-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ତୃତୀୟ  ଦିନରେ ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା- କୃଷି ସଂବନ୍ଧୀୟ ଆଲୋଚନାଚକ୍ର 

05-Feb-2023



ବଲାଙ୍ଗିର(ପ୍ରେରଣା ଖବର) ଜିଲ୍ଲା ପ୍ରଶାସନ ଓ ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଆନୁକୁଲ୍ୟରେ କୋଶଳ କଳା ମଣ୍ଡଳ ପଡିଆ ବଲାଙ୍ଗିର ଠାରେ ଆୟୋଜିତ ହେଇଥିବା ବଲାଙ୍ଗିର ଜିଲ୍ଲା ସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳାର ଆଜି ତୃତୀୟ  ଦିବସରେ କୃଷି ଓ ଆନୁସଙ୍ଗିକ  ବିଭାଗ ସଂବନ୍ଧୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି ।

ଦିବସର ପ୍ରଥମ ପର୍ଯାୟରେ ଓଡିଶା  ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର  ବରିଷ୍ଠ  ବୈଜ୍ଞାନିକ  ଇଂ ନରେନ୍ଦ୍ର କୁମାର ପଣ୍ଡା  ଯୋଗଦେଇ ଅଧିକ ଅମଳ ତଥା ଅମଳ ବୃଦ୍ଧି  ନିମନ୍ତେ  ଉନ୍ନତ  ଯାନ୍ତ୍ରିକକରଣ  ବ୍ୟବସ୍ଥା ତଥା ଏଥିରେ ଚାଷୀ ମାନଙ୍କ ଭୂମିକା ସଂପର୍କରେ ଆଲୋଚନା କରିଥିଲେ । କୃଷିରେ ଉନ୍ନତ ଯାନ୍ତ୍ରିକୀକରଣ ଯୋଗୁ ଆଜିର ସମୟରେ ଉତ୍ପାଦନ  ବଢିବା ଓ ଅମୃତ ଦେଶର ଖାଦ୍ୟ ବ୍ୟବସ୍ଥା କୁ ସୁଦୃଢ କରିବାକୁ  ସହାୟକ ହେବ ବୋଲି  ଚାଷୀ ମାନଙ୍କୁ  ବିଭିନ୍ନ ଦିଗରୁ ଉଦାହରଣ ଦେଇ  ବୁଝାଇଥିଲେ । ଏପିକଲ ର କୃଷି ପ୍ରୋତ୍ସାହନ ଓ  ପରିବର୍ତନ  ଟିମ ର ରାଜ୍ୟ ମୁଖ୍ୟ  ସୁଶାନ୍ତ କିଶୋର ଖୁଣ୍ଟିଆ  ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ସଂପର୍କରେ  ଆଲୋଚନା  କରି ଏହାର ବିଭିନ୍ନ ଦିଗ,ଚାଷୀ ମାନେ କିପରି ଏହାର ସୁବିଧା ନେଇପାରିବେ ସେ ସଂପର୍କରେ ଆଲୋଚନା କରିଥିଲେ । ଜୈନ ଇରିଗେସନ,  ଓଡିଶା  ରାଜ୍ୟ ମୁଖ୍ୟ  ଇଂ ଦିଲ ବାହାଦୂର  କୃଷିରେ ଜଳ ର ସଠିକ୍ ପରିଚାଳନା  ଦିଗରେ ବୁନ୍ଦା ଜଳସେଚନ ଓ ସିଞ୍ଚନ ଜଳସେଚନ ଆବଶ୍ୟକତା ଓ ବ୍ୟବହାର  ସଂପର୍କରେ  ଚାଷୀ ମାନଙ୍କୁ ବୁଝାଇଥିଲେ । ଦ୍ଵିତୀୟ  ଅଧିବେଶନରେ  କୃଷି ବିଜ୍ଞାନ କେନ୍ଦ୍ର, ବଲାଙ୍ଗିର ର ପ୍ରାଣୀ ବୈଜ୍ଞାନିକ  ତପନ କୁମାର ପଲାଇ  ପ୍ରାଣୀ ପାଳନ ଓ ସେଇ ବ୍ୟବସାୟ  ମାଧ୍ୟମରେ କିପରି ଲୋକେ ଅଧିକ ଲାଭ ପାଇ ପାରିବେ ସେ ଦିଗରେ ଆଲୋଚନା କରି ଦୃଷ୍ଟାନ୍ତ  ଦେଇ ଚାଷୀ ମାନଙ୍କୁ ବୁଝାଇଥିଲେ । ପରେ ଧମଣାସରର  ଉଦ୍ୟୋଗୀ ଚାଷୀ ସିଦ୍ଧେଶ୍ଵର  ମିଶ୍ର ଜୈବିକ ପଦ୍ଧତିରେ  ସଜନା ଓ ପନିପରିବା ଚାଷ ସଂପର୍କରେ   ନିଜସ୍ୱ ଅଭିଜ୍ଞତା ଓ ଅନୁଭୂତି ରୁ ବିଭିନ୍ନ ଉଦାହରଣ ଦେଇଥିଲେ । ଆଜି ଉପସ୍ଥିତ ଚାଷୀ ମାନଙ୍କ ମଧ୍ୟରେ କୁଇଜ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା ପନ୍ଦର ଜଣ ଚାଷୀଙ୍କୁ  କୁଇଜ ମାଧ୍ୟମରେ  ପୁରସ୍କୃତ କରାଯାଇଥିଲା ।  ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବିଶେଶ୍ଵର  ସାହୁ, କୃଷି ସହକାରୀ ନିର୍ବାହୀ ଯନ୍ତ୍ରୀ ନରେନ୍ଦ୍ର ପାଣିଗ୍ରାହୀ,

କୃଷି ନିର୍ବାହୀ ଯନ୍ତ୍ରୀ ଲାସା  ମୁର୍ମୁ,କୃଷି ଅଧିକ୍ଷଣ ଯନ୍ତ୍ରୀ  ଶ୍ରୀନିବାସ ନାୟକ  ଏହି ଆଲୋଚନା ଚକ୍ର ରେ ଉପସ୍ଥିତ ଥିବା ବେଳେ ସହକାରୀ କୃଷି ଅଧିକାରୀ ସୁଶୀଲ କୁମାର ସେଠୀ କୁଇଜ ପରିଚାଳନା କରିଥିଲେ । ଗୀତିକୃଷ୍ଣା ନାଏକ,ସୁନନ୍ଦା ସାହୁ,ବିମ୍ବାଧର ସାହୁ,ସୁଧାକର ନନ୍ଦ, ଜ୍ୟୋତ୍ସ୍ନାରାଣୀ ଛୁରା, ଇଂ ରେଣୁକା ନାଏକ,ପୂର୍ଣ୍ଣିମା ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଶେଷରେ  ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ପାଟଣାଗଡ କୃଷି ଜିଲ୍ଲା ଅଧିକାରୀ ବାବୁଲି ଚରଣ ସେଠୀ । ଆଜି ର ଏହି କାର୍ଯକ୍ରମରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଚାଷୀ ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅଧିକାରୀ ଓ କର୍ମଚାରୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like