-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ବରିଷ୍ଠ ଆଇନଜୀବୀ ଶଶିଭୂଷଣ ପୁରୋହିତ ପତ୍ନୀ ଧର୍ମପ୍ରାଣ ଅଞ୍ଜଳି ପୁରୋହିତଙ୍କ ଅକାଳ ବିୟୋଗ 

02-Feb-2023



ବଲାଙ୍ଗିର: : ଧର୍ମପ୍ରାଣ ମହିୟସୀ ମହିଳା ଦିବ୍ୟ ଜୀବନ ସଂଘ ର ସକ୍ରିୟ ସଦସ୍ୟl ଗୁୁରୁଭଉଣୀ ଅଞ୍ଜଳି ପୁରୋହିତଙ୍କ ଆଜି ୬୦ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି I ଗତ ଅକ୍ଟୋବର ୧୨.୨୦୨୩ ରେ ତାଙ୍କର କର୍କଟ ରୋଗର ଚିହ୍ନଟ ପରେ ତାଙ୍କର ଟାଟା ମେମୋରିଆଲ କ୍ୟାନସର ଇନଷ୍ଟିଚୁଟ ରେ ଚିକିତ୍ସା ଚାଲିଥିଲା I ଗତକାଲି ବମ୍ବେରୁ ଫେରୁଥିବା ସମୟରେ ନାଗପୁରଠାରେ ପରଲୋକ ହୋଇଯାଇଛି। ଆଜି ରାତି 9 ଘଣ୍ଟା ସୁଦ୍ଧା ବଲାଙ୍ଗିର ରେ ତାଙ୍କର ମର ଶରୀର ପହଁଞ୍ଚିବା ଆନୁମାନିକ ଜଣା ପଡିଚି I ତାଙ୍କର ସ୍ୱାମୀ ବଲାଙ୍ଗିର ର ବରିଷ୍ଠ ଆଇନଜୀବୀ ଦିବ୍ୟ ଜୀବନ ସଂଘ ପୂର୍ବତନ ସଭାପତି ବଲାଙ୍ଗିର କଦମ୍ ପଡା ସରସ୍ଵତୀ ଶିଶୁମନ୍ଦିର ପରିଚାଳନା କମିଟିର ସଭାପତି, ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ ଓଡିଶା ପଶ୍ଚିମ ପ୍ରାନ୍ତ ସଭାପତି ଶଶୀଭୂଷଣ ପୁରୋହିତ ତାଙ୍କୁ ନେଇ ଆସୁଛନ୍ତି I ତାଙ୍କର ଦୁଇଟି ଝିଅ ଅଛନ୍ତି I ତାଙ୍କର ବିୟୋଗରେ ଏଠାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଅମର ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରାଯାଇଛି। ଦିବ୍ୟ ଜୀବନ ସଂଘ , ବଲାଙ୍ଗିର ଅଖିଳ ଭାରତୀୟ ଗ୍ରାହକ ପଞ୍ଚାୟତ, ସରସ୍ଵତୀ ଶିଶୁମନ୍ଦିର ପକ୍ଷରୁ ଶୋକ ପ୍ରକାଶ କରାଯାଇଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like