-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ଦ୍ଵିତୀୟ ଦିନରେ ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା- କୃଷି ସଂବନ୍ଧୀୟ ଆଲୋଚନାଚକ୍ର

04-Feb-2023



ବଲାଙ୍ଗିର(ପ୍ରେରଣା ଖବର) ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୁଲ୍ୟରେ କୋଶଳ କଳା ମଣ୍ଡଳ ପଡିଆ ବଲାଙ୍ଗିର ଠାରେ ଫେବ୍ରୁଆରି ୩ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଇଥିବା ବଲାଙ୍ଗିର ଜିଲ୍ଲା ସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳାର ଆଜି ଦ୍ଵିତୀୟ ଦିବସରେ କୃଷି ସଂବନ୍ଧୀୟ ଆଲୋଚନାଚକ୍ର ଅନୁଷ୍ଠିତ

ହୋଇଯାଇଛି । ଦିବସର ପ୍ରଥମ ପର୍ଯାୟରେ ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ର ପ୍ରଫେସର ଇଂ ସଂଗ୍ରାମ କେଶରୀ ସ୍ଵାଇଁ ଯୋଗଦେଇ ଉନ୍ନତ  ଯାନ୍ତ୍ରିକକରଣ ର ବିକାଶ ଓ ସୁଯୋଗ ସମ୍ପର୍କରେ ଆଲୋଚନା କରିଥିଲେ । କୃଷିରେ ଉନ୍ନତ ଯାନ୍ତ୍ରିକୀକରଣ ବିଭିନ୍ନ  ସୁବିଧା ସୁଯୋଗ  ସଂପର୍କରେ  ଚାଷୀ ମାନଙ୍କୁ  ବିଭିନ୍ନ ଦିଗରୁ ଉଦାହରଣ ତଥା ଯନ୍ତ୍ରପାତି ର ସଠିକ ବ୍ୟବହାର ସଂପର୍କରେ ଆଲୋଚନା ପୂର୍ବକ ଚାଷୀ ମାନଙ୍କୁ ବୁଝାଇଥିଲେ । ଭି॰ ଏସ॰ ଟି ଲିମିଟେଡ ର ଆଞ୍ଚଳିକ ପରିଚାଳକ ବିଜୟ କୁମାର ବେହେରା ଫାର୍ମ ଯାନ୍ତ୍ରିକକରଣ ର ପରିଚାଳନା ସମ୍ପର୍କରେ ଆଲୋଚନା କରି କୃଷି ଯନ୍ତ୍ରପାତି ର ସଠିକ  ପରିଚାଳନା ତଥା ବ୍ୟବହାର  ଏବଂ କିପରି ସେଇ ଯନ୍ତ୍ରପାତି ରେ ଅନ୍ୟ ଯନ୍ତ୍ରପାତି  ଖଞ୍ଜା ଯାଇ ବ୍ୟବହାର କରାଯାଇ ପାରିବ ସେ ସଂପର୍କରେ ଆଲୋଚନା କରିଥିଲେ । କୃଷି ବିଜ୍ଞାନ କେନ୍ଦ୍ର, ବଲାଙ୍ଗୀର ର  ବରିଷ୍ଠ ବୈଜ୍ଞାନିକ ଓ ମୁଖ୍ୟ ଡକ୍ଟର ସତ୍ୟମୟ ଶତପଥୀ  କୃଷି ଯାନ୍ତ୍ରିକୀକରଣ ବିଷୟରେ ଆଲୋଚନା କରିଥିଲେ। ଦ୍ଵିତୀୟ  ଅଧିବେଶନରେ ଢେଙ୍କନାଳ ର ଆଞ୍ଚଳିକ ସଂପ୍ରସାରଣ ତାଲିମ ପ୍ରତିଷ୍ଠାନ ର ତାଲିମଦାତା  ଡକ୍ଟର ଅଶୋକ କୁମାର ମଙ୍ଗରାଜ,ଫସଲ  ଉତ୍ପାଦନ ଠାରୁ ଖାଦ୍ୟ ପ୍ରକ୍ରିୟାକରଣ ତଥା ବିକ୍ରବଟା ସଂପର୍କରେ ଆଲୋଚନା କରି ଦୃଷ୍ଟାନ୍ତ  ଦେଇ ଚାଷୀ ମାନଙ୍କୁ ବୁଝାଇଥିଲେ । ପରେ ପାଟଣାଗଡର ମାଛଚାଷୀ ଉଦ୍ୟୋଗୀ ସପନ କୁମାର ପାତ୍ର ମାଛ ଚାଷ ତଥା ତାର ଲାଭ ସଂପର୍କରେ ନିଜସ୍ୱ ଅଭିଜ୍ଞତା ଓ ଅନୁଭୂତିରୁ ବିଭିନ୍ନ ଉଦାହରଣ ଦେଇଥିଲେ । ଆଜି ଉପସ୍ଥିତ ଚାଷୀ ମାନଙ୍କ ମଧ୍ୟରେ କୁଇଜ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା ଆଠଜଣ ଚାଷୀଙ୍କୁ  କୁଇଜ ମାଧ୍ୟମରେ  ପୁରସ୍କୃତ କରାଯାଇଥିଲା ।  ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବିଶେଶ୍ଵର  ସାହୁ, କୃଷି ନିର୍ବାହୀ ଯନ୍ତ୍ରୀ ଲାସା  ମୁର୍ମୁ ଏହି ଆଲୋଚନା ଚକ୍ର ରେ ଉପସ୍ଥିତ ଥିବା ବେଳେ ସହକାରୀ କୃଷି ଅଧିକାରୀ ସୁଶୀଲ କୁମାର ସେଠୀ କୁଇଜ ପରିଚାଳନା କରିଥିଲେ ଓ  ଗୀତିକୃଷ୍ଣା

ନାଏକ,ସୁନନ୍ଦା ସାହୁ,ବିମ୍ବାଧର ସାହୁ,ସୁଧାକର ନନ୍ଦ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶେଷରେ କୃଷି ସହକାରୀ ନିର୍ବାହୀ ଯନ୍ତ୍ରୀ ନରେନ୍ଦ୍ର ପାଣିଗ୍ରାହୀ  ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ଆଜି ର ଏହି କାର୍ଯକ୍ରମରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଚାଷୀ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like