-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||     

HOME   ଜିଲ୍ଲା

ପଞ୍ଚାୟତ ହାଇସ୍କୁଲ ଠାରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ

04-Feb-2023



ବେଲପଡା (ପୁର୍ଣ୍ଣ ଶଶୀ ଶେଖର ରାଓ)ଆଜି ବଲାଙ୍ଗୀର ଜିଲ୍ଲା ବେଳପଡା ବ୍ଲକ ବାଗଦୋର ଗ୍ରାମ ପଞ୍ଚାୟତ ର ପଞ୍ଚାୟତ ହାଇସ୍କୁଲ ବନମାଲ ଗାଁ ଠାରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି ବାର୍ଷିକ କ୍ରୀଡ଼ା ଉତ୍ସବରେ  ମୁଖ୍ୟ ଅତିଥି ଭାବରେ ସରପଞ୍ଚ ଶ୍ରୀ ଯୁକ୍ତ ପ୍ରଦୀପ କୁମାର ବେହେରା ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ପ୍ରଧାନ ଶିକ୍ଷକ ଶ୍ରୀ ଯୁକ୍ତ ଧନେଶ୍ୱର ବିଶ୍ୱାଳ ଯୋଗଦାନ କରିଥିଲେ।ଛାତ୍ର ଛାତ୍ରୀ ଅତିଥି ମାନଙ୍କୁ ଚିତାକର୍ଷକ ନୃତ୍ୟ ପରିବେଷଣ କରି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।ସରପଞ୍ଚ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ସହ ବହୁମୂଲ୍ୟ ବକ୍ତବ୍ୟ ପ୍ରଦାନ କରିଥିଲେ। ପରେ କ୍ରୀଡ଼ା ପତାକା କୁ ଉତ୍ତୋଳନ କରି ଖେଳ କୁ ଆରମ୍ଭ କରିଥିଲେ।ଏଥିରେ ଦୌଡ଼ ୧୦୦,ମିଟର ୨୦୦,୪୦୦,୮୦୦ମିଟର ଦୌଡ଼ି ଥିବାବେଳେ ଉଚ୍ଚ ଡିଆଁ,ଲମ୍ବ ଡିଆଁ,ସଟଫୁଟ,ଡିସ୍କଶ,ଗୀତ ନାଚ,ପ୍ରଭୁତି ରେ ଛାତ୍ର ଛାତ୍ରୀ ମାନେ ଅଂଶଗ୍ରହଣ କରି ନିଜ ନିଜ ଖେଳ ପ୍ରଦର୍ଶନ କରିଥିଲେ।ଖେଳ କୁ ସୁଚାରୁରୂପେ ପରିଚାଳନା କରିଥିଲେ ଖେଳ ଶିକ୍ଷକ ସରୋଜ କୁମାର ବିଶ୍ବାଳ,ସହଯୋଗ କରିଥିଲେ ଉକ୍ତ ହାଇସ୍କୁଲ ର  ସମସ୍ତ ଶିକ୍ଷକ ଓ କର୍ମଚାରୀ ବୃନ୍ଦ। ଏହି କାର୍ଯ୍ୟକ୍ରମ ଧୁମ୍ ଧାମରେ ପାଳନ କରାଯାଇଛି ବୋଲି ଅଞ୍ଚଳବାସୀ ଙ୍କ ଠାରୁ ଶୁଣିବାକୁ ମିଳିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026

You Might Also Like