-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||     

HOME   ଜିଲ୍ଲା

ଛକୋରମାଲ ପଞ୍ଚାୟତ ବାଦିପଡ଼ିଆ ଗ୍ରାମରେ ଜିଲ୍ଲାପ୍ରଶାସନର ଜନ ସମ୍ପର୍କ ଶିବିର ଅନୁଷ୍ଠିତ-

03-Feb-2023



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଆଜି ସୋନପୁର ବ୍ଲକ ଅନ୍ତର୍ଗତ ଛକୋରମାଲ ଗ୍ରାମ ପଞ୍ଚାୟତର ବାଦିପଡିଆ ଗ୍ରାମରେ ଜନ ସମର୍କ ଶିବିର  ଅନୁଷ୍ଠିତ ହୋଇଯାଇଛି ।  ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅବୋଲୀ ସୁନିଲ ନରୱଣେ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ, ବିଡିଓ ସୌମ୍ୟରଞ୍ଜନ ସ୍ୱାଇଁ,ଛକୋରମାଲ ଗ୍ରାପ.ସରପଞ୍ଚ ଶ୍ରୀମତୀ ଗାୟତ୍ରୀ ସା, ସମେତ  ଜିଲ୍ଲାର ସମସ୍ତ ବିଭାଗର ବରିଷ୍ଠ ଅଧିକାରୀ, କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ l ଜିଲ୍ଲା ତଥା ବ୍ଲକ ପ୍ରଶାସନ ର ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଜିଲ୍ଲା୍ର ଆଭ୍ୟନ୍ତରୀଣ ଆଦିବାସୀ ବହୁଳ ବାଦିପଡ଼ିଆ ଗ୍ରାମ ରେ ଜନ ସମ୍ପର୍କ ଶିବିରରେ ଯୋଗଦାନ ପୂର୍ବକ ଜନସାଧାରଣ ଙ୍କ ଆପତ୍ତି  ଅଭିଯୋଗ  କୁ ପ୍ରତ୍ୟକ୍ଷ ଭାବେ ଶୁଣିବା ସହ ଜିଲ୍ଲା ସ୍ତରୀୟ ଅଧିକାରୀ ନିଜ ନିଜ ବିଭାଗୀୟ କାର୍ଯ୍ୟକ୍ରମ ସହ ଜନସାଧାରଣ ଙ୍କ ନିମନ୍ତେ ଥିବା ସରକାରଙ୍କ ସୁବିଧା ସୁଯୋଗ, ଲୋକଯୋଜନା କାର୍ଯ୍ୟକ୍ରମ ଉପରେ ଜନସାଧାରଣଙ୍କୁ ଅବଗତ କରାଇଥିଲେ l ଏହି ଶିବିର ମାଧ୍ୟମରେ ଜିଲ୍ଲା ପ୍ରଶାସନ ଲୋକଙ୍କ ନିକଟକୁ ପହଂଚି ଜନସାଧାରଣ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ର ପ୍ରତିକାର ପାଇଁ ତ୍ୱରିତ ପଦକ୍ଷେପ ନେବା ସହିତ ଗ୍ରାମର ସବୁ ବର୍ଗରେ ଯୋଗ୍ୟ ହିତାଧିକାରୀଙ୍କୁ ବିଭିନ୍ନ ସରକାରୀ ଯୋଜନାରେ ସାମିଲ କରିବା ଉପରେ ପରାମର୍ଶ ଦେବା ସହିତ ଅଂଚଳର ଜନସାଧାରଣ ଯେପରି ପ୍ରଶାସନ ତରଫରୁ ତ୍ୱରିତ ସେବା ପାଇପାରିବେ ଏବଂ ସେମାନଙ୍କ ଜୀବନ ଜୀବିକାର ଉନ୍ନତି ସହ  ସ୍ୱଚ୍ଛ ଓ ସୁସ୍ଥ ରହିବେ ସେଥିପ୍ରତି ଗୁରୁତ୍ୱାରୋପ କରିଛନ୍ତି ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ନରୱଣେ l ଶିବିରରେ ଜୀବନ ଜୀବିକା ର ବିକାଶ ନିମନ୍ତେ ଜିଲ୍ଲାପ୍ରଶାସନ ତରଫରୁ ଗ୍ରାମର ହିତାଧିକାରୀଙ୍କୁ ବିଭିନ୍ନ ବିଭାଗୀୟ ସହାୟତା ପ୍ରଦାନ କରାଯାଇଛି