-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରେ ବ୍ୟାପକ ଅନିୟମିତତା ପ୍ରତିବାଦରେ ଲୋଇସିଂହା ବ୍ଲକରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ବ୍ଲକ୍ କାର୍ଯ୍ୟାଳୟ ଘେରାଓ

04-Feb-2023



ଲୋଇସିଂହା, (ବିନୋଦ କୁମାର ଦୀପ) ପ୍ରଧାନମନ୍ତ୍ରୀ ଆବାସ ଯୋଜନା ତାଲିକାରେ ବ୍ୟାପକ ଅନିୟମିତତା ପ୍ରତିବାଦରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ଲୋଇସିଂହା ବ୍ଲକରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ବ୍ଲକ୍ କାର୍ଯ୍ୟାଳୟ ଘେରାଓ କରା ଯାଇଥିଲା l ପରେ ପରେ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଗୋଷ୍ଠି ଉନ୍ନୟନ ଅଧିକାରୀଙ୍କୁ ଦାବୀପତ୍ର ପ୍ରଦାନ କରାଯାଇଥିଲା l ପ୍ରକୃତ ହିତାଧିକାରୀ ଆବାସ ଯୋଜନାରେ ବାଦ୍ ପଡିବା ନେଇ ସରକାରଙ୍କୁ ସୂଚାଇ ଦିଆଗଲା, ଆଗାମୀ ଦିନରେ ଆବାସ ଯୋଜନାରେ ହୋଇଥିବା ହିତାଧିକାରୀ ଚିହ୍ନଟ ପ୍ରକ୍ରିୟାକୁ ଠିକ୍ ଭାବରେ କାର୍ଯକାରୀ କରା ନଗଲେ ଆନ୍ଦୋଳନ ଆହୁରି ତୀବ୍ରତର କରାଯିବ ବୋଲି ଚେତାବନୀ ଦେଇଛନ୍ତି l

ବ୍ଲକ୍ ପ୍ରଶାସନ ସରପଞ୍ଚ ମାନଙ୍କୁ ସହଯୋଗ କରିବା ତ ଦୂରର କଥା ତାଙ୍କ କଥାକୁ କର୍ଣ୍ଣପାତ କରୁନଥିବା ଅଭିଯୋଗ ମଧ୍ୟ ହୋଇଛି l ଏହି ବ୍ଲକ୍ ଅଫିସ୍ ଘେରାଓ କାର୍ଯକ୍ରମଟି ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ ଲୋଇସିଂହା  ବ୍ଲକର ଅନେକ ମହିଳା ଓ ପୁରୁଷ ଯୋଗ ଦେଇଥିଲେ l ଏହାସହ ଏମ. ପି. ନୋମିନି ବାଳକୃଷ୍ଣ ଧରୁଆ, ଲୋଇସିଂହା ବ୍ଲକ ଦୁଇ ବିଜେପି ମଣ୍ଡଳ ସଭାପତି ସରୋଜ ସାହୁ ଓ କିଶୋର ପଟେଲ, ବୁର୍ଡl ସରପଞ୍ଚ ସୁଦିପ ସା, ଗୌରାଙ୍ଗ ନାଏକ, ରାଜୁ ସାହୁ, ବାଦିବାହାଲ ସରପଞ୍ଚ ପ୍ରଶାନ୍ତ ତ୍ରିପାଠୀ, ଭୂତନାଥ ନାଏକ, ବାହାଦୁର ନନ୍ଦ, ସୁନିଲ ଦାସ, ଲଳିତ ପଧାନ, ସୋମନାଥ ପଧାନ, ଅନ୍ତର୍ଯ୍ୟାମୀ ବିଶ୍ୱାଳ, ପ୍ରଦୀପ ଦୀପ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like