-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ସନ୍ଥ କବି ଭୀମଭୋଇଙ୍କ ସମାଧି ପୀଠ ଖଲିଆପାଲି ଠାରେ ମାଘମେଳା,  ମହିମା ସାଧୁ ଙ୍କ ଜଗତ ଉଦ୍ଧାର ଡାକରେ  ପୀଠ ପ୍ରକମ୍ପିତ।

04-Feb-2023



ବଲାଙ୍ଗିର - ମହିମା ଧର୍ମ ର ଅନ୍ଯତମ ପ୍ରମୁଖ ପୀଠ ସନ୍ଥ କବି ଭୀମଭୋଇଙ୍କ ସାଧନା ସିଦ୍ଧିସମାଧି ପୀଠ ସୁବର୍ଣ୍ଣପୁର ଜିଲ୍ଲାର ଖଲିଆପାଲି ଠାରେ ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ମାଘମେଳା ଓ ସାର ସ୍ଵତ ସମାରୋହ  ହୋଇଅଛି। ଦୁର ଦୁରାନ୍ତରୂ  ମହିମା ଧର୍ମ। ବଲମ୍ବୀ ତଥା ସାଧୁସନ୍ଥ ମାନଙ୍କ ସମାଗମ ବଢ଼ିବାରେ ଲାଗିଛି।ସମାଧି ମନ୍ଦିର  ଓ ପୀଠର ମୁଖ୍ୟ ସନ୍ଯାସୀ ବାବା ଓ ଅନ୍ୟ ମାନେ ପାଦୁକା ମନ୍ଦିର ରେ ପୂଜାର୍ଚ୍ଚନା ଓ ୧୦୮ ପୂର୍ଣ୍ଣ କଳସ ରଖି ସମାଧି ମନ୍ଦିର ଖୋଲା ଯିବା ସହ ନିତିକାନ୍ତି ସମ୍ପୂର୍ଣ୍ଣ କରିଥିଲେ।

ସମାଧି ମନ୍ଦିର ଦୁଇ ଦିନ ପାଇଁ ଖୋଲା ରହିବ।  ଏହି ଅବସରରେ ଅନ୍ଯ ବର୍ଷ ମାନଙ୍କ ପରି ଚଳିତ ବର୍ଷ ମଧ୍ୟ ଭୀମଭୋଇ ସମାଧି ପୀଠ ଟ୍ରଷ୍ଟ ଖଲିଆପାଲି ଓ ଜିଲ୍ଲା ସଂସ୍କୃତି ପରିଷଦ ସୁବର୍ଣ୍ଣପୁର ଆନୁକୂଲ୍ୟରେ ସାରସ୍ଵତ ସମାରୋହ ଟ୍ରଷ୍ଟ ର ମ୍ଯାନେଜିଙ୍ଗ ଟ୍ରଷ୍ଟି ଛତ୍ରଧାରୀ ଅଗ୍ରୱାଲ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇ ମୁଖ୍ୟ ଅତିଥି ଭାବରେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସମ୍ମାନିତ ଅତିଥି ଭାବରେ ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ଅମ୍ବରେଶ ପଣ୍ଡା ,ଭୁବନେଶ୍ୱର କାଳରାହାଙ୍ଗ ଭୀମଭୋଇ ପୀଠର ରମେଶ ବାବା, ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ପ୍ରେମାନିଧି ସେଠ, ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟ ର ଭୀମଭୋଇ ଚେୟାର ର ପ୍ରଦୀପ କୁମାର ପଣ୍ଡା ସୁବର୍ଣ୍ଣପୁର ବି ଡି ଓ ସୋମ୍ଯ ରଞ୍ଜନ ସ୍ବାଇଁ ଯୋଗଦାନ କରିଥିଲେ। ପ୍ରଥମେ ଛତ୍ରଧାରୀ ଅଗ୍ରୱାଲ ଙ୍କ ଦ୍ଵାରା ସ୍ବାଗତ ଭାଷଣ ଓ ପରେ ସମ୍ମାନିତ ଅତିଥି ଓ ମୁଖ୍ଯ ଅତିଥି ନିରଞ୍ଜନ ପୂଜାରୀ ଅଭିଭାଷଣ ପ୍ରଦାନ କରିଥିଲେ।

ଏହି ଅବସରରେ ଭୀମଭୋଇ ସ୍ମୃତି ସମ୍ମାନ ରେ ପ୍ରେମାନିଧି ସେଠ, ଭୀମଭୋଇ ମହିମା ସମ୍ମାନରେ ବାବା ରମେଶ ଦାସ, ଭୀମଭୋଇ ସାହିତ୍ୟ ସମ୍ମାନ ରେ ପ୍ରଦୀପ କୁମାର ପଣ୍ଡା, ଭୀମଭୋଇ କଳା ସମ୍ମାନ ରେ ଚନ୍ଦ୍ରାବତୀ ପଣ୍ଡା, ଭୀମ ଭୋଇ ଯୁବ ପ୍ରତିଭା ସମ୍ମାନ ପଞ୍ଚାନନ ଜଗଦଲା , ଭୀମଭୋଇ କ୍ରିଡା ସମ୍ମାନ ରେ  ଜିତା ପାତ୍ର ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସଭା କାର୍ଯ୍ୟ କୁ ସାମ୍ବାଦିକ ପୁର୍ଣ୍ଣଚନ୍ଦ୍ର ପଣ୍ଡା ଓ କାର୍ଯ୍ଯାଳୟ ସଂପାଦକ ଜନ୍ମଜୟ ସ୍ବାଇଁ ସଂଯୋଜନା କରିଥିବା ବେଳେ ବିଡ଼ିଓ ସୋମ୍ଯ ରଂଜନ ସ୍ବାଇଁ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଟ୍ରଷ୍ଟ ର ମୁଖପତ୍ର ମହିମା ଅତିଥି ମାନଙ୍କ ଦ୍ବାରା ଉନ୍ମୋଚିତ ହୋଇଥିଲା। ଓ ସଂଧ୍ୟାରେ ମହିମା ସାଧୁ ମାନଙ୍କ ଦ୍ଵାରା ଜଗତ କଲ୍ୟାଣ ପାଇଁ ୧୦୮ ଝାଡ ବତୀ ପ୍ରଜ୍ବଜନ କରାଯାଇଥିଲା।ପରେ ମନ୍ଦିର ପରିସର ମହିମା  ସାଧୁ ଓ ଭକ୍ତ ମାନଙ୍କ ଦ୍ବାରା ମହିମା ଭଜନ ଓ ଜଗତ ଉଦ୍ଧାର ଡାକରେ ମନ୍ଦିର ପରିସର ପ୍ରକମ୍ପିତ ହୋଇ ଉଠିଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like