-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ : ସମ୍ବଲପୁର ଚାମ୍ପିଅନ

30-Jan-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମ ଠାରେ ୬ଷ୍ଠ ସ୍ପୋର୍ଟିଙ୍ଗ କ୍ଲବ ଆନୁକୁଲ୍ୟରେ ଚାଲିଥିବା  ଦୁଇ ଦିନିଆ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି l ଫାଇନାଲ ଖେଳରେ ଫୁଲବାଣୀକୁ ୨-୦ ଗୋଳରେ ହରାଇ ସମ୍ବଲପୁର ଦଳ ଚମ୍ପିଆନ ହୋଇଛି। ପୁରସ୍କାର ବିତରଣ ଉତ୍ସବରେ ବୀରମହାରାଜପୁର ପଞ୍ଚାୟତ ସମିତି  ଅଧ୍ୟକ୍ଷା ଶାନ୍ତି ଲୁହା  ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ ଏହି କାର୍ଯ୍ୟକ୍ରମରେ ବ୍ଳକ ଉପାଧ୍ୟକ୍ଷ ନାରାୟଣ ଲୁହା, ସ୍ପୋର୍ଟିଙ୍ଗ କ୍ଲବ ର ସଭାପତି ପର୍ଶୁରାମ ଦେହୁରୀ, ସମ୍ପାଦକ ସତ୍ୟ ନାରାୟଣ ମହାକୁର, ହିଲୁଙ୍ଗ ସମିତି ସଭ୍ୟ ଶୈଳ ରଞ୍ଜନ ବାଦୀ, ଚମ୍ପମାଲ ସମିତି ସଭ୍ୟ ଲଷ୍ମୀନାରାୟଣ ପୁରୋହିତ, ସମାଜ ସେବୀ କିଶୋର ହୋତା,ଅଜିତ ନାଏକ,ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ। ସମୁଦାୟ ଆଠ ଗୋଟି ଦଳ ଅଂଶ ଗ୍ରହଣ କରିଥିବା ଉକ୍ତ ଟୁର୍ନାମେଣ୍ଟରେ ପ୍ରଥମ ସେମିଫାଇନାଲରେ ଫୁଲବାଣୀ ଓ ବୀରମହାରାଜପୁର  ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ବୀରମହାରାଜପୁରକୁ ୧-୦ ଗୋଲ ରେ ଫୁଲବାଣୀ ବିଜୟୀ ହୋଇଥିବା ବେଳେ, ଦ୍ଵିତୀୟ ସେମିଫାଇନାଲ ମ୍ୟାଚ ରେ ବୌଦ୍ଧ ସମ୍ବଲପୁର ମଧ୍ୟରେ୨ -୧ ଗୋଲ ରେ ସମ୍ବଲପୁର ବିଜୟୀ ହୋଇଥିଲା ଠିକ ସେହିପରି ଫାଇନାଲ ମ୍ୟାଚ ରେ ସମ୍ବଲପୁର ଓ ଫୁଲବାଣୀ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ସମ୍ବଲପୁର ଦଳ ଫୁଲବାଣୀକୁ ୨-୦ ଗୋଲରେ ପରାସ୍ତ କରି  ବିଜୟୀ ହୋଇ ଚମ୍ପିୟାନ ହୋଇଥିଲେ । ଅଭିମନ୍ୟୁ ବଗର୍ତ୍ତୀ ଓ ନରେଶ କାଣ୍ଡ, ରାଜକୁମାର ବାଦୀ ମ୍ୟାଚ ର ଧରାବିବରଣି ପ୍ରଦାନ କରିଥିବା ବେଳେ,ପ୍ରଶାନ୍ତ ସେଠି, ବିକାଶ ସେଠି, ଚିକୁ ବଡ଼ପଣ୍ଡା,ରାଜେଶ ଥାନାପତି, ଖେଳ ପରିଚାଳନା କରିଥିଲେ l ଉଭୟ ଟିମ ବିଜେତା ଓ ଉପ ବିଜେତା ଙ୍କୁ ଟ୍ରଫି ଓ ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା l ସରପଞ୍ଚ ସଙ୍ଘ ର ସଭାପତି ଶ୍ରୀୟା ମହାକୁର ଓ ବାଗବର ସରପଞ୍ଚ ନିରୁପମା ବଗର୍ତ୍ତୀ ଅତିଥି ଭାବରେ ଯୋଗ ଦେଇଥିଲେ l ସ୍ପୋର୍ଟିଙ୍ଗ କ୍ଲବ ର ସଦସ୍ୟ ଖିରୋଦ, ଅମିତ, ଅରବିନ୍ଦ, ସୁରୁ,ଚନ୍ଦ୍ରମଣୀ, ସୁରୁ, ଅନନ୍ତ, ଅଇଁଠୁ, ସିଦ୍ଧାର୍ଥ,ଲକ୍ଷ୍ମଣ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like