-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ସହରର ମନ୍ଦିର ଗୁଡିକ ସହିତ ବୁଦ୍ଧ କୀର୍ତ୍ତିରାଜୀ ବିକାଶ ପାଇଁ ସମୀକ୍ଷା କଲେ ଜିଲ୍ଲାପାଳ

01-Feb-2023



ବୌଦ୍ଧ ( ହୃଦାନନ୍ଦ ମେହେର )- ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ମନ୍ଦିର ପରିଚାଳନା କମିଟି ର କାର୍ଯ୍ୟକର୍ତ୍ତା ମାନଙ୍କ ସହିତ ମନ୍ଦିରର ସ୍ଥିତlବସ୍ଥା ସମ୍ପର୍କରେ ମତାମତ ନେଇଥିଲେ l ଜିଲ୍ଲାପାଳ ସତ୍ୟରଞ୍ଜନ ସାହୁ ସମୀକ୍ଷା କରିବା ପରେ ବିଭିନ୍ନ ପ୍ରସ୍ତାବ ରଖିଥିଲେ l ସମସ୍ତ ମନ୍ଦିରର ନିର୍ମାଣ କାର୍ଯ୍ୟ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ l ଆସନ୍ତା 15 ଦିନ ଭିତରେ ନୂତନ ପରିଚାଳନା କମିଟି ଗଠନ କରିବା ସହିତ ପ୍ରତ୍ୟେକ ମନ୍ଦିରର ସୌନ୍ଦର୍ଯ୍ୟ କରଣ ଓ ବିକାଶ ପାଇଁ ମତାମତ ରଖି ଏକ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବା ପାଇଁ ପ୍ରକାଶ କରିଥିଲେ ଲ ସମସ୍ତ ମନ୍ଦିରର ଭିତର ଓ ବାହାର ପରିବେଶକୁ ସ୍ୱଚ୍ଛ ରଖିବାକୁ ପ୍ରସ୍ତାବ ଦେଇଥିଲେ l ଶ୍ରୀଚନ୍ଦ୍ରଚୂଡ଼ ମନ୍ଦିର ଓ ହନୁମାନ ମନ୍ଦିର ପରିସରକୁ ମଳମୁକ୍ତ ରଖିବାକୁ ଏବଂ ଏହାର ଅବମାନନା କଲେ ଫାଇନ ଆଦାୟ କରିବାକୁ ଏନ. ଏ. ସି. କୁ ଦାୟିତ୍ୱ ପ୍ରଦାନ କରାଯାଇଛି l  ବୌଦ୍ଧ ଜିଲ୍ଲାରେ ଶହ ଶହ ଐତିହାସିକ ପୁରାତନ ମନ୍ଦିର ରହିଅଛି l ସେଥି ମଧ୍ୟରୁ ରାଜ୍ୟ ସରକାରଙ୍କ ଦେବୋତ୍ତର ଅଧୀନରେ ମାତ୍ର ତେର ଗୋଟି ମନ୍ଦିର ରହିଥିବା ବେଳେ ଭାରତ ସରକାରଙ୍କ ପ୍ରତ୍ନତତ୍ତ୍ୱ ବିଭାଗ ଅଧୀନରେ ରାମେଶ୍ୱର ଓ ଚାରିଶମ୍ଭୁ ମନ୍ଦିର ରହିଛି l ଅନ୍ୟାନ୍ୟ ମନ୍ଦିର ଗୁଡିକ ପରିଚାଳନା କମିଟି ଓ ପୂଜକମାନଙ୍କ ଅଧୀନରେ ରହିଛି l ରକ୍ଷଣା ବେକ୍ଷଣ ଓ ମନ୍ଦିର ଗୁଡିକର ଦୈନନ୍ଦିନ ନୀତିକାନ୍ତି ଠିକ ଭାବେ ଚାଲୁ ନ ଥିବାରୁ ଦୁଃଖ ପ୍ରକାଶ କରିଥିଲେ l ବୌଦ୍ଧ ଜିଲ୍ଲା ବ୍ରାହ୍ମଣ ସମାଜ ତରଫରୁ ସମ୍ପାଦକ ଦେବାଶିଷ ପୁରୋହିତ ଜିଲ୍ଲାର ମନ୍ଦିର ଓ ମଠ ଗୁଡିକର ସାର୍ବଜନୀନ ନୀତିକାନ୍ତି ନିମନ୍ତେ ଏକ ଲିଖିତ ପ୍ରସ୍ତାବ ପ୍ରଦାନ କରାଯାଇଛି l ପ୍ରତ୍ୟେକ ମନ୍ଦିର ର ସଭ୍ୟ ତାଲିକା ପ୍ରସ୍ତୁତି ପାଇଁ ଗୁରୁତ୍ୱ ଦେବାକୁ କହିଥିଲେ l ବୌଦ୍ଧ ସହରର ସାତ ଗୋଟି ମନ୍ଦିର ଶ୍ରୀଜଗନ୍ନାଥ, ଶ୍ରୀରଘୁନାଥ, ଶ୍ରୀଚନ୍ଦ୍ରଚୂଡ଼ ମହାଦେବ , ଶ୍ରୀମାତଙ୍ଗେଶ୍ୱର, ଶ୍ରୀହନୁମାନଜୀଉ , ମାଭୈରବୀ ଠାକୁରାଣୀ , ଶ୍ରୀରାମେଶ୍ୱର ମହାଦେବ ସମେତ ପର୍ଗଳପୁର ଓ ଶ୍ୟାମସୁନ୍ଦରପୁର ର ବୁଦ୍ଧ କୀର୍ତ୍ତିରାଜୀ ପରିଚାଳନା କମିଟି ଉନ୍ନୟନ କମିଟି ର କାର୍ଯ୍ୟକର୍ତ୍ତାମାନେ ଯୋଗଦାନ କରିଥିଲେ l ଏହି ବୈଠକ ରେ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା, ଦେବୋତ୍ତର ଅଧିକାରୀ ରବୀନ୍ଦ୍ର ନାଥ କହଁର, ଏନ. ଏ. ସି. ନିର୍ବାହୀ ଅଧିକାରୀ ମନୋରଞ୍ଜନ ପଣ୍ଡା , ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂ, ରାମଗଡ଼ ଓ ସlମ୍ପୋଚ ସରପଞ୍ଚ ଯୋଗଦାନ କରିଥିଲେ l ଶେଷରେ ସମସ୍ତଙ୍କର ସାହାଯ୍ୟ ଓ ସହଯୋଗ ମିଳିଲେ ଆଧ୍ୟାତ୍ମିକ ପରିବେଶ ବୃଦ୍ଧି ପାଇବ ବୋଲି ଜିଲ୍ଲାପାଳ ମତ ପ୍ରକାଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like