-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

ଅପରିଷ୍କାର ଘେରରେ ବୀରମହାରାଜପୁର ଦୈନିକ ପରିବା ବଜାର ।

04-Feb-2023



ବୀରମହାରାଜପୁର,(ଵିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର  ଦୈନିକ ପନିପରିବା ବଜାର ଏବେ ଅପରିଷ୍କାର ସହ ଦୁର୍ଗନ୍ଧମୟ ପାଲଟିଛି । ଯାହାଫଳରେ କ୍ରେତା ବିକ୍ରେତାଙ୍କ ମଧ୍ୟରେ ଅସନ୍ତୋଷର ବାତାବରଣ ସୃଷ୍ଟି ହେଉଥିବା ଦେଖିବାକୁ ମିଳିଛି। ଅଞ୍ଚଳର ବହୁ ଚାଷୀ ଏହି ଦୈନିକ ବଜାର ଉପରେ ନିର୍ଭର କରିଥାନ୍ତି। ପ୍ରତ୍ୟେକ ଦିନ ସକାଳ ଠାରୁ ମଧ୍ୟାହ୍ନ ସମୟ ପର୍ଯ୍ୟନ୍ତ ‌ଚାଷୀ ଖରା ବର୍ଷା ଶୀତରେ ନିଜର ପନିପରିବା ବିକ୍ରି କରୁଥିବା ଦେଖିବାକୁ ମିଳିଛି।  ବଜାର ପରିସର ଅପରିଷ୍କାର ରହୁଥିବା ବେଳେ ପିଇବା ପାଣିର ବ୍ୟବସ୍ଥା ନାହିଁ।  କ୍ରେତା ବିକ୍ରେତା ମାନେ ଆସୁଥିବା ସାଇକେଲ ଓ ବାଇକ  ଅସୁରକ୍ଷିତ ସ୍ଥାନରେ  ରଖୁଥିବା ଦେଖିବାକୁ ମିଳିଛି। ଯାହାଫଳରେ ଏଠାରୁ ଚୋରି ହେଉଥିବା ବିଭିନ୍ନ ସମୟରେ ଥାନରେ ଅଭିଯୋଗ ହେଇଛି।

ଯାହାଫଳରେ ଉଭୟ କ୍ରେତା ବିକ୍ରେତାଙ୍କ ମଧ୍ୟରେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି। ପଞ୍ଚାୟତ କର୍ତ୍ତୃପକ୍ଷ  ସମସ୍ତ ବିକ୍ରାତାଙ୍କ ଠାରୁ ଦୈନିକ ଟିକସ ଆଦାୟ କରି ବର୍ଷକୁ ଲକ୍ଷାଧିକ ଟଙ୍କା ଟିକସ ଆଦାୟ କରୁଛନ୍ତି। ହେଲେ ପଞ୍ଚାୟତ କର୍ତ୍ତୃପକ୍ଷ ପିଇବା ପାଣିର ବ୍ୟବସ୍ଥା କରିନଥିବା ବେଳେ ସଫେଇ କାର୍ଯ୍ୟ ହେଉନଥିବା ଯୋଗୁଁ ଏଠାରେ ଆବର୍ଜନା କୁଣ୍ଡରେ ପରିଣତ ହେଇଛି।‌ ଏଠାରେ ଆର୍ବଜନା ଗୁଡ଼ିକ ଏକାଠି ଜମି ରହି ପଚି ସଢି ଦୁର୍ଗନ୍ଧ ହେଉଅଛି।‌ ଯାହାଫଳରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଜିଲ୍ଲା ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବା ସହ ଉଚିତ ପଦକ୍ଷେପ ନେବାପାଇଁ ବୃଦ୍ଧି ଜୀବି ମହଲରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk