-+91-9937148622 |
prerana_bgr@rediffmail.com |
Sunday 3rd May 2026 |
R.N.I. Regd No. ODIODI/2010/46693
Breaking News
01-Feb-2023
ବଲାଙ୍ଗିର ( ପ୍ରେରଣା ଖବର) ଫେବ୍ରୁଆରି ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ କୋଶଳ କଳା ମଣ୍ଡଳ ପଡିଆରେ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲା ସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉପଲକ୍ଷେ ପ୍ରଚାର ରଥ କୁ ଆଜି କୋଶଳ କଳା ମଣ୍ଡଳ ପଡିଆ ରୁ ଜିଲ୍ଲାପାଳ ଚଞ୍ଚଳ ରାଣା ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ।