-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ନାଗରିକ କମିଟିର ସାଧାରଣ ପରିଷଦ ବୈଠକ

05-Feb-2023



ବଲାଙ୍ଗୀର, ସ୍ଥାନୀୟ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ କନଫରେନ୍ସ ହଲ୍ ଠାରେ ବଲାଙ୍ଗୀର ନାଗରିକ କମିଟିର ମାସିକ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା । ସଭାପତି ବେଲାର ସିଂ ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ବୈଠକରେ ପରିଷଦର ସାଧାରଣ ସଂପାଦକ ମନୋରଂଜନ ସାହୁ ପୂର୍ବ ବିବରଣୀ ପାଠ କରିବା ସହ ବିଭିନ୍ନ ପ୍ରସ୍ତାବ ଆଗତ କରିଥିଲେ । ପ୍ରଥମେ ଓଡ଼ିଶାର ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାଶଙ୍କ ବିୟୋଗରେ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ବଲାଙ୍ଗୀର ଜିଲ୍ଲା ରେ ଉପୁଜୁଥିବା ଆଇନ ଶୃଙ୍ଖଳା ପରିସ୍ଥିତି, ମୁଖ୍ୟ ଡାକ୍ତରଖାନାର ଆବର୍ଜନାକୁ ବର୍ଯ୍ୟବସ୍ତୁ ସୁପରିଚାଳନା ବ୍ୟବସ୍ଥା କରିବା, ମହିଳା ମହାବିଦ୍ୟାଳୟରେ ସୌନ୍ଦର୍ଯ୍ୟକରଣ ନାଁ ରେ ରାସ୍ତା ଅବରୋଧ ଯୋଗୁଁ ବିଶୃଙ୍ଖଳା ହେବାର ସମ୍ଭାବନା ଉପରେ ଆଲୋଚନା ହୋଇଥିଲା । ଆଲୋଚନାରେ ଜୟରାମ ମିଶ୍ର, ଗୋପଭୂଷଣ ନାଥ, ଦିବାକର ହୋତା, ଆର୍ତ୍ତତ୍ରାଣ ମିଶ୍ର, ଗଜେନ୍ଦ୍ର ତ୍ରିଭୁବନ ଦାସ ଭ୍ରମର, ପର୍ଶୁରାମ ନାୟକ , ବିଶ୍ୱନାଥ ତ୍ରିପାଠୀ,ସଲିମ ଖାଁ, ଦୂର୍ଗାପ୍ରସନ୍ନ ଛୁରିଆ, ଅଶୋକ ମିଶ୍ର, ଗୋପବନ୍ଧୁ ପୁରୋହିତ  ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଶେଷରେ ସଂଘର ଉପସଭାପତି ନିତ୍ୟାନନ୍ଦ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।   


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like