-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

୨୧ରେ ଏମ୍‌ଫିଲ ଓ ୨୨ରେ ପିଏଚ୍‌ଡି ପ୍ରବେଶିକା

05-Dec-2020



(ପ୍ରେରଣା ଖବର) ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟରେ ଏମ୍‌ଫିଲ୍‌ ଓ ପିଏଚ୍‌ଡି ପାଠ୍ୟକ୍ରମର ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି କାର୍ଯ୍ୟ କରାଯାଉଛି। ଚଳିତ ମାସ ୧୫ ତାରିଖ ସୁଦ୍ଧା ଆଗ୍ରହୀ ଛାତ୍ରଛାତ୍ରୀ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। ୨୧ରେ ଏମ୍‌ଫିଲ ଓ ୨୨ରେ ପିଏଚ୍‌ଡି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ ବୋଲି ପିଜି କାଉନସିଲ୍‌ ଅଧ୍ୟକ୍ଷ ପ୍ରଫେସର ବସନ୍ତ ମଲ୍ଲିକ ସୂଚନା ଦେଇଛନ୍ତି। ନାମଲେଖା ସମ୍ବନ୍ଧରେ ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ।ପିଏଚ୍‌ଡି ଓ ଏମ୍‌ଫିଲ୍‌ ପାଠ୍ୟକ୍ରମକୁ ନେଇ ବିଶ୍ବବିଦ୍ୟାଳୟପକ୍ଷରୁ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ ଛାତ୍ରଛାତ୍ରୀ ଭୋଗ କରୁଥିବା ବିଭିନ୍ନ ସମସ୍ୟା ସମ୍ବନ୍ଧରେ ଆଲୋଚନା କରାଯିବା ସହ ଆଗାମୀଦିନରେ ଯେଭଳି ଏହି ଅସୁବିଧା ଦେଖା ନଦେବ ସେନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି। ପୂର୍ବରୁ ଅସୁବିଧା ଭୋଗୁଥିବା ବିଦ୍ୟାର୍ଥୀଙ୍କର ମଧ୍ୟ ସମସ୍ୟାର ସମାଧାନ କରିବାକୁ ବିଶ୍ବବିଦ୍ୟାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ୨୦୨୦-୨୧ ଶିକ୍ଷାବର୍ଷରେ ଏମ୍‌ଫିଲ୍‌ ଓ ପିଏଚ୍‌ଡି ପାଠ୍ୟକ୍ରମକୁ ଅଧିକ ପ୍ରୋତ୍ସାହିତ କରାଯିବ। ଅନ୍ୟପକ୍ଷରେ ବିଶ୍ବବିଦ୍ୟାଳୟର ହଷ୍ଟେଲକୁ ସଫା କରାଯିବା ସହ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସବୁ ହଷ୍ଟେଲ ପାଇଁ ନୂଆ ଅଧୀକ୍ଷକଙ୍କୁ ଦାୟିତ୍ବ ଦିଆଯିବବୋଲି ଉତ୍କଳ ବିଶ୍ବବିଦ୍ୟାଳୟ ପିଜି କାଉନସିଲ ଅଧ୍ୟକ୍ଷ ପ୍ରଫେସର ମଲ୍ଲିକ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