-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ମା ଝାଡେଶ୍ବରୀ ମହାବିଦ୍ୟାଳୟ ଓ ମଥୁରା ପ୍ରସାଦ ସରକାରୀ ଉଚ୍ଚ ବିଦ୍ୟାଳୟରେ ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ଚନ୍ଦ୍ରଶେଖର ବେହେରାଙ୍କ ୧୫୦ତମ ଜନ୍ମ ବାର୍ଷିକୀ ସଭା ପାଳିତ।

02-Feb-2023



ଧମା, (ସଂଜୀବ ପାଣିଗ୍ରାହୀ)
ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ଚନ୍ଦ୍ରଶେଖର ବେହେରାଙ୍କ ୧୫୦ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଚନ୍ଦ୍ରଶେଖର ବେହେରାଙ୍କ ଉପରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇବା ନିମନ୍ତେ ଆରମ୍ଭ ହୋଇଥିବା ପ୍ରଚାର ଅଭିଯାନ ଅନ୍ତର୍ଗତ ଆଜି ସମ୍ବଲପୁର ମାନେଶ୍ୱର ବ୍ଲକର ଧମା କଲେଜରେ ସଭା ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଯୁକ୍ତ ଦୁଇ ସ୍ରୋତର ଅଧ୍ୟକ୍ଷ ଅଶୋକ କୁମାର ପୁରୋହିତଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ ଚନ୍ଦ୍ରଶେଖର ବେହେରା ଜନ୍ମ ବାର୍ଷିକୀ ସମିତିର ଆବାହକ ରାମାନୁଜ ପଣ୍ଡା ତାଙ୍କ ବକ୍ତବ୍ୟ କହିଥିଲେ ଯେ ଚନ୍ଦ୍ରଶେଖର ବେହେରା ଜଣେ ନିର୍ଭିକ ଓ ସ୍ୱାଭିମାନୀ ବ୍ୟକ୍ତି ଥିଲେ ସେ ନିଜ ସ୍ୱାଭିମାନ ସହ ସାଲିସ ନକରିବାର ପ୍ରବୃତ୍ତି ନେଇ ସମ୍ବଲପୁରରେ ଓଡିଆ ଭାଷାର ପ୍ରଚଳନ ଓ ଅନ୍ୟ ସାମାଜିକ କାର୍ଯ୍ୟରେ ବ୍ରତି ହୋଇଥିଲେ। ଅତିଥି ଅରବିନ୍ଦ ମହାପାତ୍ର ତାଙ୍କ ବକ୍ତବ୍ୟରେ କହିଥିଲେ ଯେ,ଆମେ ନିଜେ ନିଜର ଇତିହାସକୁ ଯଦି ଭଲ ଭାବରେ ନଜାଣିବା ତେବେ ଆମେ କେବେ ମଧ୍ୟ ଅଗ୍ରଗତି କରି ପାରିବା ନାହିଁ। ଚନ୍ଦ୍ରଶେଖର ବେହେରା ଆମ ଅଂଚଳର ଏଭଳି ଏକ ଐତିହାସିକ ଚରିତ୍ର ଯାହାଙ୍କ ବିଷୟରେ ଜାଣିବା ଆମର କର୍ତ୍ତବ୍ୟ ଅଟେ ବୋଲି କହି ଚନ୍ଦ୍ରଶେଖରଙ୍କ ଅବଦାନ ଗୁଡିକ ଉପରେ ସଂକ୍ଷିପ୍ତ ଆଲୋଚନା କରିଥିଲେ। ଅତିଥି ହେମନ୍ତ ମହାପାତ୍ର ଚନ୍ଦ୍ରଶେଖରଙ୍କୁ ଇତିହାସରେ ଉପଯୁକ୍ତ ସ୍ଥାନ ଦେବାପାଇଁ ଆମକୁ ଉଦ୍ୟମ କରିବାକୁ ପଡିବ ବୋଲି ମତବ୍ୟକ୍ତ କରିଥିଲେ। ଅତିଥି ହୃଷୀକେଶ ପୂଜାରୀ ତାଙ୍କ ବକ୍ତବ୍ୟରେ କହିଲେ ଯେ, ଚନ୍ଦ୍ରଶେଖରଙ୍କ ଅକ୍ଳାନ୍ତ ପରିଶ୍ରମ ଯୋଗୁ ସମ୍ବଲପୁର ଅଂଚଳ ଓଡିଶାରେ ମିଶି ପାରିଥିଲା। ଚନ୍ଦ୍ରଶେଖର ଥିଲେ ଏକାଧାରରେ ଜଣେ ସ୍ୱାଧୀନତା ସଂଗ୍ରାମୀ, ଜଣେ ଉଚ୍ଚ ଶିକ୍ଷିତ,ଜଣେ ସମାଜ ସେବକ ତଥା ଭାଷା ଆନ୍ଦୋଳନର ପୁରୋଧା। ତାଙ୍କ ଭଳି  ପ୍ରତିଭାଧାରୀ ବ୍ୟକ୍ତିତ୍ବ ଇତିହାସରେ ବିରଳ। ସଭା ଶେଷରେ ଅନୁଷ୍ଠାନର ଯୁକ୍ତ ତିନ ସ୍ରୋତର ଅଧ୍ୟକ୍ଷ ଅନିଲ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ସଭାରେ ଅଧ୍ୟାପକ ରବିନ୍ଦ୍ରନାରାୟଣ ଠାକୁର ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ଅଧ୍ୟାପକ ଡ. ସିଦ୍ଧାର୍ଥ ପଣ୍ଡା ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହା ପରେ ସ୍ଥାନୀୟ ମଥୁରା ପ୍ରସାଦ ସରକାରୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟ ଏହି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ  ସୁଚିତ୍ରା ପଣ୍ଡାଙ୍କ ଅଧ୍ଯକ୍ଷତାରେ ଏହିପରି ଏକ ସଭା ଆୟୋଜିତ ହୋଇଥିଲା। ଏହି ସଭାରେ ଶିକ୍ଷକ ଜେନାମଣି ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like