-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଅଧିକାରୀଙ୍କ ସହ ମନହୀରା ପଞ୍ଚାୟତ ଗସ୍ତ କଲେ ନରସିଂହ, ଆବାସ ଯୋଜନା କେଳେଙ୍କାରି ଉଭୟ ସରକାରଙ୍କ ସୁଚିନ୍ତିତ ଷଡଯନ୍ତ୍ର- ନରସିଂହ

05-Feb-2023



ବଲାଙ୍ଗୀର(ପ୍ରେରଣା ଖବର)- ଜିଲ୍ଲାର ପ୍ରତ୍ୟେକ ପଞ୍ଚାୟତରେ ଏବେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ପ୍ରକୃତ ଗରିବଙ୍କ ନାଁ କଟିବା ଗରିବଙ୍କ ପାଇଁ ଏକ ଚିନ୍ତାର ବିଷୟ ପାଲଟିଛି । ଠିକ ହିସାବରେ ତର୍ଜମା କଲେ, ଯୋଉଁ ମାନେ ଯୋଗ୍ୟ ହିତାଧିକାରୀ ପୁର୍ବରୁ ନାମ ଥିଲେ ସୁଦ୍ଧା ପରବର୍ତ୍ତି ସମୟରେ ଗରିବଙ୍କ ନାମ କାଟି ଥିଲାବାଲାଙ୍କ ନାମ ଯୋଡାଯାଇଛି । ଏଥିରୁ ସ୍ପଷ୍ଟ ଭାବେ ଏକ ଷଡଯନ୍ତ୍ରର ବାସ୍ନା ଆସୁଛି । ଏହି ଷଡଯନ୍ତ୍ରରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଦାୟୀ ବୋଲି ଆଜି ବଲାଙ୍ଗିର ବ୍ଲକ ଅନ୍ତର୍ଗତ ମନହୀରା ପଞ୍ଚାୟତ କାର୍ଯ୍ୟଳୟରେ ବିଭିନ୍ନ ଉନ୍ନୟନମୁଳକ କାର୍ଯ୍ୟର ଆଲୋଚନା ଓ ସମୀକ୍ଷା କଲାବେଳେ ବଲାଙ୍ଗିର ବିଧାୟକ ନରସିଂହ ମିଶ୍ର ପ୍ରତିକ୍ରୀୟା ରଖିଛନ୍ତି । ବ୍ଲକ ଉନ୍ନୟନ ଅଧିକାରୀ ଇପ୍ସିତା ପାତ୍ର, ଉପ ଅଧିକାରୀ ରାମଦତ୍ତ ଭୋଇ, ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ନାନ୍ସି ରାଣୀ ପାତ୍ରଙ୍କ ଉପସ୍ଥିତିରେ ହୋଇଥିବା ଏହି ସମୀକ୍ଷାରେ  ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା ଅନିୟମିତତା ଯୋଗୁଁ ପ୍ରକୃତ ଯୋଗ୍ୟ ହିତାଧିକାରୀଙ୍କ ନାମ ତାଲିକାରୁ କଟୁଥିବାରୁ ବିଧାୟକ ଶ୍ରୀ ମିଶ୍ର ଏହି ତାଲିକା କିଏ ଓ କେତେବେଳେ ତିଆରି କରିଛନ୍ତି ବୋଲି ପଚାରି ଥିଲେ । ଏହି କେଳେଙ୍କାରି ଓ ଅନିୟମିତତାକୁ ନେଇ ବଲାଙ୍ଗିର ଜିଲ୍ଲାରେ ତିବ୍ର ଆନ୍ଦୋଳନ ହେବା ସହ ଏହାକୁ ନେଇ ଆଗାମୀ ବିଧାନସଭା ଅଧିବେଶନରେ  ସରକାରଙ୍କୁ ଘେରାଯିବ ବୋଲି କହିଥିଲେ । ୨ ଦିନ ପରେ ହେବାକୁ ଥିବା ବଲାଙ୍ଗିର ବ୍ଲକ ସମୀକ୍ଷାରେ ସବିଶେଷ

ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଆଲୋଚନା ବେଳେ ଗାଇ ଗୁହାଳର ଟଙ୍କା ପ୍ରଦାନ, ରାଶନ କାର୍ଡ, ବାଦ୍ଧକ୍ୟ ଭତ୍ତା, ବିଧବା ଭତ୍ତାକୁ ନେଇ ଆଲୋଚନା ହେଇଥିଲା । ମନହୀରା ପଞ୍ଚାୟତ ରେ ଗରିବଙ୍କ ପାଇଁ ଆସୁଥିବା ସମସ୍ତ ଯୋଜନା ଯୋପରି ଲୋକେ ଠିକ ହିସାବରେ ପାଇ ପାରିବେ ସେ ଉପରେ ଅଧିକାରୀମାନେ ସମ୍ବେଦନଶିଳ ହୋଇ କାମ କରନ୍ତୁ ବୋଲି ଅନୁରୋଧ କରିଥିଲେ । ବୈଠକ ପୁର୍ବରୁ ମନହୀରେ ପଞ୍ଚାୟତରେ ମାଘ ପୁର୍ଣ୍ଣମୀ ଅବସରରେ ଗ୍ରାମ୍ୟ କଳାକାରମାନଙ୍କ ଦ୍ୱାରା ବିଭିନ୍ନ କଳା ପ୍ରଦର୍ଶନ କରାଯାଇ  କୃତି କଳାକାରମାନଙ୍କୁ ବିଧାୟକ ମାନପତ୍ର ପ୍ରଦାନ କରିଥିଲେ ।  ପରେ ପଞ୍ଚାୟତ ଅନ୍ତର୍ଗତ ବଘାପାଲିରେ ଟେରାକୋଟା ଶିଳ୍ପିଙ୍କ ପାଇଁ ଉଦ୍ଦିଷ୍ଟ ଏକ କମୁନିଟି ସେନ୍ଟରର ଭିତ୍ତି ପ୍ରସ୍ତ ଦେଇଥିଲେ । ସକମା ପଞ୍ଚାୟତ ଅନ୍ତର୍ଗତ ଫାଷଡ ଠାରେ ଫାଷଡ ବନ୍ଧର ପୁନଉର୍ଦ୍ଧାର ଓ ସୌନ୍ଦର୍ଯ୍ୟକରଣର ଭିତ୍ତିପ୍ରସ୍ତର , ସକମା ଠାରେ ରାଜୀବ ଗାନ୍ଧୀ ସେବାକେନ୍ଦ୍ରର ଉପରମହଲା  ର ଶୁଭ ଉଦଘାଟନ ଏବଂ କୁଟୁରାପାଲି ଠାରେ ଖେଳ ପଡିଆର ଶୁଭ ଉଦଘାଟନ ମାନ୍ୟବର ବିଧାୟକଙ୍କ ହାତରେ ଅନୁଷ୍ଟିତ ହୋଇଥିଲା । ଏ ସମସ୍ତ କାର୍ଯ୍ୟକ୍ରରେ ମନହୀରା ସରପଞ୍ଚ ରମ୍ଭା ରଣା, ଲକ୍ଷ୍ମୀ ନାଏକ, ଫାଷଡ ସରପଞ୍ଚ ଉଗ୍ରସେନ ବରାଳ , ସମିତି ସଭ୍ୟ ସଞ୍ଜିବ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like