-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||     

HOME   ଜିଲ୍ଲା

ଜୁନିଅର ରେଡକ୍ରସ କାର୍ଯ୍ୟକ୍ରମ କ୍ରିୟାଶୀଳ

05-Feb-2023



ତରଭା(ପ୍ରେରଣା ଖବର)- ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅନ୍ତର୍ଗତ ବିଭିନ୍ନ ହାଇସ୍କୁଲରେ ଜୁନିଅର ରେଡକ୍ରସ ୟୁନିଟର କାର୍ଯ୍ୟକ୍ରମକୁ କ୍ରିୟାଶୀଳ କରିବାକୁ ଉଦ୍ୟମ କରାଯାଇଛି । ଜିଲ୍ଲା ଜୁନିଅରା ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତଙ୍କ ନେତୃତ୍ୱରେ ଆରଡିଓ ଝସକେତନ ମେହେର, ରକ୍ଷକ ସାଧନକର୍ମି ଆଶିଷ ନାଏକ ତରଭା ବ୍ଲକର ବିଭିନ୍ନ ହାଇସ୍କୁଲକୁ ପରିଦର୍ଶନରେ ଯାଇ ସ୍କୁଲ ସ୍ତରୀୟ ଜୁନିଅର ରେଡକ୍ରସ ୟୁନିଟକୁ କ୍ରିୟାଶୀଳ କରିବାକୁ ପ୍ରଧାନଶିକ୍ଷକ ଏବଂ ପରାମର୍ଶଦାତା ମାନଙ୍କ ସହିତ ଆଲୋଚନା କରିଛନ୍ତି । ଛାତ୍ରଛାତ୍ର୍‌ୀମାନଙ୍କୁ ଜୁନିଅର ରେଡକ୍ରସର ଆନ୍ଦୋଳନ, ଉଦ୍‌ବୋଧନୀ, ବିଭିନ୍ନ ତାଳି, ମୋଟ୍ଟୋ, ଲକ୍ଷ୍ୟ, ଉଦ୍ଦେଶ୍ୟ,ସପ୍ତନୀତି, ବିଦ୍ୟାଳୟରେ ବିଭିନ୍ନ ସେବା ମୂଳକ କାର୍ଯ୍ୟକ୍ରମ ବିଷୟରେ ତାଲିମ ପ୍ରଦାନ କରିଛନ୍ତି ।

ଆଗାମୀ ଦିନରେ ଛାତ୍ରଛାତ୍ରୀ ମାନେ କିଭଳି ନିଜ ନିଜ ଶିକ୍ଷାକୁ ଗ୍ରହଣ କରିବା ସହିତ ସମାଜର ବିକାଶ କାର୍ଯ୍ୟକ୍ରମରେ ସାମିଲ ହେବେ ସେ ବିଷୟରେ ମାର୍ଗଦର୍ଶନ କରାଯାଇଛି । ଶିବତୁଲା ହାଇସ୍କଲର ପ୍ରଧାନଶିକ୍ଷୟିତ୍ରୀ ସୁହାସୀ ଦଣ୍ଡସେନା, ସରଗଜ ହାଇସ୍କୁଲ ପ୍ରଧାନଶିକ୍ଷୟିତ୍ରୀ ଗୀତାଂଜଳୀ ମେହେର, ତରଭା ହାଇସ୍କୁଲ ପ୍ରଧାନଶିକ୍ଷକ ସୁରଜ ସେଠୀ, କଂଟାପାଲି ହାଇସ୍କୁଲର ପ୍ରଧାନଶିକ୍ଷକ ରାଜେନ୍ଦ୍ର ମିଶ୍ର, ଝାରତରଭା ହାଇସ୍କୁଲର ପ୍ରଧାନଶିକ୍ଷକ ପଦ୍ମନାଭ କର୍ଣ୍ଣ, ତରଭା ବାଳିକା ହାଇସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ଶାନ୍ତିଲତା ତ୍ରୀପାଠୀ,  ବଡଭଇରୋଁ ହାଇସ୍କୁଲର ସୁରେନ୍ଦ୍ର କୁମାର ମିଶ୍ର, କାଉନସିଲର  ଶତ୍ରୁଘ୍ନ ନାଏକ, ଖୁଲଣା ପଧାନ, ଶ୍ରୀଧର ପୁଟେଲ, ଶିବତୁଲା ହାଇସ୍କୁଲର ଶିକ୍ଷୟିତ୍ରୀ ପଲ୍ଲବୀ ଦାଶ, ଶଙ୍କର ସାହୁ, ବୁଧରାମ ବେହେରା, ରୋଶନ ଭୋଇ, ଦୂର୍ଯ୍ୟୋଧନ କର୍ଣ୍ଣ, ଦିବ୍ୟରଂଜନ ବିଭାର, ସରଗଜ ହାଇସ୍କଲର ଶିକ୍ଷକ ଗଣେଷ ମିଶ୍ର, ସ୍ୱାଗତ ବେଦବାଗ, ସୁଜାତା ନାଏକ, ଆରତୀ ଜେନା କାର୍ଯ୍ୟକ୍ରମରେ ସହ ଯୋଗ କରିଥିଲେ । କାର୍ଯ୍ୟକ୍ର୍‌ମକୁ ସାଧନକର୍ମି ଆଶିଷ ନାଏକ, ବିସିସି ବିଜୟ କୁମାର ପଣ୍ଡା ଏବଂ ଶ୍ରୀହରି ବିଦ୍ୟାନିକେତନର ରାଜେଶ ମେହେର ସଂଯୋଜନା କରିଥିଲେ । ଏହି ଅବସରରେ ସମାଜର ଅବହେଳିତ ଓ ଅସହାୟ ବ୍ୟକ୍ତି ବିଶେଷଙ୍କୁ ଶୀତବସ୍ତ୍ର ଏବଂ ଶୁଖିଲା ଖାଦ୍ୟ ବଂଟନ କରାଯାଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026

You Might Also Like