-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ଓମେନ୍ସ ଫାର୍ମର ସର୍ଭିସେସ ପ୍ରଡୁସର କମ୍ପାନୀ ଲିମିଟେଡ଼ର ପ୍ରଥମ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ

03-Feb-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅଧିନସ୍ଥ ମହାବିଦ୍ୟାଳୟ ପଡିଆ ଠାରେ ଲୋଇସିଂହା ଓମେନ୍ସ ଫାର୍ମର ସର୍ଭିସେସ ପ୍ରଡୁସର କମ୍ପାନୀ ଲିମିଟେଡ଼ର ପ୍ରଥମ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏହି ସଭାରେ ପ୍ରଡୁସର କମ୍ପାନୀର  ସମସ୍ତ  617 ଜଣ ଅଂଶଗ୍ରହଣକାରୀ, 11 ଜଣ ନିର୍ଦେଶିକ ମଣ୍ଡଳୀ ସହିତ ଅତିରିକ୍ତ ତହସିଲ୍ଦାର ସମ୍ପୂର୍ଣ୍ଣlନନ୍ଦ ବେଚ , ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ହୋତା, ବ୍ଲକ କୃଷି ଅଧିକାରୀ ଶ୍ରୀଯୁକ୍ତ ଉମାଶଙ୍କର ମିଶ୍ର, ଓଡିଶା ଜୀବିକା ମିଶନ ବ୍ଲକ ପ୍ରକଳ୍ପ ସଂଯୋଜିକା ଶ୍ରୀମତୀ ମଧୁମିତା ବିଶ୍ୱାଳ, ଅନ୍ତରାଷ୍ଟ୍ରୀୟ ଧାନ ଗବେଷଣା କେନ୍ଦ୍ରରୁ ଶ୍ରୀଯୁକ୍ତ ସୁମନ୍ତ କୁମାର, ଦିଲୀପ କୁମାର ରାଉତ, ଆକ୍ସେସ ଲାଇଭଲିହୂଡ଼ ଫାଉଣ୍ଡେସନର ସିନିଆର ପ୍ରୋଗ୍ରାମ ମ୍ୟାନେଜେର ପରିଧି ଚଞ୍ଚାନୀ , ବଲାଙ୍ଗୀର ପ୍ରକଳ୍ପ ମୁଖ୍ୟ ଶ୍ରୀ ବିଶ୍ୱରଂଜନ ପରିଡା ଉପସ୍ଥିତ ରହି ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ l କାର୍ଯ୍ୟକ୍ରମ ଆରମ୍ବରୁ ଅତିଥି ମାନଙ୍କୁ ସ୍ୱାଗତ କରାଯିବା ସହ

ଚାଷୀ କମ୍ପାନୀର 11 ଜଣ ନିର୍ଦେଶିକାଙ୍କ ଦ୍ୱାରା ସ୍ୱାଗତ ସଂଗୀତ ପରିବେଷଣ କରାଯାଇଥିଲା l ପରେ ପରେ ପ୍ରଡୁସର କମ୍ପାନୀ ଅଧ୍ୟକ୍ଷା ଶ୍ରୀମତୀ ଅଞ୍ଜଳି ନାଗଙ୍କ ଦ୍ୱାରା ବାର୍ଷିକ ବିବରଣୀ ପଠନ କରାଯାଇଥିଲା, ଓ ଉପାଧ୍ୟକ୍ଷା ଜୁଲି ପଧାନ ଆଗାମୀ ବାର୍ଷିକ ଯୋଜନା ପଠନ କରିଥିଲେ ଯେଉଁଥିରେ ଅଦ୍ୟାବଧି ୮ ମାସ ମଧ୍ୟରେ କମ୍ପାନୀର 617 ଜଣ ଅଂଶଧନକାରି ଯୋଡି ହୋଇଛନ୍ତି l 350 ଜଣ ମହିଳା ଚାଷୀର ମୁଗମଞ୍ଜି ପ୍ରଦାନ, 204 ଜଣ ମହିଳା ଚାଷୀଙ୍କୁ ଖରିଫ ଋତୁରେ ସାର ପ୍ରଦାନ କରାଯାଇଛି l ରବି ଋତୁରେ ୪୫ ଜଣ ଚାଷୀଙ୍କ ଦ୍ୱାରା ଧାନବୀହନ ଚାଷ  କରାଯାଇଛି l ଅମଳ ପରେ ସେହି ମହିଳା ଚାଷୀଙ୍କ ଠାରୁ ଧାନ କ୍ରୟ କରାଜୀବ ବୋଲି ପ୍ରକାଶ କରିଥିଲେ l ଲୋଇସିଂହା ବ୍ଲକ କୃଷିଅଧିକାରୀ ଉମାଶଙ୍କର ମିଶ୍ର ନିଜ ବକ୍ତବ୍ୟରେ ଚାଷୀ ମାନଙ୍କ ପାଇଁ ଉପଲବ୍ଧ ସମସ୍ତ ସରକାରୀ ଯୋଜନା  ବିଷୟରେ ସୂଚନା ଦେଇଥିଲେ l ଯଥା ଚାଷ ଉପକରଣ କିଣିବାରେ ରହିଥିବା ସବସିଡି/ରିହାତି ବିଷୟରେ ସବିଶେଷ ସୂଚନା ଦେଇଥିଲେ l ଲୋଇସିଂହା ଏବିଡିଓ ବିଜୟ କୁମାର ହୋତା ତାଙ୍କ ପ୍ରକାଶ କରିଥିଲେ ଯେ ଚାଷୀ ଉତ୍ପାଦକ ସଂଗଠନ ସରକାରୀ ସୁବିଧାମାନ ସଠିକ ଭାବେ ଚାଷୀଙ୍କ ପାଖେ ପହଞ୍ଚlନ୍ତୁ, ସମସ୍ତ ସୁବିଧା ଆପଣଙ୍କ କମ୍ପାନୀ ବା ଚାଷୀଙ୍କ ନିକଟରେ ପହଂଚାଇବା ପାଇଁ ଆମେ ସଂକଳ୍ପବଦ୍ଧ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like