-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ରାଜ୍ୟ

ବଲାଙ୍ଗୀର ସିଭିଲ କୋର୍ଟ ପରିସରରେ ଉଦ୍‌ଘାଟିତ ହେଲା ଭର୍ଚୁଆଲ ହାଇକୋର୍ଟ 

03-Feb-2023



ବଲାଙ୍ଗୀର,ଲୋକଙ୍କୁ ଦ୍ୱାରଦେଶରେ ନ୍ୟାୟ ପ୍ରଦାନ କରିବାର ଲକ୍ଷ୍ୟ ନେଇ ମାନ୍ୟବର ସୁପ୍ରିମ କୋର୍ଟର ନିର୍ଦ୍ଦେଶକ୍ରମେ ବଲାଙ୍ଗୀର ସିଭିଲ କୋର୍ଟ ପରିସରରେ ଉଦ୍‌ଘାଟିତ ହୋଇଛି ଓଡ଼ିଶା ଭର୍ଚୁଆଲ ହାଇକୋର୍ଟ । ଆଜି ଏହି ଭର୍ଚୁଆଲ ହାଇକୋର୍ଟ କୁ ସୁପ୍ରମିକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଡି. ୱାଇ. ଚନ୍ଦ୍ରଚୁଡ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍ ମୁରଲିଧରନ, ଜଷ୍ଟିସ ସଂଜୀବ ପାଣିଗ୍ରାହୀଙ୍କ ଉପସ୍ଥିତିରେ  ଭର୍ଚୁଆଲ ମୋଡରେ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ବଲାଙ୍ଗୀର ଜିଲ୍ଲା ଦୌରା ଜଜ୍ ଲଲାଟେନ୍ଦୁ ଜେନା ଓ ଅନ୍ୟ ବିଚାରପତି ମାନେ ଉପସ୍ଥିତ ଥିଲେ । ଭର୍ଚୁଆଲ ହାଇକୋର୍ଟ ମାଧ୍ୟମରେ ଜନସାଧାରଣ କେଶ ଫାଇଲିଂ ଠାରୁ ଆରମ୍ଭ କରି କେଶର ଶୁଣାଣି, ରିମୋଭାଲ ଅଫ ଡିଫେକ୍ଟସ ର ଉପସ୍ଥାପନ ଓ କେଶର ନକଲ ପାଇବା ପରି ସୁବିଧା ପାଇପାରିବେ । ଏହା ସଂପୂର୍ଣ୍ଣ ରୂପେ ଏକ ହାଇକୋର୍ଟ ପରି କାର୍ଯ୍ୟ କରିବ ବୋଲି କୁହାଯାଇଛି ।   ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧ଠଟି ଜିଲ୍ଲାରେ ଏପରି  ଓଡ଼ିଶା ଭର୍ଚୁଆଲ ହାଇକୋର୍ଟ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ସ୍ଥାନୀୟ ବାର୍ ହଲ୍ ଠାରେ ଜିଲ୍ଲା ଓକିଲ ସଂଘର ସଭାପତି ଅମରେଶ ତ୍ରିପାଠୀଙ୍କ ଆବାହକତ୍ୱରେ ଏକ ସଭାର ଆୟୋଜନ ହୋଇଥିଲା । ଏଥିରେ ବଲାଙ୍ଗୀର ଏକ୍ସନ କମିଟିର ସଭାପତି ଗୋପାଲଜୀ ପାଣିଗ୍ରାହୀ , ସଂଘର ଉପସଭାପତି ସରୋଜ ଗୁପ୍ତା ମଂଚାସୀନ ଥିବା ବେଳେ ବିଭିନ୍ନ ଓକିଲ ସଂଘର କର୍ମକର୍ତ୍ତା ମାନେ ଉପସ୍ଥିତ ରହି ଲୋକଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ  ଭର୍ଚୁଆଲ ହାଇକୋର୍ଟ ସହାୟକ ହୋଇପାରିବ ବୋଲି ମତ ଦେଇଥିଲେ । ଶେଷରେ ସଂଘର ସଂପାଦକ ଅଧିକାରୀ ଦନ୍ତା ଧନ୍ୟବାଦ ଅର୍ପଣ କରିଥିଲେ । ଭର୍ଚୁଆଲ ହାଇକୋର୍ଟ ଉଦ୍‌ଘାଟନ ବେଳେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ସମସ୍ତ ସଭ୍ୟ, ବିଭିନ୍ନ ସାମାଜିକ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତ୍ତା ମାନେ ସାମିଲ ହୋଇଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like