-+91-9937148622 |

prerana_bgr@rediffmail.com |

  Saturday 2nd May 2026 |

| | | |

R.N.I. Regd No. ODIODI/2010/46693

Breaking News

ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||      ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   (02-May-2026)       ||      ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର    (02-May-2026)       ||      ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   (02-May-2026)       ||      ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   (01-May-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   (01-May-2026)       ||      କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||     

HOME   ଜିଲ୍ଲା

ବିଦ୍ୟୁତ କର୍ମଚାରୀ ଧିରେନ୍ଦ୍ର ସାହୁଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

01-Feb-2023



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ସୋଲାର ପ୍ଲାଣ୍ଟ ବରକାନି ଠାରେ ବିଦ୍ୟୁତ ବିଭାଗର ପୂର୍ବତନ ହେଲପର୍ ଧିରେନ୍ଦ୍ର ସାହୁଙ୍କୁ ଆର୍ ଇ ସି ସେକ୍ସନ୍ ପୁଇଁନ୍ତଲା ବିଦ୍ୟୁତ କାର୍ଯ୍ୟାଳୟ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି।

ଏହି ଅବସରରେ ମଞ୍ଚାସୀନ ହୋଇଥିଲେ  ସେକ୍ସନ ଅଫିସର୍ ରିଆଜୁଲ ହକ୍, କମର୍ସିଆଲ ଜେଇ ମନୋଜ ପାତ୍ର, ଲାଇନମ୍ୟାନ ପବିତ୍ର ଖୁଣ୍ଟିଆ, ଲାଇନମ୍ୟାନ ଶିବପ୍ରସାଦ ମିସ୍ତ୍ରୀ, ଲାଇନମ୍ୟାନ ରମେଶ ସାହୁ ଏବଂ ଲାଇନମ୍ୟାନ ହରିହର ପଧାନ ଯୋଗଦେଇ ଅବସର ହୋଇଥିବା ଧିରେନ୍ଦ୍ର ସାହୁଙ୍କ ପୁଷ୍ପଗୁଚ୍ଛ ଏବଂ ଉପଢୌକନ ଦେଇ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା ଏବଂ ନିଜ ବକ୍ତବ୍ୟରେ ସମସ୍ତ ଅତିଥିଗଣ ଧିରେନ୍ଦ୍ର ସାହୁଙ୍କ ଚାକିରୀ ଜୀବନ ଉପରେ ଆଲୋକପାତ କରିଥିଲେ । ଏହି ଉତ୍ସବରେ ହିନ୍ଦୁସ୍ଥାନ ସୁପରଭାଇଜର୍ ଗୋପୀନାଥ ବେହେରା, ପ୍ରଶାନ୍ତ ସାଏ, ପ୍ରଶନ୍ନ ପଧାନ, ମଣ୍ଟୁ ଚନ୍ଦନ, ରାଜା ମୁର୍ମୁ, ପିଣ୍ଟୁ ଚନ୍ଦନ, ନିରାକାର ପଧାନ, ସୁରୁ ସାହୁ, ମନୋଜ ନନ୍ଦ, ଶରତ ନନ୍ଦ, ସଲୀଲ ଥନାପତି, କୁନା ଥନାପତି, ପ୍ରବୀଣ ପଧାନ, ବିମ୍ବାଧର ସାଏ ଏବଂ ଅନ୍ୟାନ୍ୟ ଷ୍ଟାଫ୍ କର୍ମଚାରୀ ଯୋଗଦେଇ ଶ୍ରୀ ସାହୁଙ୍କ ବାକି ଅବସର ଜୀବନ ଉଜ୍ଜଲ ହେଉବୋଲି ମତ ରଖିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   02-May-2026
  ରାଜ୍ୟ  
ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   02-May-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   02-May-2026
  ରାଜ୍ୟ  
ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   02-May-2026
  ଜିଲ୍ଲା  
ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   02-May-2026
  ଜିଲ୍ଲା  
ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ   02-May-2026
  ଜିଲ୍ଲା  
*ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   02-May-2026
  ଜିଲ୍ଲା  
ପାତଲଗଙ୍ଗା ଠାରେ ପବିତ୍ର ବୈଶାଖ ମେଳା ଅନୁଷ୍ଠିତ ପାଇଁ ବ୍ୟାପକ ପ୍ରସ୍ତୁତି, ଶ୍ରଦ୍ଧାଳୁଙ୍କ ପାଇଁ ସୁବନ୍ଧୋବସ୍ତ ବ୍ୟବସ୍ଥା   02-May-2026
  ଜିଲ୍ଲା  
ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ : ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଶ୍ରମିକ ଦିବସ ପାଳିତ, ଶ୍ରମିକ ଛଟେଇ ହେଲେ ଆନ୍ଦୋଳନ ହେବ- ପ୍ରମୋଦ ମିଶ୍ର   02-May-2026
  ଜିଲ୍ଲା  
ଓଡ଼ିଶା ଭିନ୍ନକ୍ଷମ କ୍ରିକେଟ ଦଳରେ ବାଗବାଡିର ଧୀରେନ୍ଦ୍ର ମେହେର ସାମିଲ   01-May-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026

You Might Also Like