-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜ୍ୟ

ଭିଡିଓ କନଫରେନ୍ସିଂରେ ମାମଲାର ଶୁଣାଣି; ହାଇକୋର୍ଟ ପକ୍ଷରୁ ସାନି ବିଜ୍ଞପ୍ତି

03-Oct-2020




କଟକ,03/10 : ପୂର୍ବଭଳି ହାଇକୋର୍ଟ ଓ ଏହାର କାର୍ଯ୍ୟାଳୟ ନଭେମ୍ବର ୨୦ ତାରିଖ ପର୍ଯ୍ୟନ୍ତ କଟକଣା ଭିତରେ କାର୍ଯ୍ୟ କରିବ। କରୋନା ଭୂତାଣୁ ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ହାଇକୋର୍ଟ ପକ୍ଷରୁ ଏ ନେଇ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ କୋର୍ଟ କାର୍ଯ୍ୟ ନେଇ ଅଗଷ୍ଟ ୨୧ରେ ଜାରି କରାଯାଇଥିବା ନିର୍ଦେଶନାମା ଏହି ଅବଧି ପାଇଁ ବଳବତ୍ତର ରହିବ ବୋଲି ଆଜି ହାଇକୋର୍ଟ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି। ଫଳରେ ପୂର୍ବଭଳି ଭିଡିଓ କନଫରେନ୍ସିଂ ବ୍ୟବସ୍ଥା ମାଧ୍ୟମରେ ମାମଲା ଶୁଣାଣି ଜାରି ରହିବ। ମାମଲା ଶୁାଣାଣି ପାଇଁ ତାଲିକାଭୁକ୍ତ ପ୍ରସଂଗରେ ଜରୁରୀ ସଂପର୍କିତ ସୂଚନା ଥିବା ମେମୋ ଇ-ଫାଇଲିଂ ମୋଡ୍/ଇ-ମେଲ୍/ଡ୍ରପ୍ ବକ୍ସ ମାଧ୍ୟମରେ ଡେପୁଟି ରେଜିଷ୍ଟ୍ରାର (ଜୁଡିସିଆଲ)ଙ୍କ ନିକଟରେ ଆଗୁଆ ଦାଖଲ ହେବ ଓ ଏ ନେଇ ଆଗୁଆ ପ୍ରତିପକ୍ଷଙ୍କୁ ଅବଗତ କରାଯିବ ବୋଲି ପୂର୍ବରୁ ପ୍ରକାଶିତ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଥିଲା।* *ଆଇନଜୀବୀ‌ ଓ ପକ୍ଷମାନେ ଘ‌ରୁ କିମ୍ବା କାର୍ଯ୍ୟାଳୟରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଣାଣିରେ ଅଂଶ ଗ୍ରହଣ କରିବେ। ଯଦି ଶୁଣାଣି ସମୟରେ ଆଇନଜୀବୀ ଅନୁପସ୍ଥିତ ରୁହନ୍ତି ତେବେ ମାମଲାରେ କୌଣସି ପ୍ରତିକୂଳ ନିର୍ଦେଶ ପ୍ରଦାନ କରାଯିବ ନାହିଁ। ହାଇକୋର୍ଟ ପରିସରରେ ମାମଲା ଶୁଣାଣିରେ ଅଂଶ ଗ୍ରହଣ ପାଇଁ କୌଣସି ବ୍ୟବସ୍ଥା ରହିବ ନାହିଁ।
ଏଥି ସହିତ ରାଜ୍ୟର ସମସ୍ତ ସବ୍ଅର୍ଡିନେଟ୍ କୋର୍ଟ (ନିମ୍ନ ଅଦାଲତ) ଓ ଟ୍ରିବୁନାଲର କୋର୍ଟ କାର୍ଯ୍ୟ ନେଇ ହାଇକୋର୍ଟ ପକ୍ଷରୁ ସାନି ନିର୍ଦେଶନାମା ଜାରି କରାଯାଇଛି। ପୂର୍ବର ୨୧.୮.୨୦୨୦ ନିର୍ଦେଶନାମା ଅନୁସାରେ ଅନ୍ୟାଦେଶ ପର୍ଯ୍ୟନ୍ତ ନିମ୍ନ ଅଦାଲତଗୁଡିକ କାର୍ଯ୍ୟ ଜାରି ରହିବ। ଅକ୍ଟୋବର ମାସର କାର୍ଯ୍ୟ ଦିବସ ଥିବା ସମସ୍ତ ଶିନିବାର ହାଇକୋର୍ଟ ଓ ଏହାର କାର୍ଯ୍ୟାଳୟ, ରାଜ୍ୟର ସମସ୍ତ ସବ୍‌ଅର୍ଡିନେଟ୍ କୋର୍ଟ (ନିମ୍ନ ଅଦାଲତ), ଟ୍ରିବୁନାଲ ଓ ଏ ସଂପର୍କିତ କାର୍ଯ୍ୟାଳୟ ବନ୍ଦ ରହିବ ବୋଲି ପ୍ରକାଶିତ ବିଜ୍ଞପ୍ତିରେ ସ୍ପଷ୍ଟ କରାଯାଇଛି।

 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like