-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

ଅଦିତି କଲେଜର ବାର୍ଷିକ ଉତ୍ସବ ଅନୁଷ୍ଠିତ

05-Feb-2023



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)
ଗତକାଲି ସନ୍ଧ୍ୟାରେ ସହରର ବ୍ଲକଛକ ଠାରେ ଅବସ୍ଥିତ ଥିବା ଅଦିତି ମାଧ୍ୟମିକ ଉଚ୍ଚ ଵିଦ୍ୟାଳୟର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଚେଆରମେନ ଡ଼, ଜ୍ୟୋତିରଞ୍ଜନ ବହିଦାର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ ସୋନପୁର କଲେଜ ର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ, କେଦାରନାଥ ମିଶ୍ର ଯୋଗଦେଇ ଛାତ୍ରଛାତ୍ରୀ ଙ୍କୁ ଉଚ୍ଚମନାହେଇ ସର୍ବଦା ବିଦ୍ୟା ଅଧ୍ୟୟନରେ ବ୍ରତୀ ହେବାସହ   ଏକାଗ୍ରତା ରଖି ଶିକ୍ଷା ଗ୍ରହଣ କଲେହିଁ ସଫଳତା ମିଳିଥାଏ ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥି ଭାବରେ କେନ୍ଦ୍ରୀୟ ବିଦ୍ୟାଳୟ ର ଅଧ୍ୟକ୍ଷ ହେମନ୍ତ ସାହୁ,ବିଜୁପଟ୍ଟନାୟକ ମହିଳା କଲେଜର ଅଧ୍ୟକ୍ଷା ଡ଼, କିରଣବାଳାଦାସ,ଅଦିତି କଲେଜର ପରିଚାଳନା କମିଟି ସଭାପତି ବରିଷ୍ଠ ଆଇନଜୀବୀ ଲକ୍ଷ୍ମୀ ନାରାୟଣ ମହାନ୍ତି, ମୁଖ୍ୟ ବକ୍ତା ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼, ରାଧାକାନ୍ତ ଗଡ଼ତିଆ ପ୍ରମୁଖ ଯୋଗଦେଇ ଏକାଗ୍ରତା ବଳରେ ହିଁ ଶିକ୍ଷାର୍ଥୀ ନିଜର ସଫଳତାକୁ ଅତିକ୍ରମ କରିଥାଏ ବୋଲି ମତ ପ୍ରକାଶ କରିଥିଲେ।ସଭା ପ୍ରାରମ୍ଭରେ  କଲେଜ ର ଅଧ୍ୟକ୍ଷା ଲିଖିତା ପଟ୍ଟନାୟକ ସ୍ୱ।ଗତ ଅଭିଭାଷଣ ପ୍ରଦାନ କରିଥିବାବେଳେ ସମ୍ପାଦକ ନିଶାନ୍ତ ମହାନ୍ତି ବାର୍ଷିକ ବିବରଣୀ ପଠନ କରିଥିଲେ। ଏହି ଅବସରରେ ଶ୍ରେଷ୍ଠ ଶୃଙ୍ଖଳିତ ତଥା କାହାଣୀ ଲିଖନ ରେ ପାରଦର୍ଶିତା ଥିବା ଛାତ୍ରୀ ତିଲାସନୀ ବାରିକ,ଲିଟରାରୀ ଚମ୍ପିୟାନ ସ୍ୱାଗତ ପ୍ରଧାନ,୨୦୨୧ ଟପ୍ପର ଭାବରେ ପ୍ରିୟଂକା ସ୍ୱ।ଇଁ ଓ ୨୦୨୨ପାଇଁ ଶିଖାରାଣୀ ଗଡତିଆ , କ୍ରୀଡ଼ା ଚମ୍ପିୟାନ ଭାବରେ ବାଳକ ବିଭାଗରେ ଜୀବନ ଝାଙ୍କର ଓ ବାଳିକା ବିଭାଗରେ ଶ୍ୱେତା ପାଣିଗ୍ରାହୀ  ଙ୍କ ସମେତ ବାର୍ଷିକ କ୍ରୀଡା ତଥା ବିଭିନ୍ନ ବିଭାଗର କୃତକାର୍ଯ୍ୟ  ହୋଇଥିବା ବିଭିନ୍ନ ପ୍ରତିଯୋଗି ଙ୍କୁ ଅତିଥି ଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।ପରେ କଲେଜର ଛାତ୍ରଛାତ୍ରୀ ଙ୍କଦ୍ୱ।ରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like