-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବିପ୍ଳବୀ ନେତ୍ରୀ ଗୁରୁବାରୀ ମେହେରଙ୍କ ସହିଦ ଦିବସ ପାଳିତ

01-Feb-2023



ବିନିକା(ହିମାଂଶୁ ଶେଖର ପୁଟେଲ)ପଶ୍ଚିମ ଓଡ଼ିଶାର ପ୍ରଥମ ତଥା ବିନିକା ମାଟିର ବିପ୍ଳବୀ ନେତ୍ରୀ ଗୁରୁବାରୀ ମେହେରଙ୍କ ସହିଦ ଦିବସ ପାଳିତ ହୋଇଯାଇଛି । ପ୍ରଜାମଣ୍ଡଳ ଆନ୍ଦୋଳନର ନେତୃତ୍ଵ ନେଇ ପୋଲିସର ବ୍ୟାନେଟ ମାଡ଼ରେ ସେ ସହିଦ ହୋଇଥିଲେ ।ଅଞ୍ଚଳର ପ୍ରଜାଙ୍କ ପାଇଁ ବଳିଦାନ ଦେଇଥିବା ଏହି ନିର୍ଭୀକ ଦକ୍ଷତା ସମ୍ପନ୍ନ ନାରୀ ନେତ୍ରୀଙ୍କୁ ମନେ ପକାଇବା ଉଦ୍ଦେଶ୍ୟ ନେଇ ବିଗତ ୫ବର୍ଷ ହେଲା ସହିଦ ଦିବସ

ପାଳିତ ହୋଇଆସୁଛି। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ସିଦ୍ଧାର୍ଥ ଡିଗ୍ରୀ କଲେଜ ଠାରେ ଆୟୋଜିତ ଦିବସରେ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର ନାୟକ,ଅଧ୍ୟାପକ ଗୋପାଳ କୃଷ୍ଣ ଦାଶ,ମନୋରଞ୍ଜନ ପ୍ରଧାନ,ସାମାଜିକ କର୍ମୀ ସୃଜନ କୁମାର ପଣ୍ଡା ପ୍ରମୁଖ ଯୋଗଦେଇ ସ୍ବାଧିନତା ପାଇଁ ବଳିଦାନ ଦେଇଥିବା ସଂଗ୍ରାମୀ ନେତ୍ରୀଙ୍କୁ ମନେ ପକାଇବା ସହିତ ଆମ ଅଞ୍ଚଳର ସହିଦ ଗୁରୁବାରୀ ଆଗାମୀ ଦିନରେ ଅଞ୍ଚଳବାସୀଙ୍କ ଅବଗତ ହେବେ ସେଥିପାଇଁ ପଦକ୍ଷେପ ନେବା ଜରୁରୀ ବୋଲି ମତ ପ୍ରକାଶ ପାଇଥିଲା ।ଏହି ଅବସରରେ ପାଟଣାଗଡ଼ର ଚିତ୍ରଶିଳ୍ପୀ ଅନ୍ତର୍ୟାମୀ ମେହେର ଆଙ୍କିଥିବା ଗୁରୁବାରୀଙ୍କ କାଳ୍ପନିକ ଫଟୋଚିତ୍ର କୁ ପ୍ରଦର୍ଶିତ କରାଯାଇଥିଲା ।ସେହିପରି ସ୍ଥାନୀୟ ବିନିକା ସ୍ପୋର୍ଟସ କ୍ଲବ ଠାରେ ସାମାଜିକ କର୍ମୀ ସୃଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ସହିଦ ଦିବସରେ ଏନଏସି ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ଭୋଇ,ବିଜେଡ଼ି ନଗର ସଭାପତି ସୋମନାଥ ମିଶ୍ର,ବ୍ଲକ ସଭାପତି ଦ୍ବାରିକାନାଥ ସାହୁ,ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା,ଦୀନବନ୍ଧୁ ମେହେର ପ୍ରମୁଖଙ୍କ ସମେତ ଅଞ୍ଚଳର ସଚେତନ ନାଗରିକ ଯୋଗଦେଇ ଲୋକ ମୁଖରୁ  ଶୁଣିଥିବା ଗୁରୁବାରୀଙ୍କ ଅବଦାନ ଉପରେ କହିଥିଲେ । ପ୍ରକାଶ ଥାଉକି

ଯେ ବ୍ରିଟିଶ ଅମଳରେ ରାଜା ରାଜୁଡ଼ା ଶାସନ ଚାଲିଥିଲା ।ମନମୁଖୀ ଭାବରେ ସାଧାରଣ ଲୋକଙ୍କ ଠୁଁ କର ଆଦାୟ କରାଯାଉଥିଲା ଯାହା ଫଳରେ ଲୋକେ କର ପୈଠ କରି ଶୋଷଣର ଶିକାର ହେଉଥିଲେ ।ପ୍ରତିବାଦ ପାଇଁ ପ୍ରଜା ମେଳି ଗଠନ ହେଲା ।ପ୍ରଜାମଣ୍ଡଳର ନେତୃତ୍ୱ ନେଲେ ଗୁରୁବାରୀ ମେହେର ।୧୯୪୭ମସିହାରେ ଆନ୍ଦୋଳନ ଜୋର ଧରିଲା ଶେଷରେ ବ୍ରିଟିଶ ପୋଲିସର ବ୍ୟାନେଟ ମାଡ଼ରେ ସେହି ବର୍ଷ ଜାନୁଆରୀ ୩୦ତାରିଖରେ ଗୁରୁବାରୀ ସହିଦ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like