-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଅପରାଧ

‘ପରୀ’ ମୃତ୍ୟୁ ମାମଲା : ଦୁଇ ସପ୍ତାହ ସମୟ ମାଗିଲେ SIT ମୁଖ୍ୟ ଅରୁଣ ବୋଥ୍ରା

05-Dec-2020



 

 (ପ୍ରେରଣା ଖବର) ଭୁବନେଶ୍ବର ୫।୧୨: ‘ପରୀ’ ମୃତ୍ୟୁ ଘଟଣାରେ ତଦନ୍ତ କରୁଛି ଏସଆଇଟି । ଆଉ ୨ ସପ୍ତାହ ସମୟ ଦିଅ କହିଲେ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା । ସେ କହିଛନ୍ତି ଏସ୍‌ଆଇଟି ଗଠନକୁ ମାତ୍ର ୪ରୁ ୫ ଦିନ ହୋଇଛି । ମୋ ଉପରେ ସମସ୍ତଙ୍କ ଭରସା ଅଛି । ଡିଜି ମୋତେ ଦାୟିତ୍ବ ଦେଇଛନ୍ତି । ଆମ ଟିମ୍ ଆଗକୁ ବଢୁଛି । ଅନ୍ୟପଟେ ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ଲକ୍ଷେ ଟଙ୍କା ମିଳିବ ବୋଲି ଘୋଷଣା ହୋଇଛି । ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା ଗ୍ରାମବାସୀଙ୍କ ସହ ବୈଠକ କରିବା ପରେ ଏହି ଅର୍ଥ ରାଶି ଘୋଷଣା କରିଛନ୍ତି । ଏ ନେଇ ଯଦୁପୁର ଗାଁ ସଭାପତି ଜୟକୃଷ୍ଣ ପରିଡା ସୂଚନା ଦେଇଛନ୍ତି ।ପରୀ ହତ୍ୟା ମାମଲାର ତଦନ୍ତ ପାଇଁ ଏସଆଇଟି ଗଠନ କରିଛନ୍ତି ରାଜ୍ୟ ସରକାର । ବରିଷ୍ଠ ଆଇପିଏସ୍ ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ଜଣିଆ ଟିମ୍ ଏହି ଘଟଣାର ତଦନ୍ତ କରୁଛନ୍ତି । ଟିମ୍‌ରେ କ୍ରାଇମବ୍ରାଞ୍ଜ ଏସପି ଆର. କେ ଦୋରା, ଅତିରିକ୍ତ ଏସପି ଆର.ସି ଥମ୍ବଙ୍କ ସହ କ୍ରାଇମବ୍ରାଞ୍ଜ ଇନ୍ସପେକ୍ଟର ନରେନ୍ଦ୍ର ବେହେରା, ମମତା ପଣ୍ଡା ସଦସ୍ୟ ଅଛନ୍ତି ।ନୟାଗଡର ୬ବର୍ଷର ଶିଶୁ କନ୍ୟା ପରୀର ମୃତ୍ୟୁକୁ ନେଇ ଜୁଲାଇ ୧୭ରେ ଥାନାରେ ମାମଲା ରୁଜୁ କରିଥିଲା ପୋଲିସ । ଜୁଲାଇ ୨୩ରେ ଗଳିତ ଶବ ମିଳିଥିବା ପରେ ପୋଷ୍ଟମର୍ଟମ କରାଯାଇଥିଲା । ଶବ ନଷ୍ଟ ହୋଇଯାଇଥିବାରୁ ରିପୋର୍ଟରେ ମୃତ୍ୟୁର କାରଣ ଜଣାପଡିନଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like