-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ସଂପର୍କୀୟ ଝିଆରିକୁ ପ୍ରେମ ଜାଲରେ ପକାଇ ପ୍ରତାରଣା କଲେ ବିବାହିତ କାକା

05-Feb-2023



ପୁଇଁତଳା(ବିନୋଦ ଦୀପ) , ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଥାନା ସାଉନ୍ତପୂର୍ ପଞ୍ଚାୟତ ଅନ୍ତର୍ଗତ ଉମୁରିଆ ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା l ଜଣେ କାକା ନିଜ ସଂପର୍କୀୟ ଝିଆରୀକୁ ପ୍ରେମ ପ୍ରତାରଣା କରିଥିବା ନେଇ ପୁଇଁନ୍ତଲା ଥାନାରେ ଲିଖିତ ଅଭିଯୋଗ ହୋଇଛି  l ଅଭିଯୋଗ ଆସିଛି ଏହା ଯେ ନିଜକୁ ସାମ୍ୱାଦିକ ବୋଲି ପରିଚୟ ଦେଉଥିବା ସତ୍ୟନାରାୟଣ ପୁଟେଲଙ୍କ ନାଁରେ l ଅଭିଯୋଗ ଅନୁଯାୟୀ ସତ୍ୟନାରାୟଣ ଜଣେ ବିବାହିତ ପୁରୁଷ କିନ୍ତୁ ଟ୍ୟୁସନ ପଢାଉଥିବା ସମୟରେ ନିଜର ସଂପର୍କୀୟ ଝିଆରୀଙ୍କୁ ପ୍ରେମରେ ଫସାଇଥିଲେ l ଏପରିକି ବାରମ୍ୱାର ଶାରୀରିକ ସଂପର୍କ ମଧ୍ୟ ରଖିଥିଲେ, ପରେ ଝିଆରୀ ଜଣକ ଗର୍ଭବତୀ ହେବା ଫଳରେ ଝିଆରୀକୁ ଆଣି ବଲାଙ୍ଗିର ସହରର ଏକ ଭଡା ଘରେ ରଖିଥିଲେ l ତାଙ୍କର ଦେଢ ମାସ ପୂର୍ବରୁ ଏକ ପୁତ୍ର ସନ୍ତାନ ମଧ୍ୟ ଜନ୍ମ ହୋଇଛି l ବିବାହିତ ହୋଇ  ନିଜ ସ୍ତ୍ରୀ ଥାଇ କିଭଳି ନିଜ ଝିଆରୀ ସହ ସମ୍ପର୍କ ରଖି ପ୍ରତାରଣା କଲେ ତାହା ଚର୍ଚ୍ଚାର ବିଷୟ ହୋଇଛି l ଏହା ଜଣାପଡିବା ପରେ ସତ୍ୟନାରାୟଣଙ୍କ ବିବାହିତା ସ୍ତ୍ରୀ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଥିବା ଜାଣିବାକୁ ମିଳିଛି l ପୋଲିସ ଏ ବିଷୟକୁ ନେଇ ତଦନ୍ତ ଜାରୀ ରଖିଛି ।  ଏସବୁ ଭିତରେ ସତ୍ୟ ନାରାୟଣ ଶିଶୁପୁତ୍ରକୁ ନିଜ ପାଖରେ ରଖି ଝିଆରୀକୁ ତାଙ୍କ ଗାଁରେ ଛାଡି ଦେଇ ଫେରାର ମାରିଛନ୍ତି l ତେଣୁ ପ୍ରେମ ପ୍ରତାରଣା କରିଥିବା ଅଭିଯୋଗ ନେଇ ଆଜି ପୁଇଁନ୍ତଲା ଥାନା ର ଦ୍ୱାରସ୍ଥ ହୋଇଥିଲେ ଝିଆରୀ ଓ ସମ୍ପର୍କୀୟ l ଉମୁରିଆ ଗାଁର ଶତାଧିକ ଲୋକ ଆସି ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଟାନ ଗ୍ରହଣ କରିବାକୁ ପୁଇଁନ୍ତଲା ଥାନାରେ ଦାବୀ କରିଛନ୍ତି l ଶେଷରେ ପରିବାର ଲୋକେ କୋହଭରା କଣ୍ଠରେ ଝିଅକୁ ନ୍ୟାୟ ଦେବା ପାଇଁ ଅନୁରୋଧ କରିଛନ୍ତି।ବିଡ଼ମ୍ବନାର ବିଷୟ ହେଉଛି ଯେ ନିଜ ଝିଆରୀକୁ ପ୍ରେମ କରି ଦୁଇ ଦୁଇଟି ସନ୍ତାନର ପିତା ହେବା l ଏପରି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like