-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||     

HOME   ଜିଲ୍ଲା

ବୌଦ୍ଧ ଜ଼ିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସେବସ୍ତିଆନ କୁଜୁର ଙ୍କ ଚାକିରୀ ରୁ ଅବସର ଗ୍ରହଣ, ସହକାରୀ ଜ଼ିଲ୍ଲାପାଳ ସସ୍ମିତା ପ୍ରଧାନ ନେଲେ ଡି. ଏସ. ଡବ୍ଲୁ. ଓ. ଦାୟିତ୍ୱ

01-Feb-2023



ବୌଦ୍ଧ(ହୃଦାନନ୍ଦ ମେହେର )- ବୌଦ୍ଧ ଜ଼ିଲ୍ଲା ରେ କାର୍ଯ୍ୟରତ  ଜ଼ିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସେବାସ୍ତିଆନ କୁଜୁର ଙ୍କୁ ତା.  ୩୧.୦୧.୨୦୨୩ ରିଖ ସନ୍ଧ୍ୟା ୬ଘଟିକା ସମୟରେ ଜ଼ିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହ ଠାରେ  ଜ଼ିଲ୍ଲା ପ୍ରଶାସନ ପକ୍ଷ ରୁ ବିଦାୟ କାଳୀନ  ସମ୍ବର୍ଦ୍ଧନା ଜ୍ଞାପନ କରାଗଲା l ବୌଦ୍ଧ ରେ ଡି. ଏସ. ଡବ୍ଲୁ. ଓ ପଦବୀ ରେ ସେ ଅଗଷ୍ଟ ୨୪ ତାରିଖ ରେ ଯୋଗ ଦେଇଥିଲେ l ଏହା ଆଗରୁ 

ସେ ବିଭିନ୍ନ ସ୍ଥାନ ରେ ସି. ଡି. ପି. ଓ. ଭାବେ  ନିଜ ଦାୟିତ୍ୱ ଖୁବ  ଭଲ ଭାବେ  ସମ୍ପାଦନ କରିଥିଲେ l  ସେବାସ୍ତିଆନ କୁଜୁର ଜଣେ  ମିଷ୍ଟଭାଷୀ, ମେଳାପୀ, ସମୟାନୁବର୍ତ୍ତି, କର୍ତ୍ତବ୍ୟପରାୟଣ, ସରଳ, ଉଦାର, ଅମାୟିକ ବ୍ୟକ୍ତିତ୍ୱ ଭାବେ  ବେଶ ଜଣାଶୁଣା ଥିଲେ l ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସତ୍ୟରଞ୍ଜନ ସାହୁ, ଅତିରିକ୍ତ ଜ଼ିଲ୍ଲାପାଳ ବବିତାରାଣୀ ଦଳବେହେରା, ଉପ -ଜ଼ିଲ୍ଲାପାଳ ରବୀନ୍ଦ୍ରନାଥ କଁହର , ଡେପୁଟି କଲେକ୍ଟର ଝରଣା

ପ୍ରଧାନ ନିଜ ନିଜ ବକ୍ତବ୍ୟରେ କୁଜୁର ଙ୍କ ଅବସର ଜୀବନ  ସୁଖମୟ  ହେଉ ବୋଲି କାମନା କରିଥିଲେ l ଏହି ଅବସରରେ ଜ଼ିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର ବରିଷ୍ଠ ରାଜସ୍ୱ ସହାୟକ  ସର୍ବେଶ୍ୱର ଦାନୀ ଏକ ବିଦାୟ କାଳୀନ ସଂଗୀତ ପରିବେଷଣ  କରିଥିଲେ l ସହକାରୀ ଜ଼ିଲ୍ଲାପାଳ ସସ୍ମିତା ପ୍ରଧାନ ନୂତନ ଡି. ଏସ. ଡବ୍ଲୁ. ଓ ଭାବେ ଦାୟିତ୍ୱ ଗ୍ରହଣ କଲେ l ଏହି ଅବସରରେ ଅନ୍ୟାନ୍ୟ ଜ଼ିଲ୍ଲା ସ୍ତରୀୟ ଅଧିକାରୀ, ସମସ୍ତ ବରିଷ୍ଠ ସହାୟକ, କନିଷ୍ଠ ସହାୟକ, ସେକ୍ସନ ଅଫିସର ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026

You Might Also Like