-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ରେଗଡା ଠାରେ ସ୍ୱତନ୍ତ୍ର ଗ୍ରାମ ସଭା.....

30-Jan-2023



କର୍ଲାମୁଣ୍ଡା:(ପ୍ରଦିପ କୁମାର ସାହୁ)କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ଠାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ ଯୋଗ୍ୟ ହିତାଧିକାରୀ ତାଲିକା ଅନୁମୋଦନ ସମ୍ପର୍କିତ ସ୍ୱତନ୍ତ୍ର ଗ୍ରାମ ସଭା ସୋମବାର ଅନୁଷ୍ଠିତ ହୋଇଥିଲା।ଏଥିରେ ସ୍ଥାନୀୟ ସରପଞ୍ଚ ଦୀପ୍ତି ରାଣୀ ସାହୁ ଙ୍କ ସଭାପତି ତ୍ୱ ରେ କର୍ଲାମୁଣ୍ଡା ବିଡିଓ ସୂଚରିତା ମୁଗ୍ରୀ,ସମିତି ସଭ୍ୟା ଗେଲ କମ୍ପ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବସନ୍ତ କୁମାର ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।ସଭା ଆରମ୍ଭ ରେ ସ୍ବର୍ଗତ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାଶ୍ ଙ୍କ ଉଦ୍ଧେଶ୍ୟରେ ଏକ ମିନିଟ ନୀରବ ପ୍ରାଥନା କରାଯାଇଥିଲା।ଏହି ଗ୍ରାମ ସଭାରେ ରେଗଡା ପଞ୍ଚାୟତ ରେ ପୂର୍ବ ତାଲିକା ଅନୁସାରେ ୧୬୧ ଜଣ ହିତାଧିକାରୀଙ୍କ ଠାରୁ ୧୦୪ ଜଣ ଘର ପାଇବାକୁ ବ୍ଲକ ପ୍ରଶାସନ ତରଫରୁ ତାଲିକା ପ୍ରସ୍ତୁତ ହୋଇଥିଲା।ଏଣୁ ଗ୍ରାମ ସଭାରେ ୧୦୪ ଜଣ ଙ୍କୁ ଘର ଯୋଗେଇଦେବାକୁ ପ୍ରସ୍ତାବ ଗୃହୀତ ହେବା ସହ ବାଦ ପଡିଥିବା ୫୭ ଜଣ ହିତାଧିକାରୀ ଙ୍କୁ ପରବର୍ତ୍ତୀ ସମୟରେ ଘର ଯୋଗେଇଦେବାକୁ ଉପସ୍ଥିତ ଗ୍ରାମ ବାସୀ ମାନେ ବିଡିଓ ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଗ୍ରାମ ରୋଜଗାର ସେବକ ଛାୟା କାନ୍ତ ସାହୁ ଙ୍କ ସମେତ ସମସ୍ତ ୱାର୍ଡ ସଭ୍ୟା ସଭ୍ୟ ଗ୍ରାମବାସୀ ମାନେ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like