-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||     

HOME   ଜିଲ୍ଲା

ବୋର୍ଡର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ଚଞ୍ଚରା ଭାଡି ଚମ୍ପିୟାନ ।

05-Feb-2023



ଧର୍ମଗଡ଼(ଜ୍ୟୋତିରଞ୍ଜନ ବେମାଲ)
କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକ୍ ବେହେରା ଗୁଡ଼ା ଠାରେ ବୋର୍ଡର କ୍ରିକେଟ କମିଟି ଦ୍ବାରା ଆୟୋଜିତ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ ମ୍ୟାଚ ଚଞ୍ଚରା ଭାଡ଼ି ଏବଂ ଘୁମରଗୁଡ଼ା ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।ପ୍ରଥମେ ଘୁମରଗୁଡ଼ା ଟଚ ଜିତି ବେଟିଙ୍ଗ ର ନିର୍ଣ୍ଣୟ ନେଇଥିଲା ଓ ୧୦ ଓଭର ରେ ୫୫ ରନ୍ ସଂଗ୍ରହ କରି ଅଲ୍ ଆଉଟ ହୋଇଯାଇଥିଲେ । ଏହାର ଜବାବରେ ଚଞ୍ଚରାଭାଡି ଦଳ ୭ ଓଭର ରେ ୫୬ ରନ କରି ବିଜୟ ହାସଲ କରିଥିଲେ । ଉକ୍ତ ଉଯାପିତ ମ୍ୟାଚ ର ମୁକ୍ଷ ଅତିଥି ଭାବେ ବିଧାୟକ ପ୍ରତିନିଧି ମାନସ ବାଗ,ସମ୍ମା ନିତ ଅତିଥି ଧର୍ମଗଡ଼ ଯୋନ୍- ୨ ଜିଲ୍ଲାପରିଷଦ ଗୋପୀନାଥ ମହାନନ୍ଦ, ଛଞ୍ଚାଣବାହାଳି ସରପଞ୍ଚ ପ୍ରୀତି ବେମାଲ, ସମାଜସେବୀ ଗୌର ବାଗ , ପିଣ୍ଟୁ ତିୱାରୀ, ଅନ୍ତରାମା ପୋଡ଼ ଏବଂ ସରପଞ୍ଚ ପ୍ରତିନିଧି ଗଗନେଶ୍ଵର ବେମାଲ ପ୍ରମୁଖ ଯୋଗଦାନ କରି ବିଜେତା ଓ ରନର୍ଶ ଦଳକୁ ଚମ୍ପିୟାନ ଟ୍ରଫି ସହ ପୁରସ୍କାର ପ୍ରଦାନ କରିଥିଲେ ।ଖେଳର ମ୍ୟାନ୍ ଅପ୍ ଦି ମ୍ୟାଚ୍ ଶିବା ପାଇଥିବା ବେଳେ ମ୍ୟାନ ଅଫ୍ ଦି ସିରିଜ ରାଜା ପାଇଥିଲେ । ଏହି ଖେଳର ଧାରା ବିବରଣୀ ଜୟନ୍ତ ବାରିକ ଓ ଡିପେନ୍ଦ୍ର   ସୁନାନି ପ୍ରଦାନ କରିଥିଲେ ଏବଂ ଖେଳ ପରିଚାଳନା    ଅରୁଣ ବେମାଲ ଓ ଖିର ସିନ୍ଧୁ ସାହୁ କରିଥିଲେ ।ଉକ୍ତ କାର୍ଯ୍ୟ କ୍ରମକୁ ଶୋଭିତ ଗାନ୍ଧୀ,ଗଯିନ୍ଦ୍ର ଚିଲାଗୁଣ, ସୌମ୍ୟରଞ୍ଜନ ପୋଡ଼ ,ଲଙ୍କେଶ୍ଵର ବେମାଲ, ସିମାନଞ୍ଚଳ ବାରିକ ,ଦୟାନିଧି ବାରିକ,ଅମୃତ ଛତ୍ରିଆ,ନାରାୟଣ ସାଗର,  କାହୁଁ ଚରଣ ଛତ୍ରିଆ , ଯଜ୍ଞଦତ ବେମାଲ, ମଣ୍ଟୁ ପୋଡ଼,  ଜ୍ୟୋତିରଂଜନ ବେମାଲ ଏବଂ ଦେବେନ୍ଦ୍ର ନାଏକ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026
  ଜିଲ୍ଲା  
ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   27-Apr-2026
  ଜିଲ୍ଲା  
ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   27-Apr-2026
  ଜିଲ୍ଲା  
“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   27-Apr-2026
  ଜିଲ୍ଲା  
ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   27-Apr-2026
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026

You Might Also Like