-+91-9937148622 |

prerana_bgr@rediffmail.com |

  Monday 4th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   (03-May-2026)       ||      ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ    (03-May-2026)       ||      ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   (03-May-2026)       ||      *ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   (03-May-2026)       ||      ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   (03-May-2026)       ||      ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   (03-May-2026)       ||      *ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   (03-May-2026)       ||      *ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   (03-May-2026)       ||      ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   (03-May-2026)       ||      ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   (03-May-2026)       ||      ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   (03-May-2026)       ||      କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା    (03-May-2026)       ||      ବିଦ୍ୟୁତ୍ ସଂସ୍ସର୍ଶରେ ଯୁବତୀ ମୃତ   (03-May-2026)       ||      ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||     

HOME   ଜିଲ୍ଲା

କୋରାପୁଟ ଜିଲ୍ଲା ସାମ୍ବାଦିକ ସଂଘର ସାଙ୍ଗଠନିକ ବୈଠକ ବନ୍ଧୁମିଳନ

31-Jan-2023



ଜୟପୁର(ପ୍ରଶାନ୍ତ ବିଶୋଇ) : ନାରାୟଣପାଟଣା ବ୍ଲକ ସ୍ଥିତ ମାଁ ଚୈତାଇ କଲ୍ୟାଣ ମଣ୍ଡପ ପରିସରରେ କୋରାପୁଟ ଜିଲ୍ଲା ସାମ୍ବଦିକ ସଂଘ ଏସୟୁଜେ ତରଫରୁ ଏକ ବନ୍ଧୁମିଳନ ଓ ସଂଘ କର୍ମକର୍ତାଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ବିଦ୍ୟାଧର ଚୌଧୁରୀ ଓ କାର୍ଯ୍ୟକାରୀ ସଭାପତି ବବଲୁ ସିଂଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏନୟୁଜେ ଜାତୀୟ ସଂପାଦକ ଅଜୟ କୁମାର ସାହୁ, ମୁଖ୍ୟ ବକ୍ତା ଭାବେ ବରିଷ୍ଠ ସାମ୍ବାଦିକ 

ସି. ଏଚ୍ ସାନ୍ତାକାର, ଏସୟୁଜେ ଉପସଭାପତି କିର୍ତ୍ତୀଚନ୍ଦ୍ର ସାହୁ, ସମ୍ମାନୀତ ଅତିଥି ଭାବେ ନବରଙ୍ଗପୁର ଜିଲ୍ଲାର ରାଜ୍ୟ ସଦସ୍ୟ ବିଭୁ ପ୍ରସାଦ ପଣ୍ଡା, ଜିଲ୍ଲା ସଂଘ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ସତ୍ୟନାରାୟଣ ପଟ୍ଟନାୟକ, ବଲାଙ୍ଗିର ଜିଲ୍ଲାର ବରିଷ୍ଠ ସାମ୍ବାଦିକ ତଥା ଏସ୍ ୟୁ ଜେ ର ରାଜ୍ୟ ଉପସଭାପତି ମହେନ୍ଦ୍ର ଦର୍ଜି ରାଜ୍ୟ ଉପସଭାପତି କଳାହାଣ୍ଡି ଜିଲ୍ଲାର ଦୁସ୍ମନ୍ତ କୁମାର ପଣ୍ଡା, ନବରଙ୍ଗଜିଲ୍ଲା ସଭାପତି ସଦାଶିବ ପ୍ରହରାଜ, ରାୟଗଡା ଜିଲ୍ଲା ସଭାପତି ଶିବ ପ୍ରସାଦ ଗୌଡ ଉପସ୍ଥିତ ଥିଲେ । ପ୍ରାରମ୍ଭରେ ଜିଲ୍ଲା ସାଧାରଣ ସଂପାଦକ ତରୁଣ କୁମାର ମହାପାତ୍ର ନେତୃତ୍ୱରେ କରୋନା ମହାମାରୀରେ ଜିଲ୍ଲାରେ ଆଖି ବୁଜିଥିବା ସ୍ୱର୍ଗତ ପ୍ରଶାନ୍ତ ସାମନ୍ତରାୟ, ଡି. ଶଙ୍କର ରାଓ, ବିଶ୍ୱଜିତ ବିଶ୍ୱାଳ, ତ୍ରୀନାଥ ସାଗରଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଦୁଇମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା । ମୁଖ୍ୟ ବକ୍ତା ସିଏଚ ସାନ୍ତାକାର ସାମ୍ବାଦିକଙ୍କ ମୂଲ୍ୟବୋଧ ସହ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ନାରାୟଣ ପାଟଣା ବ୍ଲକର ପ୍ରତିଭା ମାନଙ୍କୁ ମାନପତ୍ର ସହ ସମ୍ମାନ କରାଯାଇଥିବା ବେଳେ ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୨୩ଜଣଙ୍କୁ ସମ୍ମାନିତ କରାଯାଇଥିଲା । ସଂଘ କିପରି ଆଗକୁ ବଢିବ ଓ ଭାଇଚାରା ବଜାୟ ରହିବ ସେନେଇ ରାଜ୍ୟ ସଭାପତି କୈଲାସ ନାୟକ

