-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

ଲୋଇସିଂହା ମହାବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଯୁବ ରେଡ଼କ୍ରସ ଶିବିର ଉଦଘାଟିତ

04-Feb-2023




ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ମହାବିଦ୍ୟାଳୟର ଯୁବ ରେଡ଼କ୍ରସ ତରଫରୁ ଲୋଇସିଂହା ମହାବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଯୁବ ରେଡ଼କ୍ରସ ଶିବିର ଉଦଘାଟିତ ହୋଇଯାଇଛି l ୩ ଦିନ ଧରି ହେବାକୁ ଯାଉଥିବା ଏହି ଶିବିରରେ ବଲାଙ୍ଗୀର ଜିଲ୍ଲାରୁ ପ୍ରାୟ 40 ରୁ ଉର୍ଦ୍ଧ କଲେଜର ଯୁବ ରେଡ଼କ୍ରସ ସ୍ୱଚ୍ଛାସେବୀ ମାନେ ଅଂଶଗ୍ରହଣ କରିଛନ୍ତି l ଲୋଇସିଂହା ବିଧାୟକ ଡ଼ ମୁକେଶ ମହାଲିଙ୍ଗ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ଶିବିରକୁ ଉଦଘାଟନ କରିଥିଲେ l

କଲେଜ ଅଧ୍ୟକ୍ଷ ଶ୍ରୀ ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଉଦ୍ଘାଟନୀ ସଭାରେ ଯୁବ ରେଡ଼କ୍ରସ ବଲାଙ୍ଗୀର ଜିଲ୍ଲା ସଂଯୋଜକ ଡ଼. ଦୈତାରୀ ପୂଜାରୀ ଯୁବ ସମାଜ ପାଇଁ ରେଡ଼କ୍ରସର ଭୂମିକା ସମ୍ପର୍କରେ ଆଲୋଚନା କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀ ଅମୃତ ସିଂ ବରିହା, ଶ୍ରୀ ରାଜେନ୍ଦ୍ର ମହାରଣା, ମନୋଜ କୁମାର ମିଶ୍ର ପ୍ରମୁଖ ଯୁବ ରେଡ଼କ୍ରସ ଆଲୋଚନା ଚକ୍ରରେ ସକ୍ରିୟ ଅଂଶଗ୍ରହଣ କରିଥିଲେ l ଯୁବ ରେଡ଼କ୍ରସର କାଉନ୍ସିଲର ଅଧ୍ୟାପକ ମାନସ କୁମାର  ସ୍ୱାଗତ ସମ୍ଭlଷଣ ଦେଇଥିବା ବେଳେ ଅନ୍ୟତମ କାଉନ୍ସିଲର ଅଧ୍ୟାପକ ହିମାଂଶୁ ମହାକୁର ଧନ୍ୟବାଦ ଅର୍ପଣ କରିଥିଲେ l କଲେଜର ଅଧ୍ୟାପକ/ଅଧ୍ୟାପିକା ତଥା ଅନ୍ୟାନ୍ୟ ସହକର୍ମୀ ଉପସ୍ଥିତ ରହି ଉକ୍ତ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk