-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ଭରସୂଜା ଠାରେ ଜାତୀୟ ସ୍ତରୀୟ ଚେସ ଟୁର୍ନାମେଣ୍ଟ ପାଇଁ ସାମ୍ବାଦିକ ସମ୍ମିଳନୀ

31-Jan-2023



ଲୋଇସିଂହା/ଆଗଲପୁର (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ଭରସୂଜା କଲ୍ୟାଣ ମଣ୍ଡପଠାରେ ଜାତୀୟ ସ୍ତରୀୟ ଟୁର୍ନାମେଣ୍ଟ ଯୋଗୁଁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l ଉକ୍ତ ଟୁର୍ନାମେଣ୍ଟଟି ସ୍ବର୍ଗତ ଭୂକ୍ତାନନ୍ଦ ପାତ୍ର ଙ୍କ ସ୍ମୃତି ଉଦେଶ୍ୟରେ ଅନୁଷ୍ଠିତ ହେଉଅଛି l  ଆସନ୍ତା ଫେବୃଆରୀ 4 ଓ ୫ ଦୁଇଦିନ ଧରି ଏହି ଚେସ ଟୁର୍ନାମେଣ୍ଟ ଅନୁଷ୍ଠିତ ହେବାସହ ରାଜ୍ୟ ତଥା ଜାତୀୟ ସ୍ତରର ଅନେକ ଖେଳାଳୀ ଟୁର୍ନାମେଣ୍ଟରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l ଏହି ଅବସରରେ ଟୁର୍ନାମେଣ୍ଟର ସଭାପତି ଉମାକାନ୍ତ ପଟେଲ , ସମ୍ପାଦକ କରୁଣାକର ପାତ୍ର , କୋଷାଧ୍ୟକ୍ଷ ଭଜମନ ସାହୁ, କମିଟି, ଗ୍ରାମବାସୀ ତଥା ସ୍ଥାନୀୟ ଅଂଚଳବାସୀ,

ଲୋଇସିଂହା ନିର୍ବାଚନ ମଣ୍ଡଳୀ ତଥା ବଲାଙ୍ଗୀର ଜିଲ୍ଲା ର ସମସ୍ତ ସାମ୍ବାଦିକ ମାନଙ୍କ ସହଯୋଗ ପାଇ ଅନୁରୋଧ କରିଛନ୍ତି l ସାମ୍ବାଦିକ ମାନଙ୍କୁ ଏହାର ପ୍ରଚାରପ୍ରସାର ପାଇଁ ଆଜି ର ଏହି ସମ୍ମିଳନୀକୁ କମିଟି ଉପସ୍ଥିତ ରହିବାକୁ ଅନୁରୋଧ କରିଥିଲେ l ଉକ୍ତ କାର୍ଯ୍ୟକ୍ରମର ଉଦ୍ଘାଟନୀ ଦିନ ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ ଯୋଗଦାନ କରିବାର କାର୍ଯକ୍ରମ ରହିଥିବା ବେଳେ ଉଦଯାପନୀ ଦିନ ନିଖିଲ ଓଡ଼ିଶା ଚେସ ଏସୋସିଏସନ ର ସମ୍ପାଦକ ଇ. ଦେଵବ୍ରତ ଭଟ୍ଟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like