-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

 ଏକ ଯୁଦ୍ଧ ମୁକ୍ତ ପୃଥିବୀ ପାଇଁ ଗାନ୍ଧୀ ବିଚାରର ଆବଶ୍ୟକତା ରହିଛି

30-Jan-2023



ଇଲାଙ୍ଗୀର- ଏକ ଯୁଦ୍ଧ ମୁକ୍ତ ପୃଥିବୀ ଏବଂ ଏକ ଶାନ୍ତ ଓ ସ୍ୱଚ୍ଛ ପୃଥିବୀ ପାଇଁ ଗାନ୍ଧୀଙ୍କ ଦର୍ଶନ ହିଁ ଏକମାତ୍ର ପଥ ବୋଲି ଗାନ୍ଧୀଙ୍କ ତିରୋଧାନ ଦିବସରେ ସ୍ଥାନୀୟ ଗାନ୍ଧୀ ଭବନ ସ୍ଥିତ ଗାନ୍ଧୀ ପ୍ରତିମୂର୍ତ୍ତି ଠାରେ ଗାନ୍ଧୀ ସ୍ମୃତି କମିଟୀ ପକ୍ଷରୁ ଅନୁଷ୍ଠିତ ଶ୍ରଦ୍ଧାଞଳୀ ସଭାରେ  ଗାନ୍ଧୀଜୀଙ୍କୁ ଗଭୀର ଶ୍ରଦ୍ଧାଞଳୀ ଅର୍ପଣ କରି ବକ୍ତାମାନେ ମତପ୍ରକାଶ କରିଥିଲେ । ଏହି ଅବସରରେ ସାମ୍ବାଦିକ ଯୁଧିଷ୍ଠିର ମେହେରଙ୍କ ସଂଯୋଜନାରେ ଅନୁଷ୍ଠିତ ଶ୍ରଦ୍ଧାଞଳି ସଭାରେ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଠାରେ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇ ସାମୂହିକ ରାମଧୂନ ଗାନ କରାଯାଇଥିଲା । ଏକ ଅଶାନ୍ତ ପୃଥିବୀରେ ଶାନ୍ତିର ବାର୍ତ୍ତାବହ ଥିଲେ ଗାନ୍ଧୀଜୀ ଏବଂ ଅହିଂସାତ୍ମକ ଆନ୍ଦୋଳନର ଉଦ୍ଭାବକ ଥିଲେ । ସମଗ୍ର ପୃଥିବୀରେ ପୂଜା ପାଉଥିବା ଅନେକ ମହାମନିଷୀ ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ଥିଲେ ବୋଲି ବରିଷ୍ଠ ସୂଚନା ଅଧିକାର କର୍ମି ହେମନ୍ତ ପଣ୍ଡା କହିଥିଲେ । ଡିଜିଟାଲ ଯୁଗରେ ଯୁବ ସମାଜ  ଅନାବଶ୍ୟକ ଭାବେ ଦୀର୍ଘ ସମୟ ଧରି ବ୍ୟବହାର କରୁଥିବା ଇଣ୍ଟରନେଟରୁ ଦୂରେଇ ରହି କିଛି ସମୟ ପାଇଁ ଇଣ୍ଟରନେଟ ଉପବାସ କରିବା ସାମ୍ପ୍ରତିକ ସମାଜରେ ଗାନ୍ଧୀଙ୍କ ପ୍ରତି ଶ୍ରେଷ୍ଠ ସମ୍ମାନ ହେବ ବୋଲି ବରିଷ୍ଠ ସମ୍ବାଦିକ ବୀରେନ୍ଦ୍ର ଝାଙ୍କର ପ୍ରକାଶ କରିଥିଲେ । ଗାନ୍ଧୀଙ୍କ ଜୀବନାଦର୍ଶ ସାମାଜିକ ସହାବସ୍ଥାନ ସହ ବିଶ୍ୱ ଭାତୃତ୍ୱଭାବ ବାର୍ତ୍ତା ବହନ କରେ ବୋଲି ଅନ୍ୟତମ ବରିଷ୍ଠ ସାମ୍ବାଦିକ ପୂର୍ଣ ଚନ୍ଦ୍ର ପଣ୍ଡା ପ୍ରକାଶ କରିଥିଲେ । ଶ୍ରଦ୍ଧାଞଳୀ ସଭା ପ୍ରାରମ୍ଭରେ ସ୍ମୃତି କମିଟୀର ବରିଷ୍ଠ ସଭ୍ୟ ମନୋରଞନ ପୁରୋହିତ ଗାନ୍ଧୀ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ । କବି ଅର୍ଜ୍ଜୁନ ସାହୁ ଗାନ୍ଧୀଙ୍କ ପ୍ରିୟ ଭଜନ ଓ କବିତା ଗାନ କରିଥିଲେ । ପ୍ରାଶାନ୍ତ ମହାକୁର କାର୍ଯ୍ୟକ୍ରକୁ ପରିଚାଳନା କରିଥିଲେ । ରିଡର୍ସ େ‘ାରମର ଅନେକ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ବକ୍ତବ୍ୟ ପ୍ରଦାନ କରିଥିଲେ । ଶେଷରେ ପ୍ରେସକ୍ଲବ ସଭାପତି ଅରୁଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like