ଭିଡିଓ କନଫେରନ୍ସରେ ସୂଚନା ଦେଇଥିଲେ । ଜିଲ୍ଲାର ବିଭିନ୍ନ ବ୍ଲକରୁ ପ୍ରାୟ ଶତାଧିକ ସାମ୍ବାଦିକ ଯୋଗ ଦେଇ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ । ନାରାୟଣା ପାଟଣା ବ୍ଲକର ସଂଗ୍ରାମୀ ସାଥୀ ସାମ୍ବାଦିକ ଏନ. ସନ୍ତୋଷ କୁମାର, ରାଜ କିଶୋର ଜେନା, ଅନୀଲ ସୁବୁଦ୍ଧି, ଗିରିଧର ଖରା ଓ ଦିଲ୍ଲିପ ଦାସ ପ୍ରମୁଖ କାର୍ଯ୍ୟକ୍ରମକୁ ସୂଚାରୁ ରୁପେ ପରିଚାଳନା କରିଥିଲେ । ଶେଷରେ କେ.ଶାୟା ରାଜୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ଶକ୍ତିପ୍ରଦର୍ଶନ♦️ ଆଜି ଠାରୁ ଆରମ୍ଭ ହେଲା ମୋର ଏ ଲଢ଼େଇ, ୧୦ ହଜାରରୁ ଉର୍ଦ୍ଧ କର୍ମୀ ସମିଳନୀ ରେ ଯୋଗଦେଲେ   03-May-2026
  ଜିଲ୍ଲା  
ଖୁସି ସାଂସ୍କୃତିକ ଓ ଗବେଷଣା ଏକାଡେମୀ ତରଫରୁ ଆନ୍ତର୍ଜାତିକ ନୃତ୍ଯ ଦିବସ ପାଳିତ   03-May-2026
  ଜିଲ୍ଲା  
ABVP ପକ୍ଷରୁ ବ୍ଲକ୍ ଟପ୍ପରଙ୍କୁ ଘରେ ଯାଇ ସମ୍ବର୍ଦ୍ଧନା, ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା   03-May-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଦିନ ୧୨ ପରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ଯୋଗୁଁ ଜନଶୂନ୍ୟ ହେଉଛି ବଜାର*   03-May-2026
  ଜିଲ୍ଲା  
ଗୁରୁଗ୍ରାମଠାରେ ଅଷ୍ଟମ ରଜ ମହୋତ୍ସବ ପାଇଁ ବ୍ୟାପକ ପ୍ରସ୍ତୁତି   03-May-2026
  ରାଜ୍ୟ  
ଆଦି ସାମ୍ବାଦିକ ଦେବର୍ଷି ନାରଦଙ୍କ ଜୟନ୍ତୀ ପାଳିତ♦️ ବିଶ୍ୱ କଲ୍ୟାଣ ହିଁ ସାମ୍ବାଦିକତାର ମୂଳମନ୍ତ୍ର   03-May-2026
  ଜିଲ୍ଲା  
*ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ର ଶତ ପ୍ରତିଶତ ସଫଳତା*-   03-May-2026
  ଜିଲ୍ଲା  
*ପ୍ରଭୂ ନୃସିଂହ ଙ୍କ ଜନ୍ମୋତ୍ସବ ମହା ସମାରୋହରେ ପାଳିତ*   03-May-2026
  ରାଜ୍ୟ  
ସମ୍ଭବ କଲେଜ ଠାରେ ଗ୍ରୀଷ୍ମ ଅଧ୍ଯୟନ ଶିବିରର ଶେଷ ଦିବସରେ "ଅନୁଭବ ଅଭିବ୍ୟକ୍ତି ଉତ୍ସବ" ଅନୁଷ୍ଠିତ   03-May-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଯୁବ କଂଗ୍ରେସ ସଭାପତି ଭାବେ ଅଙ୍କିତ ସାହୁ ନିଯୁକ୍ତ   03-May-2026
  ଜିଲ୍ଲା  
ଅତାବିରାରେ ସାମ୍ବାଦିକ ମାନଙ୍କଦ୍ୱାରା ଦେବର୍ଷି ନାରଦଙ୍କ ଜୟନ୍ତୀ   03-May-2026
  ଜିଲ୍ଲା  
କଟକଗୋପାଳପୁର-ବାଲିକୁଦା ଓଭରବ୍ରିଜ୍‌ ଏବେ ଯାତ୍ରୀଙ୍କ ମରଣ ଯନ୍ତା। ଯାତ୍ରୀଙ୍କୁ ଭଗବାନ ଭରଷା   03-May-2026

You Might Also Like