-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ପାପକ୍ଷୟ ମହୋତ୍ସବ ୨ୟ ସନ୍ଧ୍ୟା(ବଲାଙ୍ଗିରର ପଞ୍ଚମ ଆର ସମ୍ବଲପୁରର ନଟରାଜ କଳା ପରିଷଦ ଲୋକନୃତ୍ୟରେ ଝୁମିଲେ ଦର୍ଶକ) 

03-Feb-2023



ବିନିକା(ହିମାଂଶୁ ଶେଖର ପୁଟେଲ)ଐତିହାସିକ ପୀଠ ବିନିକାର ମୁକ୍ତିତୀର୍ଥ  ପାପକ୍ଷୟ ଘାଟ ନାମରେ ନାମିତ ଚତୁର୍ଥ ପାପକ୍ଷୟ ଲୋଜ ମହୋତ୍ସବର ଆଜି ୨ୟ ସନ୍ଧ୍ୟାରେ କଣ୍ଠଶିଳ୍ପୀ ଶିବାନନ୍ଦ ତ୍ରିପାଠୀ,ଦୁଷ୍ମନ୍ତ ସୁନା ଓ ନୁର୍ ବେଗମଙ୍କ ସୁ ମଧୁର ସଙ୍ଗୀତ ପରିବେଷଣ ସାଂଗକୁ ବଲାଙ୍ଗିରର ପଞ୍ଚମ,ସମ୍ବଲପୁରର ନଟରାଜ କଳା ପରିଷଦ ତରଫରୁ ଲୋକନୃତ୍ୟ ଏବଂ ସ୍ଥାନୀୟ ଅଂଚଳର କଳାକାରଙ୍କ କଳା

ପ୍ରଦର୍ଶନ ରାତିତମାମ ଦର୍ଶକଙ୍କୁ ବିଭୋର କରିଥିଲା । ମହୋତ୍ସବ କମିଟୀ ସଭାପତି ସୁଧାଂଶୁ ଶେଖର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଉତ୍ସବରେ ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ଅଧ୍ୟକ୍ଷା ସୁପାର ଠେଲା ମୁଖ୍ୟ ଅତିଥି,ବିନିକା ବ୍ଲକ ଅଧ୍ୟକ୍ଷା ଦୀପ୍ତିରେଖା ନନ୍ଦ, ଶଲାବୁଢ଼ା ଅଭିନେତା ତଥା ସ୍ବର୍ଗତ ଅଟଳ ବିହାରୀ ପଣ୍ଡାଙ୍କ ସୁପୁତ୍ର ଅଶ୍ଵିନୀ କୁମାର ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗଦେଇ ପୁଣ୍ୟପୀଠ ପାପକ୍ଷୟର କିମ୍ବଦନ୍ତୀ ଅନନ୍ୟ ବୋଲି କହିବା ସହ ଏ ଅଞ୍ଚଳର କଳା,ସଂସ୍କୃତି,ଐତିହ୍ୟକୁ ସମ୍ମାନ ରଖିବା ଉଦ୍ଦେଶ୍ୟ ନେଇ ଉତ୍ସାହୀ ଯୁବ କଳା ପ୍ରେମୀଙ୍କ ତରଫରୁ ଚାଲିଥିବା ଏହି ମହୋତ୍ସବ ଆଗାମୀ ଦିନରେ ଆହୁରି ଅଧିକ ଚିତ୍ତାକର୍ଷକ ଓ ସଫଳତା ଆଣିବ ବୋଲି କହିଥିଲେ ।ଏହି ଅବସରରେ ସ୍ବାସ୍ଥ୍ୟ ହିଁ ଅମୂଲ୍ୟ ସମ୍ପଦ ଭାବି କ୍ରୀଡା କ୍ଷେତ୍ରରେ ଆନ୍ତର୍ଜାତୀୟ ସ୍ତରରେ ୧୬ବର୍ଷରୁ କମ ଯୋଡୋ

କରାଟେ ପ୍ରତିଯୋଗିତାରେ ଉଲ୍ଲେଖନୀୟ ଅବଦାନ ରଖିଥିବା ପ୍ରତୁଷ ପ୍ରଦ୍ୟୁମ୍ନ ପଟ୍ଟନାୟକଙ୍କୁ ପାପକ୍ଷୟ ସମ୍ମାନରେ ସମ୍ମାନିତ କରାଯାଇଥିଲା ।ଏହା ବ୍ୟତୀତ ମଞ୍ଚରେ ସଙ୍ଗୀତ ପରିବେଷଣ କରିଥିବା  କଳାକାର,ଲୋକନୃତ୍ୟ ଓ କଣ୍ଠଶିଳ୍ପୀଙ୍କୁ ମଧ୍ୟ ଆୟୋଜକ କମିଟି ପକ୍ଷରୁ ମାନପତ୍ର ପ୍ରଦାନ କରାଯାଇଥିଲା ।ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା ମଞ୍ଚ ପରିଚାଳନା କରିଥିବା ବେଳେ ଦ୍ବାରିକାନାଥ ସାହୁ ପାପକ୍ଷୟ ସମ୍ମାନ ପତ୍ର ପଠନ,ନବଜୀବନ ପଣ୍ଡା ସଂପାଦକୀୟ ବିବରଣୀ ପଠନ ଏବଂ ଶେଷରେ ସମ୍ପାଦକ ମାନସ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଉଦଘୋଷିକା ଙ୍କ ପରିଚାଳନାରେ ମଞ୍ଚରେ ନୃତ୍ୟ ଗୀତର ସାଂସ୍କୃତିକ କାର୍ଯ୍ୟକ୍ରମ  ହୋଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like