-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ମୁଣ୍ଡୋମହୁଲ ଠାରେ ମାଘମେଳା ଉପଲକ୍ଷେ ୭ମ ତମ ଶ୍ରୀମଦ୍ ଭାଗବତ ପରାୟଣ

04-Feb-2023



ପାଟଣାଗଡ  (ପୁର୍ଣ୍ଣ ଶଶୀ ଶେଖର ରାଓ) ପାଟଣାଗଡ଼  ବ୍ଲକ ଅନ୍ତର୍ଗତ ମୁଣ୍ଡୋମହୁଲ ଠାରେ ମାଘ ମେଳା  ଉପଲକ୍ଷେ ଶ୍ରୀମଦ୍ ଭାଗବତ ପରାୟଣ ଷଷ୍ଠ ଦିନ ରେ ଅନୁଷ୍ଠିତ ହୋଇଯାଇଛି ।ଏହି ମେଳା ଟି ପ୍ରଦୀପ ସାହୁ ଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ହୋଇଯାଇଛି । ଏହି ମେଳାରେ ହଜାର ହଜାର ସଂଖ୍ଯାରେ ଶ୍ରଦ୍ଧାଲୁ ମାନଙ୍କର ସମାଗମ ହୋଇଥିବା ଜଣାପଡିଛି । ପ୍ରତ୍ୟେକ ରାତ୍ରି ରେ ମନୋରଞ୍ଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରତ୍ୟେକ ରାତ୍ରି ବିଭିନ୍ନ ଜନପ୍ରତିନିଧି ଙ୍କ ସହ  ରାଜ ନେତା ପ୍ରଶାସନିକ ଅଧିକାରୀ ମାନଙ୍କୁ ଅତିଥି ଭାବେ ନିମନ୍ତ୍ରଣ କରାଯାଇ ଗାଁ ତଥା ଅଞ୍ଚଳ ର ବିଭିନ୍ନ ସମସ୍ୟା ର  ସମାଧାନ ଉପରେ ଆଲୋକପାତ କରିବା ସହ  ଏହି ମେଳା କୁ  ଆହୁରି କେମିତି ଆଗକୁ ସରସ ସୁନ୍ଦର କରା ଯିବ ତାହା ମଧ୍ୟ ଅତିଥି ମାନେ ପ୍ରତିଶୃତି ଦେଇଥିଲେ । ଆୟୋଜିତ ମେଳା ରେ ରବି ଚନ୍ଦ୍ର ଧରୁଆ ସମ୍ପାଦକ ଥିବାବେଳେ ପୂଜା କର୍ତା କୀର୍ତ୍ତି ଚନ୍ଦ୍ର ସାହୁ ଏବଂ ଧର୍ମ ପତ୍ନୀ କୁନି ସାହୁ ପୂଜା କର୍ତ୍ତା ଭାବେ କାର୍ଯ୍ୟ ନିର୍ବାହ କରିଥିଲେ ।  ପୂଜକ ନୁରୋତ୍ତମ୍ ତ୍ରିପାଠୀ ଏବଂ ବ୍ୟାସ ଭାବେ -ବନମାଳୀ ମିଶ୍ର ଯୋଗଦେଇ ସୁମଧୁର କଣ୍ଠସ୍ଵରେ  ଭାଗବତ ପରାୟଣ  କରି ସମସ୍ତ ଶ୍ରଦ୍ଧାଳୁମାନଙ୍କ ମନକୁ ମନ୍ତ୍ରମୁଗ୍ଧ କରିଥିଲେ । ମୁଣ୍ଡୋମହୁଲ ଗ୍ରାମର ସମସ୍ତେ ସହ ଯୋଗ କରିଥିଲେ । ଆଜି  ରୀତି ନୀତି ଭାବରେ ରୁକ୍ମୁଣୀ ବିବାହ ଅନୁଷ୍ଠିତ ହୋଇଥିଲା  । ଅନୁଷ୍ଠିତ  ବିବାହ ର କନ୍ୟା ର ପିତା ଘନ ଭୁଏ ଓ ମାତା ମାଧୁରୀ ଭୁଏ କନ୍ୟା ସମର୍ପଣ କରି ପାରମ୍ପରିକ ଭାବେ କାର୍ଯ୍ୟ ସମ୍ପନ୍ନ କରିଥିଲେ । ସମସ୍ତ ଶ୍ରଦ୍ଧାଳୁମାନଙ୍କ ପାଇଁ ଅନ୍ନପ୍ରସାଦ ଭୋଗ ବ୍ୟବସ୍ଥା କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like