-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଡେଲିଭେରି ବୟ ଙ୍କ କାହାଣୀ କୁ ନେଇ ନିର୍ମାଣ ହେଲା ଚଳଚ୍ଚିତ୍ର

04-Feb-2023



ଆଜି ଭୁବନେଶ୍ବର କେଶରୀ ଟକିଜ୍ ରେ ଚଳଚ୍ଚିତ୍ର ର ଫାଷ୍ଟ ଲୁକ୍ ପ୍ରଦର୍ଶିତ ହୋଇଥିଲା। ଦର୍ଶକମାନଙ୍କ ଦ୍ବାରା ଫାଷ୍ଟଲୁକ୍ ବେଶ୍ ଆଦୃତ ହୋଇଥିଲା।

ଏହି ଫାଷ୍ଟଲୁକ୍ ପ୍ରଦର୍ଶନ ସମୟରେ ବିଧାୟକ ଅନନ୍ତ ନାରାୟଣ ଜେନା, କାଉନସିଲର ରଞ୍ଜୁଲତା ରାୟ, ପ୍ରଯୋଜକ ଜ୍ୟୋତିରଞ୍ଜନ ମହାନ୍ତି, ନିର୍ଦ୍ଦେଶକ ଅଶ୍ବିନ ତ୍ରିପାଠୀ, ଅଭିନେତା ଶୈଳେନ୍ଦ୍ର, ଶକ୍ତି ବରାଳ, ସୂର୍ଯ୍ୟମୟୀ, ପ୍ରିୟମ୍ବଦା,

କ୍ରିଏଟିଭ୍ ହେଡ୍ ପ୍ରଣୟ ଜେଠୀ, ପ୍ରଯୋଜକ ଟୁଟୁ ନାୟକ ଓ ରମେଶ ବାରିକ ପ୍ରମୁଖ ଯୋଗ ଦେଇଥିଲେ।ସିନେମା ହଲ ବାହାରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା । ଟ୍ରେଲର

