-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ଜନ୍ମ ମାଟି ସତ୍ୟଭାମାପୁର ରେ ମଧୁସୂଦନ ଦାସ ଙ୍କ ଶ୍ରାଦ୍ଧ ଦିବସ ମହାସମାରୋହରେ ପାଳିତ

05-Feb-2023



କଟକ ଜିଲ୍ଲା ସାଲେପୁର ବ୍ଲକ୍ ଅନ୍ତର୍ଗତ ସତ୍ୟଭାମାପୁର ଗ୍ରାମରେ  ଉତ୍କଳ ଗୌରବ ମଧୁସୁଦନ ଦାସ ଙ୍କ ଶ୍ରାଦ୍ଧ ବାର୍ଷିକ ସମାରୋହ ମଧୁସୁଦନ ସାଂସ୍କୃତିକ ପରିଷଦ ଆନୁକୁଲ୍ୟରେ ମହା ଆଡମ୍ବର ରେ ପାଳିତ ହୋଇ ଯାଇଛି।ଏହି କାର୍ଯ୍ୟ କ୍ରମ ରେ  କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଡଃ ସୁରେଶ  ଚନ୍ଦ୍ର ଦଳେଇ ମୁଖ୍ୟ ଅତିଥି ରାଜସ୍ବ ବିପର୍ଜୟ ପ୍ରଶମନ ବିଭାଗ ର ସ୍ଵତନ୍ତ୍ର ସଚିବ ଅଭୟ ନାୟକ ମୁଖ୍ୟବକ୍ତା ଓ ବରିଷ୍ଠ ସାହିତ୍ୟିକ,ପ୍ରାକ୍ତନ ଅଧ୍ୟାପକ,ବାଗ୍ମୀ,ବର୍ଷୀୟାନ କବି ତଥା ବରିଷ୍ଠ ଓଡ଼ିଶା ଅର୍ଥ ସେବା ଅଧିକାରୀ ପ୍ରଶାସକ ସଚ୍ଚିଦାନନ୍ଦ ବେହେରା ଓ ଅନୁଷ୍ଠାନ ର ସଭାପତି ପ୍ରଶାନ୍ତ ରାଉତ୍ ପ୍ରମୁଖ ଯୋଗ ଦେଇ ଥିଲେ ।ଶ୍ରୀଯୁକ୍ତ ସଚ୍ଚିଦାନନ୍ଦ ବେହେରା କହିଥିଲେ ମଧୁ ସୁଦାନ ଦାସ ହେଉଛନ୍ତି ଓଡ଼ିଆ ଜାତି ର ବିନ୍ଧାଣୀ ଓ ଅଧିନାୟକ ସବୁ କ୍ଷେତ୍ର ରେ ଓଡ଼ିଶା ପାଇଁ ସେ ହେଉଛନ୍ତି ପ୍ରଥମ ଓଡ଼ିଆ।ଭାଷା ଭିତ୍ତିକ ଆନ୍ଦୋଳନ ର ସେ ଥିଲେ ମୁଖ୍ୟ ପୁରୋଧା,ତାଙ୍କର ଅବଦାନ କୁ ଏ ଜାତି କେବେ ଭୁଲି ପାରିବ ନାହିଁ।

ସ୍ଵତନ୍ତ୍ର ସଚିବ ଅଭୟ ନାୟକ ମଧୁ ବାବୁଙ୍କ ପ୍ରତିଟି ଅବଦାନକୁ ଚୁମ୍ବକରେ ସାଉଁଟି ବଖାଣି ଥିଲେ ତାଙ୍କ ତ୍ୟାଗ ବଳିଦାନ ସମର୍ପଣ ର କଥା କହୁ କହୁ ଭାବ ବିହୋଳ ହୋଇ ଯାଇଥିଲେ।
କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ସୁରଶ ଚନ୍ଦ୍ର ଦଳେଇ କହିଥିଲେ ପ୍ରଥମ ହେବାକୁ ଚେଷ୍ଟା କର ଗର୍ବରେ ନିଜ କୁ ଓଡ଼ିଆ କହିବାକୁ ଚେଷ୍ଟା କର ସ୍ଵାଭିମାନ କୁ ବଜେଇ ରଖ ଏହାହିଁ ହେବ ତାଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳୀ।
ସମସ୍ତେ ଦାବୀ କରିଥିଲେ କେବେ ମଧୁ ବାବୁ ଙ୍କୁ ମରୋଣତର ଭାବରେ ଭାରତ ରତ୍ନ ସମ୍ମାନ ମିଳିବ

( ଦୀପକ କୁମାର ଷଡଙ୍ଗୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like