-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ଉତ୍ତମ ଶିକ୍ଷକ ଭାବରେ ଚାଣ୍ଡାଳ ମିଶ୍ର ସମ୍ବର୍ଦ୍ଧିତ

31-Jan-2023



ସଇଁନ୍ତଲା(ପ୍ରେରଣା ଖବର) ସଇଁନ୍ତଲା ସ୍ଥିତ ରମେଶ ଚନ୍ଦ୍ର ସିଂଭୋଇ ଷ୍ଟଡିୟମରେ ବ୍ଲକ ପ୍ରଶାସନ ତରଫରୁ ସାଧାରଣତନ୍ତ୍ର ଦିବସ ପାଳିତ ଅବସରରେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ରଙ୍କୁ ଜଣେ ଉତ୍ତମ ଶିକ୍ଷକ ଭାବରେ ସମ୍ବର୍ଦ୍ଧିତ କରାଯାଇଛି । ସଇଁନ୍ତଲା ବ୍ଲକର ବିଡିଓ ଚନ୍ଦ୍ରମଣି ନାଗ ଉପଢୈାକନ ତଥା ମାନପତ୍ର ଦେଇ ଶ୍ରୀ ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଶିକ୍ଷକ ସେବାକୁ ବୃତ୍ତି ନ ଭାବି ନିଶା ଭାବରେ ଗ୍ରହଣ କରୁଥିବା ଶ୍ରୀ ମିଶ୍ର ଦିର୍ଘ ୩୧ ବର୍ଷ ଧରି ଘୁନସର ଉଚ୍ଚ ବିଦ୍ୟାଳୟ, ସଇଁନ୍ତଲା ନୋଡାଲ ବିଦ୍ୟାଳୟରେ ଶିକ୍ଷକତା କାର୍ଯ୍ୟ କରିଛନ୍ତି । ସେ ଦେଓଗାଁ ବ୍ଲକ ଅନ୍ତର୍ଗତ ଅନ୍ତର୍ଲା ଗ୍ରାମର ସ୍ୱର୍ଗତ ଦୁର୍ଗା ମାଧବ ମିଶ୍ର ଓ ଜନକ ମିଶ୍ରଙ୍କର ସୁପୁତ୍ର ଅଟନ୍ତି । ସେହି ସମୟରେ ଏମ୍‌ଏସି ବିଇଡି ଯୋଗ୍ୟତା ଥାଇ ମଧ୍ୟ ଅନ୍ୟ ଚାକିରିକୁ ନ ଯାଇ ଶିକ୍ଷକତା ବୃତ୍ତିକୁ ଆପଣେଇ ଥିଲେ । ଶିକ୍ଷାଦାନ ସହିତ ବୃକ୍ଷରୋପଣ, ସଡକ ସୁରକ୍ଷା ଓ ସମାଜସେବା କାର୍ଯ୍ୟକୁ ଭଲ ପାଉଥିବା ବ୍ୟକ୍ତି ଅଟନ୍ତି । ତାଙ୍କର ସମ୍ବର୍ଦ୍ଧିତକୁ ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରା, ବ୍ଲକ ଶିକ୍ଷା ଅଧିକାରୀ ଗୋବର୍ଦ୍ଧନ ଭୋଇ, ପ୍ରଶାସନିକ ଅଧିକାରୀ ଦୋଳ ଗୋବିନ୍ଦ ବେହେରା, ଦେଓଗାଁ ବ୍ଲକ ତହସିଲଦାର ଯୁଗଳ ବିଶ୍ୱାଲ, ଡିଏସଏସ୍ ରାଜେଶ ମିଶ୍ର, ବଲାଙ୍ଗିର ଜୁନିୟର ରେଡକ୍ରସ ଅଫିସର ସୁବାଷ ପଟେଲ, ସୋନପୁର ଜୁନିୟର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ ତଥା ବିଭିନ୍ନ ଶିକ୍ଷକ ଓ ବୁଦ୍ଧିଜିବିମାନେ ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like