ଦେଖିବା ପରେ ଟ୍ରେଲର କିପରି ଲାଗିଲା ତାହା ଜାଣିବା ପାଇଁ ନିର୍ଦ୍ଦେଶକ ଅଶ୍ୱିନ ତ୍ରିପାଠୀ ବୁମ୍ ଧରିଥିଲେ । ମୋବାଇଲ କ୍ୟାମେରାରେ ରେକର୍ଡ କରୁଥିଲେ ନାୟକ ଶୈଳେନ୍ଦ୍ର । ଶୈଳେନ୍ଦ୍ର କହିଛନ୍ତି ଗଣମାଧ୍ୟମ ବନ୍ଧୁମାନେ ସମସ୍ତଙ୍କର ସାକ୍ଷାତକାର ନିଅନ୍ତି । କିନ୍ତୁ ଆଜି ଆମେ ସେମାନଙ୍କର ସାକ୍ଷାତକାର ନେଇଛୁ । ଗଣମାଧ୍ୟମ ବ୍ୟକ୍ତିବିଶେଷମାନେ ଟ୍ରେଲରକୁ ପ୍ରଶଂସା କରିଥିଲେ । 
ଏବେ ସବୁକିଛି ଅନ୍‌ଲାଇନ୍‌ରେ ଉପଲବ୍ଧ ହେଉଛି। କୌଣସି ବି ଜିନିଷ ଅନ୍‌ଲାଇନ୍‌ରେ ମଗାଇବା ପରେ କମ୍ପାନିରୁ ଗ୍ରାହକଙ୍କ ପାଖକୁ ପହଞ୍ଚାଇବା ପାଇଁ ଡେଲିଭରି ବୟ ହିଁ ଏକମାତ୍ର ସୂତ୍ରଧର। ହେଲେ ଠିକ୍‌ ସମୟରେ, ଠିକ୍ ବ୍ୟକ୍ତି ପାଖରେ ଏବଂ ଠିକ୍ ଠିକଣାରେ ଜିନିଷ ପହଞ୍ଚାଇବାକୁ ହେଲେ ଡେଲିଭରି ବୟକୁ ଅନେକ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଜଣେ ଡେଲିଭରି ବୟ ସାମ୍‌ନା କରୁଥିବା ସେହିସବୁ ଅସୁବିଧାକୁ ନେଇ ଏଇ ଚଳଚ୍ଚିତ୍ର ‘ଡେଲିଭରି ବୟ’ ନିର୍ମାଣ ହୋଇଛି। ଏଇ ଚଳଚ୍ଚିତ୍ରର କାହାଣୀ ପରିକଳ୍ପନା କରିଛନ୍ତିି ପରିଚିତ ପ୍ରଯୋଜକ ଜେ .ଆର.ଏମ୍‌, ସଂଳାପ ଲେଖିଛନ୍ତି ଦୀପକ ଜେନା ଏବଂ ଚିତ୍ରନାଟ୍ୟ ପ୍ରସ୍ତୁତି ସହ ନିର୍ଦ୍ଦେଶନା ଦେଇଛନ୍ତି ସହ ଅଶ୍ୱିନ ତ୍ରିପାଠୀ। ଏହି ଚଳଚ୍ଚିତ୍ରରେ ଅଭିନେତା ବୁଦ୍ଧାଦିତ୍ୟ, ଶୈଳେନ୍ଦ୍ର, ଅଭିନେତ୍ରୀ ସୂର୍ୟମୟୀ, ପ୍ରିୟମ୍ବଦା, ଶକ୍ତି ବରାଳ, ଜୀବନ ପଣ୍ଡା, ସୁଶାନ୍ତ, ଇଲୁ ବାନାର୍ଜୀ, ସରୋଜ ଦାଶ, ଚୌଧୁରୀ ବିକାଶ ଦାସ, ସନ୍ତୁ, ଅମନ୍, ଗୁଡ୍ଡୁ ଓ ପୁପୁଲ ପ୍ରମୁଖ ଅଭିନୟ କରିଛନ୍ତି। ଏଥିରେ ନିର୍ମଳ ନାୟକ ଗୀତ ରଚନା କରିଥିବା ବେଳେ ବୈଦ୍ୟନାଥ ଦାଶ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଏବଂ ଉଦିତ ନାରାୟଣ, ହ୍ୟୁମାନ୍‌ ସାଗର, ଅସୀମା ପଣ୍ଡା ଓ ଋତୁରାଜ ମହାନ୍ତି କଣ୍ଠଦାନ କରିଛନ୍ତି।
ଏକ ବାସ୍ତବ ଘଟଣାକୁ ନେଇ ଚଳଚ୍ଚିତ୍ରଟି ନିର୍ମାଣ ହୋଇଛି। କାହାଣୀରେ ସଡ଼କ ସୁରକ୍ଷା ଉପରେ ଅଧିକ ଗୁରୁତ୍ୱ ଦିଆଯାଇଥିବାରୁ ଏହି ଚଳଚ୍ଚିତ୍ର ନିଶ୍ଚିତ ଭାବେ ଦର୍ଶକଙ୍କୁ ପ୍ରଭାବିତ କରିବ ବୋଲି ପ୍ରଯୋଜକ ଜ୍ୟୋତିରଞ୍ଜନ‌ ମହାନ୍ତି କହିଛନ୍ତି। ୩୮ ଦିନ ସମୟ ମଧ୍ୟରେ ପ୍ରସ୍ତୁତ ହେଇଥିବା ଏଇ ଚଳଚ୍ଚିତ୍ର ସଙ୍ଗୀତରେ ପ୍ରଥମ ଥର ପାଇଁ ଏହାର ଶୀର୍ଷକ

ଗୀତକୁ ରାପ୍ ସଙ୍ଗୀତରେ ସଜାଯାଇଛି। ଏହା ସହ ‘ପାନ ଗୁଆ   ଖଇର ଗୁଆକାତି..., ଆମେ ସବୁ ଗଭର୍ଣ୍ଣରଙ୍କ ବଡ଼ ନାତି... ଭଳି ଆଉ ଚାରିଟି ଗୀତ ରହିଛିl। ଭୁବନେଶ୍ବରସ୍ଥିତ ଉତ୍କଳ‌ ଗ୍ୟାଲେରିଆଠାରେ ଏହି ଚଳଚ୍ଚିତ୍ରର ସଙ୍ଗୀତ ଲୋକାର୍ପଣ ହୋଇଯାଇଛି।
ଏହାର ସଙ୍ଗୀତ ବିତରଣ ଦାୟିତ୍ବ ନେଇଥିବା ଆମର ମ୍ୟୁଜିକ ୟୁଟୁବ୍ ଚ୍ୟାନେଲ୍‌ରେ ଏହାର ଗୀତଦୃଶ୍ୟଗୁଡ଼ିକ ଦେଖିବାକୁ ମିଳୁଛି।

(ଅମୃତ ନନ୍ଦ ଙ୍କ ରିପୋର୍ଟ) 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like