-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||      ନିର୍ଦ୍ଧାରିତ ଦର ଠାରୁ ଅଧିକ ପାର୍କିଂ ଦେୟ ନେଉଥିବା ଅଭିଯୋଗ ପରେ ବରପାଲି ରେଳ ପାର୍କିଂ ଠିକାଦାର କ୍ଷମା ପ୍ରାର୍ଥନା କଲେ    (04-Jul-2026)       ||      ଖରସ୍ରୋତା ମହାବିଦ୍ୟାଳୟରେ ‘ଭାରତୀୟ ଜ୍ଞାନ ପରମ୍ପରାରେ ପରିବେଶ ବିଜ୍ଞାନ’ ଉପରେ ରାଜ୍ୟସ୍ତରୀୟ ଆଲୋଚନାଚକ୍ର   (04-Jul-2026)       ||      ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||     

HOME   ଅପରାଧ

ସରକାରୀ ଜମିରୁ ଗଛକଟାକୁ ବିରୋଧ କରିବାରୁ ଆକ୍ରମଣ, ଓ୍ୱାର୍ଡ ମେମ୍ବରଙ୍କ ସ୍ୱାମୀ ଗୁରୁତର

05-Dec-2020



(ପ୍ରେରଣା ଖବର) ଆନନ୍ଦପୁର ୦୫।୧୨: ସରକାରୀ ଜମିରେ ଗଛ କଟାକୁ ବିରୋଧ କରିବାରୁ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଓ୍ୱାର୍ଡ ମେମ୍ବରଙ୍କ ସ୍ୱାମୀ ଗୁରୁତର ଭାବେ ଆହତ ହୋଇଛନ୍ତି । ତାଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା  ପଞ୍ଚଗୋଛିଆ ଗାଁରେ ଘଟିଛି ଘଟଣା ।ଖବର ଅନୁଯାୟୀ, ପଞ୍ଚଗୋଛିଆ ଗାଁ ୧୫ ନଂ ଓ୍ୱାର୍ଡ ମେମ୍ବର ଆରତୀୟ ନାୟକଙ୍କ ସ୍ୱାମୀ ଉତ୍ତମ ନାୟକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ସେ ଗୁରୁତର ଅବସ୍ତାରେ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଆଜି ଉତ୍ତମଙ୍କ ଘର ନିକଟରେ ପଞ୍ଚଗୋଛିଆ ଜିଆରଏସ୍‌ ରାଜୀବ କୁମା ଦାସ , ଗାଁର ସୁଧାଂଶୁ କୁମାର ନାୟକ, ରାକେଶ ନାୟକଙ୍କ ସମେତ ୪ ରୁ ୫ଜଣ ତାଙ୍କୁ ଆକ୍ରମଣ କରିଥିଲେ । ଏନେଇ ପୋଲିସ ଥାନାରେ ଅଭିଯୋଗ ହୋଇଛି ।  ଗାଁରେ ଥିବା ଏକ ସରକାରୀ ଜମିରେ ଖେଳ ପଡିଆ ହେବାକୁ ଥିବା କହି ଜିଆରଏସ୍‌ କିଛି ଲୋକଙ୍କୁ ଧରି ସଂପୃକ୍ତ ଜମିରୁ ଅନେକ ମୁଲ୍ୟବାନ ଗଛ କାଟିଥିଲେ । ଏନେଇ ବିବାଦ ହୋଇଥିଲା । ତେବେ ପୋଲିସ ନିକଟରେ ଅଭିଯୋଗ ପରେ ଛାନ୍‌ଭିନ୍‌ ଆରମ୍ଭ ହୋଇଛି । ଗଛକଟାକୁ ନେଇ ବନବିଭାଗ ଓ ପୋଲିସର ଦୃଷ୍ଟି ଆକର୍ଷଣ କରିବାରୁ ଏପରି ଆକ୍ରମଣ ହୋଇଛି ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   05-Jul-2026
  ଜିଲ୍ଲା  
*ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   05-Jul-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   05-Jul-2026
  ରାଜ୍ୟ  
ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   05-Jul-2026
  ଜିଲ୍ଲା  
ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ଜିଲ୍ଲା  
କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   04-Jul-2026
  ମହାନଗର  
ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   04-Jul-2026
  ଜିଲ୍ଲା  
କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   04-Jul-2026

You Might Also Like