-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ତୃତୀୟ ପର୍ଯ୍ୟାୟ ପଞ୍ଚାୟତିରାଜ ପ୍ରତିନିଧି ମାନଙ୍କ ତ୍ରି- ଦିବସୀୟ ପ୍ରାରମ୍ଭିକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

31-Jan-2023



ନର୍ଲା (ସଞ୍ଜିବ ଦାସ)
ରାଜ୍ୟ ଗ୍ରାମ୍ୟ ଉନ୍ନୟନ ପ୍ରତିଷ୍ଠାନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଓ ଜିଲ୍ଲା ପରିଷଦ କଳାହାଣ୍ଡି ସହାୟତା  ରେ ତଥା ଜିଲ୍ଲା ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ମହାଶକ୍ତି ଫାଉଣ୍ଡେସନ ତରଫରୁ  ମ.ରାମପୁର ବ୍ଲକ ର ମଦନପୁର, ଗୋଛାଦେଙ୍ଗେନ ଓ ଡ. କର୍ଲାଖୁଣ୍ଟା ଗ୍ରାମ ପଞ୍ଚାୟତ ର ସମସ୍ତ ୱାର୍ଡ ମେମ୍ବର ଓ ନାଏବ ସରପଞ୍ଚ ମାନଙ୍କୁ ନେଇ ତ୍ରୀ -ଦିବସୀୟ ପ୍ରାରମ୍ଭିକ ତାଲିମ କାର୍ଯ୍ୟକ୍ରମ କୁ ମଦନପୁର ରାମପୁର ସରପଞ୍ଚ ଶ୍ରୀମତୀ ବୀଣା ପାଣି ସାହୁ ଉଦଘାଟନ  କରିଥିଲେ । ତାଲିମ କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ ଙ୍କ ଅମର ଆତ୍ମା ର ସଦ୍ଗତି ପାଇଁ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ମହାଶକ୍ତି ଫାଉଣ୍ଡେସନ ର କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ସାହୁ ତିନି ଦିନିଆ ତାଲିମ ର ଉଦ୍ଦେଶ୍ୟ ବିଷୟରେ ଆଲୋଚନା କରିଥିବା ବେଳେ  ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ ର  ତାଲିମଦାତା ଶ୍ରୀଯୁକ୍ତ ବିମଳ ବାଗ ଓ  କୀର୍ତ୍ତନ ନାଏକ ଯୋଗ ଦେଇ ତାଲିମ କାର୍ଯ୍ୟକ୍ରମ ରେ ତାଲିମ ପ୍ରଦାନ କରିଛନ୍ତି । ଏହି ତିନି ଦିନିଆ କାର୍ଯ୍ୟକ୍ରମ ରେ ଗ୍ରାମ ପଞ୍ଚାୟତ ରେ ୱାର୍ଡ ମେମ୍ବର ମାନଙ୍କ ଭୂମିକା, ଦାୟିତ୍ଵ, କର୍ତ୍ତବ୍ୟ ଓ ବିଭିନ୍ନ ସରକାରୀ ଯୋଜନା, ପଲ୍ଲୀ ସଭା,  ଗ୍ରାମ ସଭା ଇତ୍ୟାଦି  ବିଷୟରେ ତାଲିମ ପ୍ରଦାନ କରାଯାଇଥିଲା । ତୃତୀୟ ଦିନ ରେ ସରକାର ଙ୍କ ଏକ ସଫଳ କାର୍ଯ୍ୟକ୍ରମ କୁ କ୍ଷେତ୍ର ପରିଦର୍ଶନ ପାଇଁ 5T ସ୍କୁଲ ଦୁର୍ଗା ମାଧବ ସରକାରୀ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରାଜିବବୋଲି ଆୟୋଜକ ଅନୁଷ୍ଠାନ ର ଶ୍ରୀ ସାହୁ ସୂଚନା ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ନୂତନ ଭାବେ ନିର୍ବାଚିତ ହୋଇଥିବା ପଂଚାୟତରାଜ  ପ୍ରତିନିଧି ଙ୍କ ଜ୍ଞାନ ଓ କୌଶଳ ର ବୃଦ୍ଧି ପାଇଁ ସ୍ବତନ୍ତ୍ର ଭାବେ ଧ୍ୟାନ ଦିଆଯାଇଥିଲା । ତ।ଲିମାରଥି ଙ୍କୁ ଦିୟିତ୍ଵ, କର୍ତ୍ତବ୍ୟ ଓ ୱାର୍ଡ ଏବଂ ଗ୍ରାମପଞ୍ଚାୟତ ବିକାଶ ରେ ସେମାନଙ୍କ ଭୂମିକା ବିଷୟ ରେ ସୂଚନା ଦେଇଥିଲେ। ଆୟୋଜକ ଅନୁଷ୍ଠାନର କୋଷାଧ୍ୟକ୍ଷ  ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ସାହୁ ଧନ୍ୟବାଦ ଦେଇଥିବା ବେଳେ ସଂଯୋଜିକା ମମିତା ପୁଝାରୀ , ଉତ୍କଳମଣି ଛତ୍ରିଆ , ଜ୍ୟୋତିଷ ନାଏକ ଓ ବଂଶୀଧର ରଣା କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like