-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||     

HOME   ଜିଲ୍ଲା

ଫେବୃଆରୀ  ମାସ ପାଇଁ ପଞ୍ଚାୟତ ଲୋକ ସେବା ଶିବିର କାର୍ଯକ୍ରମ  ଧାର୍ଯ୍ୟ

02-Feb-2023



ବଲାଙ୍ଗିର(ପ୍ରେରଣା ଖବର): ଫେବୃଆରୀ  ମାସ ପାଇଁ ପଞ୍ଚାୟତ ଲୋକ ସେବା ଶିବିର କାର୍ଯକ୍ରମ  ଧାର୍ଯ୍ୟ କରାଯାଇଛି  । ତଦନୁସାରେ ୧୩ ତାରିଖରେ ଆଗଲପୁର    ବ୍ଲକ ଅନ୍ତର୍ଗତ ଝରଣିପାଲି    ଗ୍ରାମ ପଞ୍ଚାୟତ   କାର୍ଯ୍ୟ।ଲୟ ଠାରେ , ୨୦     ତାରିଖରେ ବେଲପଡା    ବ୍ଲକ ଅନ୍ତର୍ଗତ ବେହେରାମୁଣ୍ଡା    ଗ୍ରାମ ପଞ୍ଚାୟତ ର  ଧୂଙ୍ଗିଆମୁଣ୍ଡା ଠାରେ , ୨୭   ତାରିଖରେ ଗୁଡଭେଲା   ବ୍ଲକ ଅନ୍ତର୍ଗତ ଦେଉଳଗୁଡି  ଗ୍ରାମ ପଞ୍ଚାୟତ   କାର୍ଯ୍ୟ।ଲୟ ଠାରେ ପଞ୍ଚାୟତ ଲୋକ ସେବା ଶିବିର କାର୍ଯକ୍ରମ  ଅନୁଷ୍ଠିତ ହେବ । ଏହି ପଞ୍ଚାୟତ ଲୋକ ସେବା ଶିବିର ରେ ଜିଲ୍ଲା ର ବିଭିନ୍ନ ବିଭାଗ ପକ୍ଷରୁ ସରକାରଙ୍କ ତରଫରୁ କାର୍ଯ୍ୟକାରୀ ହେଉଥିବା ଜନହିତକର ଓ ଲୋକାଭିମୁଖୀ ଯୋଜନା ଗୁଡିକ ସମ୍ପର୍କରେ ପଞ୍ଚାୟତ ଅନ୍ତର୍ଗତ ଗ୍ରାମର ଗ୍ରାମବାସୀ ଙ୍କୁ ସଚେତନ କରିବାପାଇଁ ବିଭାଗୀୟ ଷ୍ଟଲ ସହ ଯୋଜନା ସମ୍ପର୍କିତ ସୂଚନା ସମ୍ବଳିତ ବ୍ୟାନର ଲଗାଯିବା । ଏତଦବ୍ୟତୀତ ପଞ୍ଚାୟତ ଲୋକ ସେବା ଶିବିରରେ ସ୍ୱାସ୍ଥ୍ୟ ବିଭାଗ , ପ୍ରାଣୀ ସମ୍ପଦ ବିଭାଗ ,ଶ୍ରମ ବିଭାଗ , କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଉଦ୍ୟାନ କୃଷି ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ , ସାମାଜିକ ସୁରକ୍ଷା ବିଭାଗ , ମହିଳା ଓ ଶିଶୁ ବିକାଶ ବିଭାଗ ,ପଞ୍ଚାୟତ ରାଜ ଓ ପାନୀୟ ଜଳ ବିଭାଗ, ମିଶନ ଶକ୍ତି , ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ, ବୟନ ଶିଳ୍ପ  ଓ ହସ୍ତତନ୍ତ ବିଭାଗ ତଥା ଅନ୍ୟାନ୍ୟ ବିଭାଗ ର ଯୋଜନା ସମ୍ପର୍କରେ ସଚେତନତା ସହ ଯୋଗ୍ୟ ହିତାଧିକାରୀ ମାନଙ୍କୁ ବିଭାଗୀୟ ସହାୟତା ଓ ପରାମର୍ଶ  ଦିଆଯିବ । 
ନିର୍ଦ୍ଧାରିତ ତାରିଖ ରେ ଉପରୋକ୍ତ   ଗ୍ରାମ ପଞ୍ଚାୟତ   କାର୍ଯ୍ୟଳୟ ପରିସର ଠାରେ ଅନୁଷ୍ଠିତ ହେବାକୁଥିବା ଏହି  ପଞ୍ଚାୟତ ଲୋକ ସେବା ଶିବିର ରେ ଜିଲ୍ଲାପାଳ ଙ୍କ ସମେତ ବିଭିନ୍ନ ବିଭାଗ ର ଜିଲ୍ଲା ସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ଅଧିକାରୀ ମାନେ ଯୋଗଦେବେ । ଶିବିରରେ ସମ୍ପୃକ୍ତ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗ୍ରାମର ଗ୍ରାମବାସୀ ମାନେ ବହୁ ସଂଖ୍ୟାରେ ଯୋଗଦାନ କରି ବିଭିନ୍ନ ଯୋଜନା ଗୁଡିକର ସୁଯୋଗ ନେବା ପାଇଁ ଅନୁରୋଧ କରାଯାଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026

You Might Also Like