-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||     

HOME   ଜିଲ୍ଲା

ପଣ୍ଡକିଟାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଉଦଯାପିତ

03-Feb-2023



ଲୋଇସିଂହା/ଆଗଲପୁର(ବିନୋଦ କୁମାର ଦୀପ) 
ଆଗଲପୁର ବ୍ଲକ ଝରଣୀପାଳି ପଂଚାୟତ ଅନ୍ତର୍ଗତ ପଣ୍ଡକିଟାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଉଦଯାପିତ ହୋଇଯାଇଛି l ସନ୍ଧ୍ୟା ରେ ଆୟୋଜିତ ଉଦଯାପନୀ ଉତ୍ସବରେ ସୁବର୍ଣ୍ଣ ଜୟନ୍ତି କମିଟି ସଭାପତି ସୁଶାନ୍ତ ପଧାନ ସଭାପତିତ୍ବ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଲୋଇସିଂହା ବିଧାୟକ ଡ଼. ମୁକେଶ ମହାଲିଙ୍ଗ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଏହି ଉତ୍ସବ ଆୟୋଜନ କୁ ଉଚ୍ଚ ପ୍ରଶଂସା କରିବା ସହ ସ୍କୁଲ ର ବିକାଶ ପାଇଁ ଦୃଢ଼ ପ୍ରତିଶୃତି ଦେଇଥିଲେ l ସମ୍ମାନୀୟ ଅତିଥିଭାବେ ସମାଜସେବୀ ରାଜ୍ୟ ବିଜେଡି ମହିଳା ସମ୍ପାଦିକା ରଞ୍ଜୁ ରାଏମନ ଯୋଗଦେଇ  ପ୍ରତିଭା ସମ୍ପନ ପୁରାତନ ଛାତ୍ରଛାତ୍ରୀ ଙ୍କ ଭଲ ଗୁଣ  କୁ ନୂତନ ପିଢ଼ି କିଭଳି ଅନୁକରଣ କରିବେ ଓ ଉତ୍ସାହିତ ହେବେ ସେ ଦିଗରେ ଧ୍ୟାନ ଦେବାକୁ ଶିକ୍ଷକ ମାନଙ୍କୁ ପରାମର୍ଶ ଦେବା ସହ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ପ୍ରତିଯୋଗିତା ମୂଳକ ମନୋବୃତ୍ତି ସୃଷ୍ଟି କରି ପ୍ରତିଭା ଅନ୍ବେଷଣ କରି ଅଧିକ ଡକ୍ଟର ଓ ପ୍ରଶାସକ ତିଆରି କରିବାକୁ ଶିକ୍ଷକ ମାନଙ୍କୁ କହିଥିଲେ l

ଅନ୍ୟତମ ଅତିଥିଭାବେ ବଲାଙ୍ଗୀର ଜିଲ୍ଲା ପରିଷଦ ଅଧ୍ୟକ୍ଷl ଶ୍ରୀମତୀ ଦେବକୀ ସାହୁ, ସ୍ଥାନୀୟ ସରପଞ୍ଚ ସୁନିତା ସାହୁ  ଯୋଗ ଦେଇଥିବା ବେଳେ ସମାଜସେବୀ ନରେଶ ସାହୁ, କୁଶଙ୍ଗ ମହାବିଦ୍ୟାଳୟ ର ଅଧ୍ୟକ୍ଷ ବିଜୟ କୁମାର କଲେଥ, ପ୍ରଶାନ୍ତ କୁମାର ନାୟକ ଯୋଗଦେଇ ନିଜ ବକ୍ତବ୍ୟ ମାଧ୍ୟମରେ ଛାତ୍ରଛାତ୍ରୀ ତଥା ଆୟୋଜକ ମାନଙ୍କୁ ଉତ୍ସାହିତ କରିଥିଲେ l ପ୍ରଧାନ ଶିକ୍ଷକ କେଶବ ଚନ୍ଦ୍ର ଭୋଇ ବିଦ୍ୟାଳୟ ର ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ । ଏହି ଅବସରରେ ବିଦ୍ୟାଳୟ ର ପ୍ରତିଷ୍ଠାତା ସଦସ୍ୟ, ପୂର୍ବତନ ଶିକ୍ଷକ ମାନଙ୍କ ସମେତ ପୋଲିସ ବିଭାଗ ରେ ଚାକିରୀ କରୁଥିବା ବିଦ୍ୟାଳୟ ର 13ଜଣ ପୂର୍ବତନ ଛାତ୍ର ଛାତ୍ରୀ ମାନଙ୍କୁ ଙ୍କୁ ଅତିଥି ବୃନ୍ଦ ସମ୍ବର୍ଦ୍ଧିତ କରିଥିଲେ l  ସମ୍ବର୍ଦ୍ଧନା ଉତ୍ସବ ପରେ ସ୍କୁଲ ର ପୂର୍ବତନ ଓ ବର୍ତମାନ ର ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା  ରଚିତ ସ୍ମରଣିକା ଉନ୍ମୋଚନ କରାଗଲା l ଏହାସହ ବିଦ୍ୟାଳୟ ର ଛାତ୍ରଛାତ୍ରୀ ଓ ରାଜ୍ୟ ର ଅନେକ ସ୍ଥାନରୁ ଆସିଥିବା କଳାକାର ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ କରାଗଲା l ସାଂସ୍କୃତିକ କାର୍ଯ୍ୟକ୍ରମ କୁ ସରୋଜ ମହାକୁର ଓ ଉଦଯାପନୀ ସଭା କୁ ସରୋଜ ବିଶ୍ଵାଳ ସଂଯୋଜନା କରିଥିବା ବେଳେ ସୁବର୍ଣ୍ଣ ଜୟନ୍ତୀ କମିଟି ସମ୍ପାଦକ ଦେବରାଜ ବାରିକ୍, ଉପସଭାପତି ଉଦୟ ବାଗ, ସହ ସମ୍ପାଦକ ବୀଣା ଗଡ଼ତ୍ୟା, କୋଷାଧ୍ୟକ୍ଷ ସଚ୍ଚିକାନ୍ତ ପଧାନ ସମେତ ସମସ୍ତ ପୁରାତନ ଛାତ୍ର ଛାତ୍ରୀ, ଶିକ୍ଷକ/ଶିକ୍ଷୟତ୍ରୀ ଓ ଗ୍ରାମବାସୀ ଉକ୍ତ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026

You Might Also Like