-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶାର ମିଶାଇଲମେନ ନବ ଦାସଙ୍କ ବିୟୋଗରେ ଶୋକସଭା

31-Jan-2023



ବିନିକା(ହିମାଂଶୁ ଶେଖର ପୁଟେଲ)ପଶ୍ଚିମ ଓଡିଶାର ଜଣେ ଦକ୍ଷ ସଂଗଠକ,ଅମାୟକ ବ୍ୟକ୍ତି,ମିଶାଇଲମେନ ତଥା ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ବିଭାଗ ମନ୍ତ୍ରୀ ନବ ଦାସଙ୍କ ଅକାଳ ବିୟୋଗରେ ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ବିନିକା ସ୍ପୋର୍ଟସ କ୍ଲବ ଠାରେ ବିଜୁ ଜନତା ଦଳ ନଗର ସଭାପତି ସୋମନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ଶୋକସଭା ଅନୁଷ୍ଠିତ ହୋଇଥିଲା ଉପସ୍ଥିତ ସମସ୍ତ କର୍ମୀ ତାଙ୍କ ଫଟୋ ଚିତ୍ରରେ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଫୁଲ ଅର୍ପଣ ପରେ ଅମର ଆତ୍ମାର ସଦଗତି ପାଇଁ ୨ମିନିଟ ନୀରବ ପ୍ରାର୍ଥନା କରିଥିଲେ ।ପରେ ବ୍ଲକ ସଭାପତି ଦ୍ବାରିକାନାଥ ସାହୁ,ବରିଷ୍ଟ ବିଜେଡ଼ି ନେତା ରଂଜନ ମିଶ୍ର,ସମିତିସଭ୍ୟ ମାନସ ବେହେରା,ଓକିଲ ସଂଘ ସଭାପତି ସୁଧାଂଶୁ ଶେଖର ଦାଶ,ନଗରପାଳ ସୁବାସ ଚନ୍ଦ୍ର ଭୋଇ,କେଦାର ପଣ୍ଡା,ରବୀନ୍ଦ୍ର ପାତ୍ର,ଜିଲ୍ଲା ପରିଷଦ ସଭ୍ୟ ବଶିଷ୍ଠ ଭରାସାଗର,ହାଡୁ ମେହେର,ଜୟ ପ୍ରକାଶ ପ୍ରଧାନ,ପୀତବାସ ମେହେର,ଦୀନବନ୍ଧୁ ମେହେର,ସନ୍ତୋଷ ସାହୁ ପ୍ରମୁଖ ତାଙ୍କ ଦକ୍ଷତା,ବ୍ୟକ୍ତିତ୍ୱ ଓ ଦଳ ପାଇଁ ଅବଦାନ ଉପରେ ବକ୍ତବ୍ୟ ପ୍ରଦାନ କରି ଓଡ଼ିଶା ତଥା ପଶ୍ଚିମ ଓଡିଶାର ରାଜନୀତି କ୍ଷେତ୍ରରେ ଅପୂରଣୀୟ କ୍ଷତି ବୋଲି କହିଥିଲେ । ସେହିପରି ବାଉଁଶୁଣି କଲେଜ ପରିସରରେ ଅଧ୍ୟକ୍ଷ ବନ ବିହାରୀ ମିଶ୍ରଙ୍କ ସଭାପତିତ୍ବରେ ଅନୁଷ୍ଠିତ ଶୋକସଭାରେ ସମସ୍ତ ଷ୍ଟାଫ ଓ ଛାତ୍ରଛାତ୍ରୀ ଯୋଗଦେଇ ତାଙ୍କର ଶ୍ରୁତି ଚାରଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026

You Might Also Like