-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଖେଳ

କାମାକ୍ଷା ହେର୍ଣ୍ଣା ମେମୋରିଆଲ ରଙ୍ଗିଲା ନାଇଟ କପ କ୍ରିକେଟ ଟୁର୍ନାମେଣ୍ଟ - ୨୦୨୩ ଅନୁଷ୍ଠିତ

30-Jan-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ଷ୍ଟାଡିୟମ ଠାରେ ୩ ଦିନିଆ କାମାକ୍ଷା ହେର୍ଣ୍ଣା ମେମୋରିଆଲ ରଙ୍ଗିଲା ନାଇଟ କପ କ୍ରିକେଟ ଟୁର୍ନାମେଣ୍ଟ - ୨୦୨୩ ଅନୁଷ୍ଠିତ ହୋଇଥିଲା l ଏହି ୩ ଦିନିଆ ରାତ୍ର କ୍ରିକେଟ ମ୍ୟାଚରେ ୧୬ ଟି ଦଳ ଅଂଶଗ୍ରହଣ କରିଥିଲେ l ସେମିଫାଇନାଲ ଖେଳ ଏପିଜେ ଲୋଇସିଂହା ଓ ବୁର୍ଡl ଫାଇବ ଷ୍ଟାର ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ ଫାଇନାଲ ମ୍ୟାଚଟି ଏପିଜେ ଲୋଇସିଂହା ଓ ବୁର୍ଡl କଲୋନୀ ମଧ୍ୟରେ ଅନୁଷ୍ଠିତ ହୋଇଥିଲା l ଏଥିରେ ବାଜିମାତ କରିଥିଲା ଏପିଜେ ଲୋଇସିଂହା ଦଳ ଓ ରନର୍ସ ଅପ ହୋଇଥିଲା ବୁର୍ଡl କଲୋନୀ ଦଳ l ବିଜୟୀ ଦଳକୁ ଟ୍ରଫି ସହିତ  ୧୦,୦୦୦ ଟଙ୍କା ବେଳେ ରନର୍ସ ଦଳକୁ ଟ୍ରଫି ସହିତ ୬୦୦୦ ଟଙ୍କା ପୁରସ୍କୃତ କରାଯାଇଥିଲା l ମେନ ଅଫ ଦ ମ୍ୟାଚ ଓ ମେନ ଅଫ ଦ ସିରିଜ ଦୁଇଯାକ ଅରୁଣ ଦୋରା ନେଇଥିଲେ l ମୁଖ୍ୟଅତିଥି ଭାବେ ଯୋଗ ଦେଇଥିଲେ ସିନିଅର

ଏଡ଼ଭୋକେଟ ସହ ସମାଜସେବୀ ଅମରେନ୍ଦ୍ର ମିଶ୍ର, ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ସମାଜସେବୀ ରାଜେଶ କୁମାର ଅଗ୍ରୱାଲ, ଲୋଇସିଂହା ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ଲୋଇସିଂହା ସରପଞ୍ଚ ନବକିଶୋର ନାଏକ l ମଂଚାସୀନ ଥିଲେ ଉତ୍ତର ହେର୍ଣ୍ଣା ସମ୍ପାଦକ ଯେକେଯେଏସ, ଲୋଇସିଂହା, ପରିଚାଳନା କମିଟି ସଦସ୍ୟ ବୀଣାପାଣି ନାଏକ l ମ୍ୟାଚ ଏମପେୟାର ନଯୁ ଖାଁ, କେଶବ ଅଗ୍ରୱାଲ, କାନ୍ତ ମହାକୁର, ଛୋଟୁ ଅଗ୍ରୱାଲ ପ୍ରମୁଖ l ଉକ୍ତ ଟୁର୍ନାମେଣ୍ଟ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ରଞ୍ଜନ ବେହେରା, ଭାଗବତିଆ ଭୋଇ, ମୋହିତ ମିଶ୍ର, କୁନା ବାରିକ, ଆକାଶ ଅଗ୍ରୱାଲ, ସତ୍ୟ ନାଏକ, ମନୋଜ ମାହାନା ଓ କରୁଣା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like