l ଏହି ପରିପ୍ରେକ୍ଷୀରେ ଓଡିଶା ଜୀବିକା ମିଶନ ତରଫରୁ ଆତ୍ମନିର୍ଭର ତଥା ସ୍ୱାବଲମ୍ବୀ କରିବା ଲକ୍ଷ୍ୟରେ ଗ୍ରାମର  ସନ୍ତୋଷୀ ଓ ବାରପାହାଡ଼ ମହିଳା ଏସ ଏଚ ଜି ଙ୍କୁ ଗୋଷ୍ଠୀ ବିନିଯୋଗ ପାଣ୍ଠି 50,000 ହଜାର ଲେଖାଏଁ ଏବଂ ଶିବାନୀ ମହିଳା ଏସ ଏଚ ଜି ଙ୍କୁ 2ୟ ଥର ପାଇଁ 80,000 ହଜାର ପ୍ରଦାନ କରାଯାଇଛି l ଜିଲ୍ଲା ସମାଜ ମଙ୍ଗଳ ବିଭାଗ ତରଫରୁ ୩ ଜଣଙ୍କୁ ମମତା ଯୋଜନାରେ ପ୍ରଥମ କିସ୍ତି ରେ ପ୍ରତ୍ୟେକ ଙ୍କୁ ୩ ହଜାର ଲେଖାଏଁ ପ୍ରଦାନ କରାଯାଇଥିବା ବେଳେ  ଜିଲ୍ଳା ସାମାଜିକ ସୁରକ୍ଷା ବିଭାଗ ତରଫରୁ ୧0 ଜଣ ଯୋଗ୍ୟ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇ ମାସକୁ  ଟଂ 500/- ଲେଖାଏଁ ଭତ୍ତା ବ୍ୟାଙ୍କ ଯୋଗେ ପାଇବା ପାଇଁ ମଞ୍ଜୁର କରାଯାଇଛି l ଜିଲ୍ଳା ପ୍ରାଣୀଧନ ବିଭାଗ ତରଫରୁ ଗ୍ରାମର 0୮ ଜଣ ଯୋଗ୍ୟ ହିତାଧିକାରୀ ପ୍ରତ୍ୟେକ ଙ୍କୁ ୫0 ଟି ଲେଖାଏଁ କୁକୁଡ଼ା ଚିଆଁ (୨ ମାସରେ )ସହ କୁକୁଡ଼ା ଘର ନିମନ୍ତେ 500/- ଟଙ୍କା ର ଆର୍ଥିକ ସହାୟତାରେ ପୌଲଟ୍ରି ସେଡ ନିର୍ମାଣ ନିମନ୍ତେ ଆବଶ୍ୟକ ସହାୟତା ପ୍ରଦାନ  କରାଯାଇଛି l ପୁନଶ୍ଚ ଗ୍ରାମର ୨0 ଜଣ ହିତାଧିକାରୀଙ୍କୁ କୃଷି ବିଭାଗ ତରଫରୁ ଆତ୍ମା ପ୍ରକଳ୍ପ ଜରିଆରେ ପନିପରିବା ଚାଷ ନିମନ୍ତେ ପନିପରିବା ମଞ୍ଜି କିଟ ପ୍ରଦାନ କରାଯାଇଥିବା ବେଳେ ଜିଲ୍ଳା ଉଦ୍ୟାନ କୃଷି ବିଭାଗ ତରଫରୁ  ଗ୍ରାମର ଚାଷୀ ପରିବାରଙ୍କୁ ଫଳ ଗଛ ଚାରା ମାଗଣାରେ ବଣ୍ଟନ କରାଯାଇଛି l ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଓ ସି ଏଚ ସି ନାଇକେନପାଲି ଦ୍ୱାରା ଜନସାଧାରଣଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ସହ ଔଷଧ ବଣ୍ଟନ କରାଯାଇଥିଲା l  ଶିବିରରେ ଗ୍ରାମର  ଜନସାଧାରଣ  ଅଂଚଳର ବିଶେଷ ସମସ୍ୟା ସହ ବ୍ୟକ୍ତିଗତ ସମସ୍ୟା ଓ ଅଭିଯୋଗ ଗୁଡିକୁ ଜିଲ୍ଳା ପ୍ରଶାସନ ଆଗରେ ଉପସ୍ଥାପନ କରିଥିଲେ l ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଜିଲ୍ଳା ସ୍ତରୀୟ ଅଧିକାରୀ ତଥା ବ୍ଲକ ସ୍ତରୀୟ ଅଧିକାରୀ କର୍ମଚାରୀ ପ୍ରମୁଖ ଅଂଶ ଗ୍ରହଣ କରଥିଲେ l ପୂର୍ବତନ ସରପଞ୍ଚ ଛକୋରମାଲ ଗ୍ରାମ ପଞ୍ଚାୟତ ଶ୍ରୀ ଶଙ୍କର ପ୍ରସାଦ ସା କାର୍ଯ୍ୟକ୍ରମ ସଂଯୋଜନା ସହ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026

You Might Also Like