-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ଉଦ୍ଭିଦ ବିଜ୍ଞାନ ବିଭାଗ ତରଫରୁ ସ୍ଵାଗତ ଓ ଆଲୋଚନା ଚକ୍ର l

01-Feb-2023



 

ବୌଦ୍ଧ( ହୃଦାନନ୍ଦ ମେହେର )- ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ତରଫରୁ ଆଜି ନୂତନ ଛାତ୍ର ଛାତ୍ରୀ ମାନଙ୍କୁ ସ୍ଵାଗତ କରାଯିବା ସହ" ଜଙ୍ଗଲ ସୁରକ୍ଷା ଓ ପରିଚାଳନା" ବିଷୟ  ଉପରେ  ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି l  ପ୍ରଥମରେ  ନୂତନ ଛାତ୍ର, ଛାତ୍ରୀ ଙ୍କୁ ଫୁଲ ଚନ୍ଦନ ଲଗାଇ ଶେଷ ବର୍ଷ  ଛାତ୍ରୀ ମାନେ ସ୍ଵାଗତ କରିଥିଲେ ଏବଂ ପରିଚୟ ପର୍ବ  କରାଯାଇଥିଲା l ତାପରେ ଅନୁଷ୍ଠିତ ଆଲୋଚନାଚକ୍ରରେ ମୁଖ୍ୟ ଅତିଥି ତଥା ଆଲୋଚକ ଭାବରେ ବୌଦ୍ଧ ବନ ଖଣ୍ଡ ଅଧିକାରୀ ସତ୍ୟ ପ୍ରିୟ କlମ୍ପ  ଯୋଗଦେଇ ଜଙ୍ଗଲ ସୁରକ୍ଷା ଓ ତାର ପରିଚାଳନା ଉପରେ  ପାୱାର ପଏଣ୍ଟ ମାଧ୍ୟମରେ ବହୁ ତଥ୍ଯ ପ୍ରଦାନ କରିବା ସହ ବିସ୍ତ୍ରୁତ ଭାବରେ ଆଲୋଚନା କରିଥିଲେ l ବୌଦ୍ଧ ର ଜଙ୍ଗଲ ସୁରକ୍ଷା ରେ ଉଦ୍ଭିଦ ବିଜ୍ଞାନ ଛାତ୍ର ମାନଙ୍କର ସହଯୋଗ କାମନା କରିଥିଲେ l ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ବେହେରାଙ୍କ ସଭାପତିତ୍ଵ ରେ ଅୟୋଜିତ ଏହି ସଭାରେ ଉଦ୍ଭିଦ ବିଜ୍ଞାନ ବିଭାଗର ମୁଖ୍ୟ ଅଧ୍ୟାପକ ଡଃ ପ୍ରବିର କୁମାର ଦାସ ସ୍ଵାଗତ ଭାଷଣ ପ୍ରଦାନ କରିବା ସହ "ଜଙ୍ଗଲ ଆମ ଜୀବନ" ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ l ମହାବିଦ୍ୟାଳୟ ପରିସରରେ ସ୍ରୁଷ୍ଟି କରାଯାଇଥିବା ଛୋଟ ଜଙ୍ଗଲ  ଏବଂ ଔଷଧ ଉଦ୍ୟାନ ଉପରେ ବିବରଣୀ ପ୍ରଦାନ କରିଥିଲେ l ଅଧ୍ୟାପିକା ଗୀତାଞ୍ଜଳି ମହାପାତ୍ର,  ରୋଶନ ମହାପାତ୍ର, ଶାନ୍ତନୁ ପଢ଼ିହାରୀ ଏଥିରେ ଯୋଗଦେଇ ନବାଗତ ମାନଙ୍କୁ ଶୁଭେଚ୍ଛା ପ୍ରଦାନ କରିଥିଲେ l ଛାତ୍ର ଛାତ୍ରୀ ମାନେ  ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ l ଶ୍ରେଷ୍ଠ ନବାଗତ ଛାତ୍ର ଭାବରେ   ଏବଂ ଶ୍ରେଷ୍ଠ ନବାଗତ ଛାତ୍ରୀ ଭାବରେ  ପ୍ରଜ୍ଞା ପ୍ରଯୋଜିତl ମିଶ୍ର ଙ୍କୁ ପୁରସ୍କୃତ କରାଯାଇଥିଲା l ଅଧ୍ୟାପିକା ଅମ୍ରିତା ମହାପାତ୍ର  ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ଡେମୋନଷ୍ଟ୍ରେtar ମୋନାଲିସା ଆତ୍ମଦର୍ଶିନୀ , ଛାତ୍ର ସୌରଭ ପ୍ରଧାନ , ପାର୍ଥ ସାରଥି  ମିଶ୍ର, ତନୁସl ମହାକୁଡ଼ ଏଥିରେ ବହୁ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like