-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||     

HOME   ଜିଲ୍ଲା

ଚଳିତ ବର୍ଷ ବୌଦ୍ଧ ଜ଼ିଲ୍ଲା ର ୭୬ ହାଇସ୍କୁଲରେ ପରୀକ୍ଷା ଦେବେ ୬୫୯୪ଜଣ ଛାତ୍ରଛାତ୍ରୀ   

05-Feb-2023



ବୌଦ୍ଧ (ଦୁର୍ଯ୍ଯୋଧନ ବିଶି) ରବିବାର ଦିନ ସକାଳ ଘ.୮.୩୦ ମି ସମୟରେ  ଜ଼ିଲ୍ଲାପାଳ କାର୍ଯ୍ୟାଳୟ ସ୍ଥିତ ସଦଭାବନା ଗୃହରେ  ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ଅଭିଭାବକ ମାନଙ୍କୁ ନେଇ ଏକ ବୈଠକ ଜ଼ିଲ୍ଲାପାଳ ଶ୍ରୀଯୁକ୍ତ ସତ୍ୟରଞ୍ଜନ ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଆଗାମୀ  ସବମେଟିଭ ଏସ. ଏସ. ମେଣ୍ଟ 2  (ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା )  ଆସନ୍ତା ମାର୍ଚ୍ଚ 10 ତାରିଖ ରେ ହେବାକୁ ଥିବାରୁ ଶିକ୍ଷକ ମାନେ  ପିଲାମାନଙ୍କୁ ନେଇ ୩ ଟି ଗ୍ରୁପ କରିବେ l ଗ୍ରୁପ ଏ ରେ ୬୦% ରୁ ୯୦% ମାର୍କ ରଖିବା ଛାତ୍ରଛାତ୍ରୀ ରହିବେ l ଗ୍ରୁପ ଵି ରେ ୫୦ % ରୁ ଅଧିକ ମାର୍କ ରଖିଥିବା ଛାତ୍ରଛାତ୍ରୀ ଏବଂ ଗ୍ରୁପ ସି ରେ 40 % ଅଧିକ  ମାର୍କ ରଖୁ ଥିବା ଛାତ୍ରଛାତ୍ରୀ ଙ୍କୁ ନେଇ ୩ ଟି ଗ୍ରୁପ କରି ୩ ଜଣ  ଶିକ୍ଷକ ମେଣ୍ଟର ରହିବେ ଏବଂ ସମସ୍ତ ଛାତ୍ର, ଛାତ୍ରୀଙ୍କ ଦାୟିତ୍ୱ ନେବେ l ପରୀକ୍ଷା ଆଉ ମାତ୍ର ୩୨ ଦିନ ଥିବା ବେଳେ ଛାତ୍ରଛାତ୍ରୀ କିଭଳି ଭଲ ନମ୍ବର ରଖି କୃତିତ୍ୱ ହାସଲ କରିବେ ସେ ଉପରେ  ଜ଼ିଲ୍ଲାପାଳ  ଦୃଷ୍ଟି ଦେଇଛନ୍ତି l ଶିକ୍ଷକ ମାନେ ଏ ବିଷୟରେ ଯତ୍ନବାନ ହେବେ l ଯେଉଁ ପିଲାମାନେ ପଢିବା ପାଇଁ ଚାହିଁଲେ ସକାଳ  ୮.୩୦ ରେ ସ୍କୁଲ କୁ ଆସିବେ l ଅପରାହ୍ନ 4 ରୁ ୬ପର୍ଯ୍ୟନ୍ତ  ଜଟିଳ  ପ୍ରଶ୍ନ ର ଉତ୍ତର ପଚାରି  ଛାତ୍ରଛାତ୍ରୀ  ନିଜ ନିଜ ଦ୍ଵନ୍ଦ ଦୂର କରିବେ l ରବିବାର ସକାଳ  8.30 ରୁ ୧୧.୩୦ ପର୍ଯ୍ୟନ୍ତ ଏବଂ ଶନିବାର ଦିନ ସକାଳ 7 ଟା ରୁ 1 ଟା ପର୍ଯ୍ୟନ୍ତ କ୍ଲାସ ଚାଲିବ l ଜ଼ିଲ୍ଲାପାଳ ଜ଼ିଲ୍ଲା ର ସମସ୍ତ  ସରକାରୀ ସ୍କୁଲ, ଆଶ୍ରମ ସ୍କୁଲ, ବ୍ଲକ ଗ୍ରାଣ୍ଟ ସ୍କୁଲ ରେ ଛାତ୍ରଛାତ୍ରୀ A1 ରେ ୩୦ ପ୍ରତିଶତ   ସ୍ଥାନ ହାସଲ କରିବା ପାଇଁ ଜ଼ିଲ୍ଲା ଶିକ୍ଷାଅଧିକାରୀଙ୍କୁ  ନିର୍ଦେଶ ଦେଇଛନ୍ତି l ଛାତ୍ରଛାତ୍ରୀ  ଙ୍କୁ ଅଧିକ ଧ୍ୟାନ ଦେଇ ଏକ୍ସଟ୍ରା କ୍ଳlସ, ଜଟିଳ ପ୍ରଶ୍ନ ର ଉତ୍ତର ସରଳ ଭାଷା ରେ ଦେଇ ଛାତ୍ରଛାତ୍ରୀଙ୍କ ମନରୁ ଦ୍ଵନ୍ଦ ଦୂର କରିବା, ଛୋଟ ଛୋଟ ଗ୍ରୁପ କରି  ପିଲାମାନଙ୍କୁ ସୁପରଭିଜନ କରିବା ବିଷୟରେ ଜ଼ିଲ୍ଲାପାଳ ଆଲୋଚନା କରିଥିଲେ l ଏହି ବୈଠକ ରେ  ଅତିରିକ୍ତ ଜ଼ିଲ୍ଲାପାଳ ବବିତାରାଣୀ ଦଳବେହେରା, ନିର୍ବାହୀ ଅଧିକାରୀ, ଜ଼ିଲ୍ଲା ପରିଷଦ  ଅଶ୍ୱିନୀ କୁମାର ମେହେର, ତହସିଲଦାର ଦେବୀ ପ୍ରସାଦ ଦାସ, ଗୋଷ୍ଠୀ ଶିକ୍ଷା ଅଧିକାରୀ ଘନଶ୍ୟାମ ମେହେର, ଶିକ୍ଷକ, ଶିକ୍ଷୟତ୍ରୀ, ଅଭିଭାବକ, ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ଥିଲେ l ଆଗକୁ  ଏହିଭଳି ସମସ୍ତ  ଉଚ୍ଚ ବିଦ୍ୟାଳୟ ର ଛାତ୍ରଛାତ୍ରୀଙ୍କୁ ଏ ବିଷୟରେ ଯତ୍ନବାନ ହେବାପାଇଁ ଜ଼ିଲ୍ଲାପାଳ ଆହ୍ୱାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
“ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   27-Apr-2026
  ଜିଲ୍ଲା  
ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   27-Apr-2026
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026

You Might Also Like