ଯୋଗ ଦେଲେ ଏସପି ଓ ଏ ଡି ଏମ*

30-Jan-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ) :   ସୋନପୁର  କୋଶଳ ହାଇସ୍କୁଲ ର ଅଷ୍ଟମ   ବାର୍ଷିକୋତ୍ସବ ଆଜି ଧୁମ ଧାମ ରେ ପାଳିତ ହୋଇ ଯାଇଛି l ଏହି ଉତ୍ସବକୁ ସୁବର୍ଣ୍ଣପୁର ଏସପି ଶ୍ରୀ ଅମରେଶ ପଣ୍ଡା ଉଦଘାଟନ  କରି ଛାତ୍ର ଛାତ୍ରୀ ମାନେ ଭଲ ମଣିଷ ବା ସ୍ମାର୍ଟ ହେବାକୁ କୌଣସି  ସ୍ମାର୍ଟ ସ୍କୁଲ ର ଆବଶ୍ୟକତା ନାହିଁ l ଏହି ସ୍କୁଲ ର ଛାତ୍ର ଛାତ୍ରୀ ଙ୍କ ଶୃଙ୍ଖଳା, ସାଧନା, ଶିକ୍ଷକ ମାନଙ୍କ l

କଠିନ ପରିକ୍ରମ, ଓ ଉତ୍ସର୍ଗୀକୃତ ସେବା ଦ୍ୱାରା ହିଁ ପିଲାମାନେ ସ୍ମାର୍ଟ ଓ ଭଲ ମଣିଷ ହୋଇ ପାରିବେ ବୋଲି କହିଥିଲେ l ଏବଂ ବାରମ୍ବାର ହେଉଥିବା  କିଛି ଭୁଲ ରୁ ହିଁ  ଦିନେ ଭଲ ଫଳାଫଳ ମିଳିଥାଏ ବୋଲି କହିଥିଲେ l ସମ୍ମାନିତ ଅତିଥି ଭାବେ ଜ଼ିଲ୍ଲା ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀ, ବିଶିଷ୍ଟ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଯୋଗ ଦେଇ ତୁମେ ଯେତେ ବଡ଼ ଲୋକ ହେଲେ ବି ନିଜ ଗାଁ ମାଟି କୁ ଗୁରୁ ଙ୍କୁ କେବେ  ଭୁଲି ଯିବନି ବୋଲି ଛାତ୍ର ଛାତ୍ରୀ ଙ୍କୁ ପରାମର୍ଶ କରିଥିଲେ l ଏହି ଉତ୍ସବ ର ଉଦଯାପନୀ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଏ ଡି ଏମ ଶ୍ରୀ ସୂର୍ଯ୍ୟ ନାରାୟଣ ଦାଶ ଯୋଗ ଦେଇ ଛାତ୍ର ଛାତ୍ରୀ ଙ୍କ ଭବିଷ୍ୟତ ଗଢିବାରେ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ଭୂମିକା ଗୁରୁତ୍ୱ ପୂର୍ଣ୍ଣ ବୋଲି କହି ଗୁରୁ ହିଁ ରୋଲ ମୋଡେଲ ବୋଲି କହିଥିଲେ l  ସମାଜ ପ୍ରତି ଦାୟିତ୍ୱ ବୋଧ ହିଁ ପ୍ରକୃତ ଶିକ୍ଷା ଓ  ବ୍ୟକ୍ତି ରୁ ବ୍ୟକ୍ତିତ୍ୱ ବ୍ୟକ୍ତିତ୍ୱ ରୁ ଗୋଟାଏ ଅନୁଷ୍ଠାନ ହୋଇ ଗଢ଼ି ଉଠୁ ବୋଲି କହିଥିଲେ l  ଏବଂ ସକାରାତ୍ମକ ମନୋଭାବ ନେଇ ସମସ୍ତେ ଆଗକୁ ବଢିବାକୁ  କହିଥିଲେ l  ଏବଂ ମାଟ୍ରିକ  ପରୀକ୍ଷା ର କୃତି ଛାତ୍ର ଛାତ୍ରୀ ମାନେ ପ୍ରାୟ ସମସ୍ତ ଙ୍କ ଲକ୍ଷ୍ୟ କେବଳ ଡାକ୍ତର, ଇଞ୍ଜିନିଅର  ବୋଲି କହିବା ଠିକ ନୁହେଁ, ଆଇ ଏ ଏସ, ଆଇ ପି ଏସ, ସମେତ ଭଲ ଶିକ୍ଷାବିଦ , କ୍ରୀଡ଼ାବିତ ସବୁ କ୍ଷେତ୍ର ରେ କ୍ୟାରିଅର ଗଢିବା ପାଇଁ ପରାମର୍ଶ କରିଥିଲେ l ଆର ଡବ୍ଲୁ ଏସ ଏସ ର  ସୁପରିଣ୍ଟେଣ୍ଣ୍ଡେଣ୍ଟ ଇଞ୍ଜିନିଅର ବିଭୁ ପ୍ରସାଦ ପଣ୍ଡା ସମସ୍ତ ଙ୍କ କର୍ତ୍ତବ୍ୟ ନିଷ୍ଠା ହିଁ ଆଜି  ଟିଉସନ ରୁ ସ୍କୁଲ ରେ ପରିଣତ ହୋଇଛି ବୋଲି କହିଥିଲେ l ପ୍ରାକ୍ତନ ମତ୍ସ୍ୟ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ,  କମିଟି ଉପଦେଷ୍ଟା ପ୍ରଫୁଲ୍ଲ

ନାଏକ ଯୋଗ ଦେଇ ପିଲା ମାନଙ୍କ ଭବିଷ୍ୟତ ପାଇଁ ବହୁ ମୂଲ୍ୟ ପରାମର୍ଶ କରି ଉତ୍ସାହିତ କରିଥିଲେ l ଓ  ବିଭିନ୍ନ କ୍ଷେତ୍ର ରେ କୃତି ଅର୍ଜନ  କରିଥିବା କୃତି  ଛାତ୍ର ଛାତ୍ରୀ ଙ୍କୁ  ପୁରସ୍କୃତ କରାଯାଇଥିଲା l ସଭା କୁ ପ୍ରଦାନ ଶିକ୍ଷକ ପରମାନନ୍ଦ ନାଏକ ପରିଚାଳନା କରିଥିବା ବେଳେ ସ୍କୁଲ ର ଅଧ୍ୟକ୍ଷ ସଞ୍ଜୟ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ସଭାରେ  ଛାତ୍ର ଛାତ୍ରୀ ଅଭିଭାବକ ଓ ସହର ର ବହୁ ବୁଦ୍ଧିଜୀବୀ ଯୋଗ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like