-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ରାଜ୍ୟ

ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଅଭିଯୁକ୍ତ ଗୋପାଳ ଦାସ ଜେଲ୍ ଗଲେ

31-Jan-2023



ଝାରସୁଗୁଡା(ପ୍ରେରଣା ଖବର) ଜେଲ ଗଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାର ଅଭିଯୁକ୍ତ ଗୋପାଳ ଦାସ। ଏଏସଆଇ ଚାକିରିରୁ ସୋମବାର ବରଖାସ୍ତ ହେବା ସହ ସେ ହତ୍ୟା କରିଥିବା କ୍ରାଇମବ୍ରାଞ୍ଚ ଟିମ୍ ଆଗରେ କହିଥିବା ସୂଚନା ରହିଛି। ସୋମବାର ଗିରଫ କରାଯିବା ପରେ ଗୋପାଳଙ୍କୁ ଝାରସୁଗୁଡା ଜେଏମଏଫସିଙ୍କ ଆବାସିକ କାର୍ଯ୍ୟାଳୟରେ ହାଜର କରାଯାଇଥିଲା। ପରେ ଗୋପାଳଙ୍କୁ ବିଚାର ବିଭାଗୀୟ ହାଜତକୁ କୋର୍ଟ ପଠାଇ ଦେଇଛନ୍ତି। ଗୋପାଳଙ୍କୁ ୭ ଦିନିଆ ରିମାଣ୍ଡରେ ଆଣିବାକୁ କ୍ରାଇମବ୍ରାଞ୍ଚ ଯୋଜନା କରିଛି।


ଏହି ଘଟଣାରେ କ୍ରାଇମବ୍ରାଞ୍ଚ ଟିମ୍ ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛନ୍ତି। ଏଡିଜି ଅରୁଣ ବୋଥ୍ରା ଘଟଣାସ୍ଥଳକୁ ନିଜ ଟିମ୍ ଆସି ବିଭିନ୍ନ ଦିଗରୁ ତଦନ୍ତ କରିଛନ୍ତି। କ୍ରାଇମବ୍ରାଞ୍ଚ ଟିମ୍ ଅଭିଯୁକ୍ତଙ୍କ ମୋବାଇଲ, 9 ଏମଏମ ପିସ୍ତଲ ଜବତ କରିବା ସହିତ ତାଙ୍କର ହ୍ୟାଣ୍ଡ ସ୍ବାବ ନେଇଛି। ସେହିପରି ମନ୍ତ୍ରୀ ପିନ୍ଧିଥିବା ପ୍ଯାଣ୍ଟ ସାର୍ଟକୁ ଜବତ କରିଛି ତଦନ୍ତକାରୀ ଟିମ୍।


ତଦନ୍ତକାରୀ ଟିମ୍ ଘଟଣାସ୍ଥଳକୁ ଆସି କିଛି ପ୍ରତ୍ୟକ୍ଷଦର୍ଶୀଙ୍କୁ ପଚରାଉଚରା କରିଥିବା ସୂଚନା ରହିଛି। ଏବେ ପୋଲିସ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ମନ୍ତ୍ରୀଙ୍କର ହୋଇଥିବା ଶବ ବ୍ୟବଚ୍ଛେଦ ରିପୋର୍ଟକୁ ଅପେକ୍ଷା କରିଥିବା ବେଳେ ବନ୍ଧୁକ ଏବଂ ରକ୍ତ ଭିଜା ସାର୍ଟର ଫରେନସିକ ରିପୋର୍ଟକୁ ଅପେକ୍ଷା କରିଛି। ସେହିପରି ମୋବାଇଲ କଲ୍ ରେକର୍ଡରୁ ଅନେକ କିଛି ତଥ୍ଯ ପଦାକୁ ଆସିବ ବୋଲି ସୂଚନା ରହିଛି।

ଏଡିଜି ଅରୁଣ ବୋଥ୍ରା କହିଛନ୍ତି, ସାଇଣ୍ଟିଫିକାଲି ତଦନ୍ତ ହେଉଛି। ପ୍ରତ୍ୟଶ୍ରଦର୍ଶୀଙ୍କୁ ପଚରାଉଚରା କରିବା ସହିତ ସମସ୍ତ ପ୍ରକାର ପ୍ରମାଣ ସଂଗ୍ରହ କରାଯାଉଛି। ଅଭିଯୁକ୍ତ ଗୁଳି ମାରିଥିବା କଥା ସ୍ୱୀକାର କରିଛି। କୋର୍ଟକୁ ରିମାଣ୍ଡରେ ନେବାକୁ ଅନୁମତି ମଗାଯିବ। ଏହି ସମୟରେ ଜେରା ବେଳେ ଅନେକ କିଛି ପ୍ରମାଣ ହସ୍ତଗତ ହେବ। ତଦନ୍ତକାରୀ ଟିମରେ ସାଇବର ଏକ୍ସପର୍ଟ, ବାଲାଷ୍ଟିକ ଏକ୍ସପର୍ଟ, ଫରେନସିକ୍ ଏକ୍ସପର୍ଟଙ୍କୁ ନେଇ ଗଠିତ ଏକ ବଡ ଟିମ୍ ରହିଛନ୍ତି। ଦୋଷୀ ଏହି ହତ୍ୟା ମାମଲାରେ କଠୋର ଦଣ୍ଡ ପାଇବ ବୋ୍ଲି ବୋଥ୍ରା କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like